Browsing Category

ଓଡିଶା

ଦୁର୍ଘଟଣା ଏଡାଇବାକୁ ଓଡ଼ିଶା ପୋଲିସର ସଚେତନତା

ଭୁବନେଶ୍ୱର: ସାରା ରାଜ୍ୟରେ ସଡ଼କ ସୁରକ୍ଷା ନିୟମ କଡାକଡି ଲାଗୁ ହୋଇଛି। ଏଥିଯୋଗୁଁ ସଡ଼କ ଦୁର୍ଘଟଣା ଏବଂ ମୃତ୍ୟୁହାର ମଧ୍ୟ ହ୍ରାସ ପାଇଛି। ରାଜ୍ୟରେ ସଡକ ଦୁର୍ଘଟଣା ଏଡାଇବାକୁ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ଅନେକ ପ୍ରକାରର କାର୍ଯ୍ୟକ୍ରମ ମାଧ୍ୟମରେ…

ବାଲିମେଳା ଜଳଭଣ୍ଡାରରେ ଡଙ୍ଗା ବୁଡି ଜଣେ ନିଖୋଜ

ବାଲିମେଳା : ବୁଡ଼ିଗଲା ଦେଶୀ ଡଙ୍ଗା, ଜଣେ ନିଖୋଜ। ବାଲିମେଳା ଜଳଭଣ୍ଡାରରେ ଅଘଟଣ । ଦେଶୀ ଡଙ୍ଗା ବୁଡି ଜଣେ ନିଖୋଜ । ନିଖୋଜ ବ୍ୟକ୍ତି ଜଣଙ୍କ ହେଲେ ରାମଗୁଡା ଗାଁର ୪୭ ବର୍ଷିୟ ରାମଚନ୍ଦ୍ର ମୁଦୁଲି ।ସୂଚନା ଅନୁସାରେ, ଗତକାଲି ରାମଚନ୍ଦ୍ର ଗାଁକୁ ଦେଶୀ ଡଙ୍ଗା ସାହାଯ୍ୟରେ ଫେରୁଥିବାବେଳେ…

ଗଞ୍ଜାମ ଶେରଗଡରେ ବିଜେଡି ନେତାଙ୍କୁ ହତ୍ୟା

ଗଞ୍ଜାମ: ଗଞ୍ଜାମ ଶେରଗଡ ଥାନା ନନ୍ଦିନୀ ସେତୁ ନିକଟରେ ଅଭାବନୀୟ ଘଟଣା ଘଟିଛି  । ଯୁବ ବିଜେଡି ନେତାଙ୍କୁ ହତ୍ୟା କରି ବ୍ରିଜ ତଳକୁ ଫିଙ୍ଗି ଦେଇଛନ୍ତି ଦୁର୍ବୃତ୍ତ  । ମୃତକ ମଧୂସୁଦନ ବିଷୋଇ ବୋଲି ଜଣାପଡିଛି…

ପ୍ରେମିକାକୁ ହତ୍ୟା କରି କୂଅରେ ଫୋପାଡିଲା ସୈତାନ ପ୍ରେମିକ…

ଉମରକୋଟ: କୁହାଯାଏ ପ୍ରେମ ଶାଶ୍ବତ ଓ ଚିରନ୍ତର  । ପ୍ରେମ ପାଇଁ କିଏ ନିଜ ଜୀବନକୁ ଉତ୍ସର୍ଗୀକୃତ କରୁଛି ତ କିଏ ସାତ ଦରିଆ ପାର କରୁଛି  । ମାତ୍ର ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଖୁଟୁଗାଁ ଗାଁରେ ଘଟିଛି  ଏକ ଲଜ୍ଜାଜନକ ଘଟଣା  । ପିଶାଚ ସାଜିଛି ପ୍ରେମିକ  । ପ୍ରଥମେ ପ୍ରେମ ତା ପରେ…

ବରିଷ୍ଠ ସାମ୍ବାଦିକ ଗଣ ମାଧ୍ୟମ ବ୍ୟକ୍ତିତ୍ଵ ହେମାଙ୍ଗ ପ୍ରସାଦ ରାଉଳ ଙ୍କୁ ଏସ ୟୁ ଯେ ର ରାଜ୍ୟ ସମ୍ପାଦକ ଭାବେ ଦାୟିତ୍ୱ…

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ସାମ୍ବାଦିକ ସଂଘ ର (SUJ ) ନୂତନ ସାଧାରଣ ସମ୍ପାଦକ ଭାବେ ଅନୁଭବୀ ବରିଷ୍ଠ ସାମ୍ବାଦିକ ତଥା ଦକ୍ଷିଣ ଓଡିଶା ର ଲୋକପ୍ରିୟ ଗଣ ମାଧ୍ୟମ ବ୍ୟକ୍ତିତ୍ଵ ହେମଙ୍ଗ ପ୍ରସାଦ ରାଉଳ ଆଜି ଦାୟିତ୍ଵ ଗ୍ରହଣ କରିଛନ୍ତି।ଦୀର୍ଘ ୨୫ ବର୍ଷ ରୁ ଉର୍ଦ୍ଧ୍ବ ସମୟ ଧରି ଓଡ଼ିଶାର

ଜଳସେଚନ ଜମି ଜବରଦଖଲ ଅଭିଯୋଗ, ହସ୍ତକ୍ଷେପ ପାଇଁ ମୁଖ୍ଯମନ୍ତ୍ରୀଙ୍କୁ ସାଂସଦଙ୍କ ଅନୁରୋଧ…

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ଥିବା ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଜମି ଜବରଦଖଲ ଯୋଗୁଁ ବାଧାପ୍ରାପ୍ତ ହୋଇଥିବା ଅଭିଯୋଗ ଆସିବାର ଗୋଟିଏ ଦିନ ପରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଗରିବ ଚାଷୀଙ୍କ ସ୍ୱାର୍ଥରେ…

୧୮୧ ମୋବାଇଲ ପ୍ରାଣୀ ଚିକିତ୍ସା ୟୁନିଟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ଘର ମୁହଁରେ ପହଞ୍ଚିବ ପ୍ରାଣୀ ଚିକିତ୍ସା । ଭ୍ରାମ୍ୟମାଣ ଗାଡ଼ିରେ ଗୃହପାଳିତ ପଶୁଙ୍କୁ ଚିକିତ୍ସା ସେବା ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୮୧ଟି ଭେଟେରିନାରି ମୋବାଇଲ ୟୁନିଟ୍‌ ଗାଡ଼ିର ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ…

ଆସନ୍ତା ୧୧ ରୁ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା…

ଭୁବନେଶ୍ବର : ଚଳିତ ମାସ ୧୧ ଓ ୧୨ ତାରିଖରେ ରାଜ୍ୟରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା ଥିବାନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପରବର୍ତ୍ତୀ ସମୟରେ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ…

ବାତିଲ ହେଲା ମା’ ତାରିଣୀଙ୍କ ଭୋଗ ନଡ଼ିଆ ନିଲାମ…

ଘଟଗାଁ: ମା’ ତାରିଣୀଙ୍କ ଭୋଗ ନଡ଼ିଆ ନିଲାମ ପାଇଁ ଆଜି ମନ୍ଦିର କର୍ତ୍ତୃପକ୍ଷ ଡାକିଥିବା ଖୋଲା ନିଲାମ ପ୍ରକ୍ରିୟା ବାତିଲ ହୋଇଯାଇଛି। ଫଳରେ ଏଥିରେ ସାମିଲ ହେବା ପାଇଁ ଆସିଥିବା ବିଡରମାନେ ନିରାଶ ହୋଇ ଫେରିଯାଇଛନ୍ତି। ଘଟଗାଁ ମା’ ତାରିଣୀ ପୀଠକୁ ରାଜ୍ୟର…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାଡ଼ ମାରି ଘରେ ନିଆଁ ଲଗାଇଦେଲା ଯୁବକ…

ଭଦ୍ରକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ମାଡ଼ମାରି ତାଙ୍କ ଘରେ କିଛି ଯୁବକ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ। ନିଆଁରେ ଘରର ସବୁ ଆସବାବ ପତ୍ର ପୋଡ଼ି ଯାଇଛି। ହେଲେ ଦୁର୍ଘଟଣାରେ କେହି ମୃତାହତ ହୋଇ ନାହାନ୍ତି। ଅଭିଯୋଗ ଅନୁସାରେ,…