Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦୁର୍ଗା ପୂଜା ଲାଗି କଟକରେ ଶାନ୍ତି କମିଟି ବୈଠକ, ଭସାଣିକୁ ନିଶା ମୁକ୍ତ ଓ ଡିଜେ ମୁକ୍ତ କରିବାକୁ ନିଷ୍ପତ୍ତି…
କଟକ: ଦୁର୍ଗା ପୂଜା ଲାଗି କଟକ ମହାନଗର ନିଗମର ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦୁର୍ଗା ପୂଜାକୁ କେଉଁ ଭଳି ଭାବରେ ଶାନ୍ତି ଶୃଙ୍ଖଳା ସହିତ କରାଯିବ, ସେ ବିଷୟରେ ପୂଜା କମିଟି ପକ୍ଷରୁ ଦିଆଯାଇଥିବା ବିଭିନ୍ନ ପ୍ରସ୍ତାବ ବିଷୟରେ ଆଲୋଚନା…
ଗୋଟିଏ ପରିବାରର ୩ଜଣ ପିଇଦେଲେ ବିଷ, ଭାଇଭଉଣୀଙ୍କ ମୃତ୍ୟୁ, ମା’ ଗୁରୁତର…
ବରଗଡ଼: ପରିବାରର ମୁଖ୍ୟଙ୍କ ବିୟୋଗରେ ସ୍ତ୍ରୀ ଓ ପୁଅଝିଅ ଭାଙ୍ଗି ପଡ଼ିଥିଲେ। ଏହି କାରଣରୁ ବିଷପିଇ ଜୀବନ ହାରିବାକୁ ଚାହୁଁଥିଲେ। କୀଟନାଶକ ପିଇଲା ପରେ ମା’, ପୁଅ ଓ ଝିଅ ଗୁରୁତର ହୋଇଥିଲେ। ତେବେ ଡାକ୍ତରଖାନା ନେବା ସମୟରେ ଭାଇଭଉଣୀଙ୍କ ମୃତ୍ୟୁ ପରେ ମା’ ଡାକ୍ତରଖାନାରେ ଚିକିତ୍ସିତ…
୧୨ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…
ଭୁବନେଶ୍ୱର : କାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ…
ଜି-୨୦ ରାତ୍ରୀ ଭୋଜନରେ ମୁଖ୍ୟମନ୍ତ୍ରୀ ଯୋଗ ନଦେବା ଉପରେ ପ୍ରଶ୍ନ ଉଠାଇଲା ବିଜେପି
ଭୁବନେଶ୍ୱର: ବିଜେଡିକୁ ବିଜେପିର ଟାର୍ଗେଟ। ଏଥର ଟାର୍ଗେଟ କରିଛି ଜି-୨୦ ଶିଖର ସମ୍ମିଳନୀକୁ ନେଇ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସିଧାସଳଖ ଟାର୍ଗେଟ କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଜି-୨୦ ଶିଖର ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ…
କଟକରେ ଦିନ ଦ୍ୱିପ୍ରହରରେ ମହିଳାଙ୍କୁ ଛୁରା ମାଡ଼…
କଟକ: କଟକରେ ଚାଞ୍ଚଲ୍ୟ। ଦିନ ଦ୍ୱିପ୍ରହରରେ ବିବାହିତା ମହିଳାଙ୍କୁ ଛୁରା ମାଡ଼। ମହିଳାଙ୍କ ନାଁ ସୁଚିତ୍ରା ଖଟୁଆ। ତେଲେଙ୍ଗା ବଜାର ଅଞ୍ଚଳରେ ମହିଳାଙ୍କ ଘର । ଦୁର୍ବୃତ୍ତ ଜଣକ ମୁଁହ ରେ ମାସ୍କ ପିନ୍ଧି ଥିବାରୁ ମହିଳା ଜଣକ ଦୁର୍ବୃତ୍ତଙ୍କୁ ଚିହ୍ନି ପାରି ନ…
ବିରୋଧୀଙ୍କୁ ଫାଇଭ ଟି କାମର ହିସାବ ଦେଲା ବିଜେଡି..!
ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି। ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଲଗାତର ଫାଇଭ ଟି ଉପରେ ଶାଣିତ ଆକ୍ରମଣ ସହ ବିରୋଧୀ ନେତାମାନେ ତାଙ୍କ ସାଥ ଦେବା ରାଜନୈତିକ ସ୍ଥିତିକୁ ଜଟିଳ କରିଛି।
ଏଭଳି…
ଚାକିରି କରାଇ ଦେବା ନାଁରେ ଠକେଇ, ବାପ-ପୁଅ ଗିରଫ…
ପାଟଣାଗଡ଼ : ଚାକିରି କରାଇ ଦେବା ନାଁରେ ୮ ଲକ୍ଷ ୬୦ ହଜାରରୁ ଅଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗରେ ଜଣେ ବ୍ୟକ୍ତି ଓ ତାଙ୍କ ପୁଅଙ୍କୁ ଗିରଫ କରିଛି ପୁଲିସ। ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଅଞ୍ଚଳରେ। ଗିରଫ ବାପ-ପୁଅ ହେଉଛନ୍ତି ବେଣୁଧର ଜଗତ ଓ ହେମନ୍ତ ଜଗତ। ସେମାନଙ୍କ ଘର…
କଲେଜର ଛଅ ମହଲା କୋଠା ଉପରେ ଚଢ଼ି ବିପଦଜ୍ଜନକ ଭାବେ ରିଲସ୍ କଲେ ଛାତ୍ରୀ…!
ବ୍ରହ୍ମପୁର: କଲେଜ ଛାତରେ ରିଲ୍ସ କରିବା ପଡିଲା ମହଙ୍ଗା । ଭିଡିଓ ଭାଇରାଲ ହେବା ପରେ କଲେଜ ପକ୍ଷରୁ ପ୍ରକାଶ ପାଇଲା ତତ୍ପରତା । ବ୍ରହ୍ମପୁର ଶଶିଭୂଷଣ ରଥ ସ୍ୱୟଂଶାସିତ ମହିଳା କଲେଜରେ ଏଣିକି ରିଲ୍ସ କରିବାକୁ ବାରଣ କରାଯାଇଛି । କଲେଜ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବା ପରେ କଲେଜ…
କୃଥିକା ପ୍ରଭାକରନଙ୍କୁ ଅପରାଜିତାଙ୍କ ଚାଲେଞ୍ଜ…
ଭୁବନେଶ୍ୱର:କୃଥିକା ପ୍ରଭାକରନଙ୍କୁ ଅପରାଜିତାଙ୍କ ଚାଲେଞ୍ଜ । ଟୁଇଟ କରି ଖୋଲା ଚାଲେଞ୍ଜ ଦେଇଛନ୍ତି ସାଂସଦ ଅପରାଜିତା । କୃଥିକା ପ୍ରଭାକରଣଙ୍କ ସାହାସକୁ ନେଇ ପ୍ରଶ୍ନ କରିଛନ୍ତି । ଏତେ ସାହାସର କାରର କ’ଣ ବୋଲି ପ୍ରଶ୍ନ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଟାଗ କରିଛନ୍ତି ସାଂସଦ…
ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁଇ ଦୁର୍ବୃତ୍ତ
ସୋର: ସୋରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦିନ ଦ୍ବିପ୍ରହରରେ ସୋର ବରଫ ଛକରେ ବୁଲିଲା କଟୁରୀ ଓ ଭୁଜାଲି । ଆଉ ଲହୁ ଲୁହାଣ ହେଲେ ଯୁବକ । ଦୁଇ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ବିଚ୍ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ହାଣିଛନ୍ତି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ପ୍ରଥମେ ସୋର…