Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନନ୍ଦୋତ୍ସବ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି…
ପୁରୀ : ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ନନ୍ଦୋତ୍ସବ ନୀତି । ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତ ମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ…
ଆଜି ଇ-ବସ ଓ ଇ-ରିକ୍ସାରେ ମାଗଣା ଯିବେ ଯାତ୍ରୀ
ଭୁବନେଶ୍ୱର:ଆଜି ମାମଣା ଯାତ୍ରା । ମୋ ଇ ବସ ହେଉ ବା ଇ ରିକ୍ସା ହେଉ, ଯେଉଁଥିରେ ଯିବେ ମାଗଣାରେ ଯିବେ । କେଉଁଠି ଦେବାକୁ ପଡିବନି ଫିସ । ଏନେଇ ଆଜି ଭୁବନେଶ୍ୱର ମହାନଗର ନିଗମ ଏବଂ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ଏପରି ଘୋଷଣା କରାଯାଇଛି ।
ବିଏମସି ମେୟର…
୪ ଜଣଙ୍କୁ ଉଠାଇନେଲା ଛତିଶଗଡ଼ ପୁଲିସ
ତେଲକୋଇ: କେନ୍ଦ୍ରାପଡ଼ା ଅଞ୍ଚଳର ଚାରିଜଣ ଯୁବକ ଛତିଶଗଡ଼ର ଲୋକଙ୍କଠାରୁ ପ୍ରାୟ ୫୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ବ ଠକେଇ କରି ଓଡ଼ିଶା ଚାଲି ଆସିଥିଲେ। ଛତିଶଗଡ଼ ପୁଲିସ ମୋବାଇଲ ଟ୍ରାକିଂ କରି ସେମାନଙ୍କ ପିଛା କରୁଥିଲା। ସମ୍ପୃକ୍ତ ଯୁବକମାନେ ପ୍ରଥମେ କେନ୍ଦ୍ରାପଡ଼ା, ପୁରୀ, ଭୁବନେଶ୍ୱର ଓ ଯାଜପୁର…
ପଦ୍ମକେଶରପୁର ଗୋଷ୍ଠୀ ସଂଘର୍ଷ ଘଟଣାରେ ୩୦ ଗିରଫ
ଭୁବନେଶ୍ୱର : ପଟିଆ ସ୍ଥିତ ପଦ୍ମକେଶରପୁର ଗାଁରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ଉଭୟ ପକ୍ଷରୁ ୩୦ରୁ ଅଧିକ ଲୋକଙ୍କୁ ଗିରଫ କରିଛି ମଞ୍ଚେଶ୍ୱର ଥାନା ପୁଲିସ। ଗତକାଲି ବିଳମ୍ବିତ ରାତିରେ ଚଢ଼ାଉ କରାଯାଇ ଗିରଫ କରାଯାଇଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆଗକୁ ଆହୁରି ଗିରଫଦାରୀ ସଂଖ୍ୟା ବଢ଼ିବ…
୪ ଗିରଫ , ୩୫ଟି ମୋବାଇଲ ଜବତ…
ରାୟଗଡା :ରାୟଗଡା ପୋଲିସକୁ ବଡ ସଫଳତା । ମୋବାଇଲ ଦୋକାନରୁ ଦାମୀ ମୋବାଇଲ ଚୋରି କରିଥିବା ଘଟଣାରେ ପୋଲିସ ହାତରେ ଧରା ପଡିଛନ୍ତି ୪ ଜଣ ନାବାଳକ | ସେମାନଙ୍କ ଠାରୁ ପୋଲିସ ୩୫ଟି ମୋବାଇଲ ଜବତ କରିଛି । ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାୟଗଡା ଡ଼ିଏସପି ପ୍ରତାପ…
ବାଲୁକା କଳା ମାଧ୍ୟମରେ ଜୋ ବାଇଡେନ୍ ଙ୍କୁ ସ୍ବାଗତ କଲେ ସୁଦର୍ଶନ ପଟ୍ଟନାୟକ…
ପୁରୀ: ଆଜି ଭାରତ ଗସ୍ତରେ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ୪ ଦିନିଆ ଗସ୍ତରେ ଆସୁଥିବା ବାଇଡେନ ଭାରତରେ ହେବାକୁ ଥିବା ଜି-୨୦ ସମ୍ମିଳନୀରେ ଯୋଗଦେବେ । ଜୋ ବାଇଡେନଙ୍କ ଗସ୍ତ ନେଇ ପୁରୀ ବେଳାଭୂମିରେ ଏକ ଆକଷର୍ଣୀୟ ବାଲୁକାକୃତି ତିଆରି କରିଛନ୍ତି ବାଲୁକାଶିଳ୍ପୀ…
ରାସ୍ତା ଉପରେ ଜଳିଗଲା ବିଏମସି ସଫେଇ ଗାଡି, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର…
ଭୁବନେଶ୍ବର: ରାସ୍ତା ଉପରେ ହୁତ ହୁତ ହୋଇ ଜଳିଗଲା ବିଏମସି ଗାଡି । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ । ରାସ୍ତା ସଫା କରୁଥିବାବେଳେ ହଠାତ୍ ସଫେଇ ଗାଡିରେ ନିଆଁ ଲାଗି ଯାଇଥିଲା । ଗାଡିରେ ନିଆଁ ଲାଗି ଯାଇଥିବା ଦେଖି ଡ୍ରାଇଭର ଜଣ ତୁରନ୍ତ ଗାଡିରୁ…
ପରଲୋକରେ ଶ୍ରୀମନ୍ଦିରର ପୂର୍ବତନ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ର…
ଭୁବନେଶ୍ୱର: ପବିତ୍ର ଜନ୍ମାଷ୍ଟମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନ୍ୟତମ ପରମ ଭକ୍ତ ଓ ଜଗନ୍ନାଥ ସଂସ୍କୃତିର ବିଶିଷ୍ଟ ଗବେଷକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ତାଙ୍କର…
ମିଲେଟ୍ ଖାଦ୍ୟ ସଂସ୍କୃତିର ପୁନରୁଦ୍ଧାର ଓ ଚାଷକୁ ପ୍ରୋତ୍ସାହନ
ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଆଗାମୀ ନଭେମ୍ବର ୯ ଓ ୧୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀ। ଏହି ମିଲେଟ୍ ସମ୍ମିଳନୀକୁ ସଫଳତାର ସହ ଆୟୋଜନ ନିମନ୍ତେ ରାଜ୍ୟସ୍ତରୀୟ ପରିଚାଳନା କମିଟି ବୈଠକ ମୁଖ୍ୟ ଶାସନ ସଚିବ…
ଫୁଲବାଣୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ…
ଫୁଲବାଣୀ: ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ଜନ୍ମାଷ୍ଟମୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ ଆଚାର୍ଯ୍ୟ ରାଜେନ୍ଦ୍ର ପାଢ଼ୀ ଅତିଥି ପରିଚୟ ପ୍ରଦାନ କରିଥିଲେ ।ସହ-ପ୍ରଧାନ ଆଚାର୍ଯ୍ୟା ବୈଜୟନ୍ତୀ ସାମନ୍ତରାୟଙ୍କ ସଂଯୋଜନାରେ ଏହି ପୂଜନ!-->!-->!-->…