Browsing Category

ଓଡିଶା

ବାପା ମାଆକୁ ମାଡ ମାରି ଘରୁ ବାହାର କରିଦେଲା ପୁଅ

କାମାକ୍ଷାନଗର: ବାପା ମା କେତେ ଆଶା ନେଇ ପୁଅଟେ ଜନ୍ମ କରିଥାନ୍ତି । ସମସ୍ତେ କୁହନ୍ତି ପୁଅ ଅଛିତ ସାହା ଅଛି । ବାପା ମଧ୍ୟ ନିଜକୁ ଗର୍ବ ମନେ କରେ ପୁଅଟିର ବାପ ହୋଇ । ହେଲେ ମୁଣ୍ଡକୁ ହାତ ପାଇଗଲେ ସେଇ ପୁଅ ଯଦି ବାପା ମାଆକୁ ଭାଗ ମାଗିବ, ଆଉ ନଦେଲେ ଅକଥନୀୟ…

ଦଳୀୟ ନେତ୍ରୀଙ୍କୁ ଫୋନରେ ଅଶ୍ଳୀଳ କଥା କହି କେନ୍ଦ୍ରାପଡା ବ୍ଲକ ସଭାପତି ବିଜେଡିରୁ ନିଲମ୍ବିତ…

କେନ୍ଦ୍ରାପଡା: ଜିଲ୍ଲାର ଜଣେ ବ୍ଲକ ଅଧ୍ୟକ୍ଷଙ୍କୁ ଶୃଙ୍ଖଳାଗତ କାରଣ ଦର୍ଶାଇ ନିଲମ୍ବିତ କରିଛି ବିଜୁ ଜନତା ଦଳ। କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା ଶୁକ୍ରବାର ଏକ ସରକାରୀ ଚିଠିରେ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗରଦପୁର ବ୍ଲକ ସଭାପତି…

ଗାଡି ଭିତରୁ ଜବତ ହେଲା ଗୋରୁ ମାଂସ, ୪ ଅଟକ

ମୟୂରଭଞ୍ଜ : ମୟୂରଭଞ୍ଜ ଝାରପୋଖରିଆ ଥାନା ସାରସକଣାରେ ଗୋ ମାଂସ ଜବତ । ଘଟଣାରେ ୪ ଜଣକୁ ଅଟକ ରଖିଛି ପୋଲିସ । ୨ ଜଣ ଗୋ ମାଂସ ଚାଲାଣକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ଗତକାଲି ରାତି ପ୍ରାୟ ୧୧ ଟା ବେଳେ ସାରସକଣା ମାଉସୀ ବାଡ଼ି ନିକଟରେ ଏକ ଅଟୋରେ…

ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ…

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ ବିକାଶ ନିମନ୍ତେ ଏହି କେନ୍ଦ୍ର ରାଜ୍ୟ ସରକାରଙ୍କ ଓଡିଆ…

ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ନିମାପଡ଼ା OSWCର ଗୋଦାମ ଅଧିକ୍ଷକ ଦେବୀପ୍ରସାଦ ମହାନ୍ତି । ଟଙ୍କା ବ୍ୟାଗ୍ ଧରି ବସ୍ ପାଇଁ ଅପେକ୍ଷା କରିଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ୍ । ଦେବୀପ୍ରସାଦଙ୍କ ଠାରୁ ନଗଦ ୨ଲକ୍ଷ ୧୪ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ । ଧରାପଡିବା ପରେ ଆୟ…

ଅରୁଣ, ଅତନୁଙ୍କ ଉପରେ ବର୍ଷିଲେ ସୌମ୍ୟ

ଭୁବନେଶ୍ୱର: ୫ଟି ସଚିବଙ୍କ ବିରୋଧରେ ସମ୍ପାଦକୀୟରେ ମୁହଁ ଖାଲିବା ପରେ ଦଳ ଭିତରେ ଟାର୍ଗେଟରେ ଅଛନ୍ତି ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ ।  ଜଣକ ପରେ ଜଣେ ନେତା, ବିଧାୟକ, ମନ୍ତ୍ରୀ ସୌମ୍ୟଙ୍କୁ ଜବାବ ମାଗିବା ପରେ ପ୍ରତିଜବାବ ରଖିଛନ୍ତି ଖଣ୍ଡପଡା ବିଧାୟକ ସୌମ୍ୟ ପଟ୍ଟନାୟକ…

ଭିଜିଲାନ୍ସ ଜାଲରେ ଖଡିଆଳ ବ୍ଲକ୍ ସୁନାରୀସିକୁଆଁ ଜିଆରଏସ…

ନୂଆପଡା: ଭିଜିଲାନ୍ସ ଜାଲରେ ଖଡିଆଳ ବ୍ଲକ୍ ସୁନାରୀସିକୁଆଁ ଜିଆରଏସ l ଜମି ମରାମତି ବିଲ ପାଇଁ ହିତାଧିକାରୀଙ୍କଠାରୁ ଲାଞ୍ଚ ନେବାବେଳେ ମାଡିବସିଲା କୋରାପୁଟ ଭିଜିଲାନ୍ସ ଟିମ୍ । ଜିଆରଏସଙ୍କ ସହ ତାଙ୍କ ସାଙ୍ଗରେ ଥିବା ପିଅନକୁ ବି ଅଟକ ରଖି ତଦନ୍ତ ଚଳାଇଛି ଭିଜିଲାନ୍ସ । ସୂଚନା ଅନୁସାରେ,…

ବ୍ଲାକମେଲ୍‌ କରୁଛନ୍ତି ସୌମ୍ୟ ବାବୁ; ଅତନୁ

ଭୁବନେଶ୍ୱର: ସୗମ୍ୟଙ୍କ ସମ୍ପାଦକୀୟ ବାଣ ଦଳୀୟ ନେତାଙ୍କ ମନରେ ଏବେ ପଶୁଛି । ତେଣୁ ୨୦ ଦିନ ପରେ ବିଜେଡି ବିଧାୟକ ସୌମ୍ୟଙ୍କୁ ଘେରିଛନ୍ତି  ନେତା, ମନ୍ତ୍ରୀ । ଦଳ ଭିତରୁ  ଆରମ୍ଭ ହୋଇଛି ଘନ ଘନ ଆଟାକ ।    ପ୍ରଥମେ ଅନୁଭବ ପଟ୍ଟନାୟକ, ତା ପରେ ଅରୁଣ ଆଉ ଅତନୁ। ପ୍ରଥମେ ବିଜେଡି ନେତା…

ଡିଲ୍ ବେଳେ ମାଡି ବସିଲା ଏସଟିଏଫ୍, ବଜ୍ରକାପ୍ତା ଉଦ୍ଧାର, ୨ ଗିରଫ…

ଜୟପୁର: ଏସଟିଏଫ୍ ଜାଲରେ ଦୁଇ ବନ୍ୟଜନ୍ତୁ ଚୋରା ଚାଲାଣକରୀ । କୋରାପୁଟ ଜିଲ୍ଲା ପୋଲିସ ଓ ଜୟପୁର ବନବିଭାଗ ସହାୟତରେ ଏସଟିଏଫ୍ ଜୟପୁର-ବୈପାରିଗୁଡା ବାଇପାସ ରୋଡରେ ଚଢାଉ କରି ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଉଦ୍ଧାର କରିଛି । ରାସ୍ତା କଡରେ ଡିଲ ଚାଲିଥିବା ବେଳେ ଏସଟିଏଫ୍ ଏବଂ ବନ ବିଭାଗ…

ନିଲମ୍ବନ ପରେ ମୁହଁ ଖୋଲିଲେ ମନ୍ମଥ; କହିଲେ, ‘ଭଲ ହେଲା

ଭୁବନେଶ୍ୱର: କଂଗ୍ରେସରୁ ନିଲମ୍ବିତ ହେଲା ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । କହିଲେ, ‘ଦଳରୁ ବାହାର କରି କରି ଭଲ କଲେ । ମତେ ଆଗକୁ ଯିବା ପାଇଁ ରାସ୍ତା ଦେଖାଇ ଦେଲେ ।’ ଦଳରେ ଥାଇ ଦଳ ବିରୋଧୀ ମନ୍ତବ୍ୟ ଦେବା ପରେ ଜଟଣୀ ବିଧାୟକ…