Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସାଇବର ଠକେଇ ରୋକିବା ପାଇଁ “୧୯୩୦” ହେଲ୍ପଲାଇନ ନମ୍ବର ଜାରି କଲେ ଡିଜିପି…
ଭୁବନେଶ୍ୱର: ମାତିଛନ୍ତି ସାଇବର ଲୁଟେରା । ଏହି ଅଦୃଶ୍ୟ ଲୁଟେରାଙ୍କ ପାଇଁ ଲୋକେ ତ୍ରାହି ତ୍ରାହି ଡାକିଲେଣି। ସଇବାର ଅପରାଧର ଶୀକାର ହୋଇ ଲୋକେ ଅଭିଯୋଗ କରିବାକୁ ଗଲେ ସହଯୋଗ ମିଳୁନି । ଏହାକୁ ନଜରରେ ରଖି କ୍ରାଇମବ୍ରାଞ୍ଚ ପକ୍ଷରୁ ସାଇବର ହେଲ୍ପଲାଇନ କଲସେଣ୍ଟର…
ତଦନ୍ତ କମିସନର ରିପୋର୍ଟକୁ ରାଜ୍ୟ ସରକାର କାହିଁକି ସାର୍ବଜନୀନ କରୁ ନାହାନ୍ତି? – ବିଜେପି
ଭୁବନେଶ୍ବର: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡକୁ ନେଇ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛି। ବସିଥିବା ତଦନ୍ତ କମିସନର ରିପୋର୍ଟକୁ ରାଜ୍ୟ ସରକାର କାହିଁକି ସାର୍ବଜନୀନ କରୁ ନାହାନ୍ତି ବୋଲି କହିଛି। ଏହି ରିପୋର୍ଟକୁ ସରକାର ବିଧାନସଭାରେ କାହିଁକି ଉପସ୍ଥାପନ କରୁନାହାନ୍ତି ?…
ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ମାମଲା : ୩ ଅଭିଯୁକ୍ତ ଗିରଫ…
ରାଉରକେଲା : ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ପଡିଲା ମହଙ୍ଗା । ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏମାନେ ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ଟ୍ରକ ଡ୍ରାଇଭରଙ୍କ ଠାରୁ ବଟି ଆଦାୟ କରୁଥିବା ଅଭିଯୋଗ ରହିଛି । ଝାଡ଼ଖଣ୍ଡର ଠେଠେଇଟାଙ୍ଗର ପୁଲିସ…
ଭାରସାମ୍ୟ ହରାଇ ଜାତୀୟ ରାଜପଥ ତଳକୁ ଖସିଲା ବସ
ବେତନଟୀ : ଭାରସାମ୍ୟ ହରାଇ ଜାତୀୟ ରାଜପଥ ତଳକୁ ଖସିଲା ବସ। ଏହି ଦୁର୍ଘଟଣାରେ ୧୦ରୁ ଅଧିକ ସାମାନ୍ୟ ଆହତ ହୋଇଥିବା ବେଳେ ଅଳ୍ପକେ ବର୍ତ୍ତିଲେ ଏକାଧିକ ଯାତ୍ରୀ। ସମସ୍ତଙ୍କୁ ପାଖ କେସିପୁର ଡାକ୍ତରଖାନାରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା କରାଯାଇଛି।
ବେତନଟୀ ଥାନା ଅଧୀନ କେସିପୁର…
ଅମର୍ଦ୍ଦା ଏୟାର୍ଷ୍ଟ୍ରିପ୍ରୁ ଉଡ଼ିବ ବିମାନ, ପୁନରୁଦ୍ଧାର ପାଇଁ କେନ୍ଦ୍ର ଦେଲା ୪୫ କୋଟି…
ବାରିପଦା: ରାସଗୋବିନ୍ଦପୁର ବ୍ଲକ୍ ଅମର୍ଦା ଏୟାରଷ୍ଟ୍ରିପ୍ ପାଇଁ ଫିଟିଲା ବାଟ। ଏହାର ପୁନରୁଦ୍ଧାର କାର୍ଯ୍ୟ ପାଇଁ କେନ୍ଦ୍ର ସରକାର ପ୍ରାଥମିକ ପର୍ଯ୍ୟାୟରେ ୪୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ କେନ୍ଦ୍ର…
ସିସି ଟିଭିରେ ବ୍ଲାକ ଜ୍ୟାକେଟ ପିନ୍ଧା ଛିନତାଇ ଗ୍ୟାଙ୍ଗ : ୪ ଅଭିଯୁକ୍ତ ଗିରଫ…
ଭୁବନେଶ୍ୱର : ସାମ୍ନାକୁ ଆସିଲା ସୁନା ଚେନ ଲୁଟ ବେଳର ସିସି ଟିଭି ଭିଡିଓ । କଳା ଜ୍ୟାକେଟ ପିନ୍ଧି ସ୍ପିଡି ବାଇକରେ ଆସି ସୁନା ଚେନ ଲୁଟି ନେଉଛନ୍ତି । ଏମାନେ ମୁଖ୍ୟତଃ ମହିଳା ମାନଙ୍କୁ ଟାର୍ଗେଟ କରି ଏଭଳି ଲୁଟପାଟ୍ କରୁଛନ୍ତି । ନମ୍ବର ପ୍ଲେଟ ଟାମ୍ପରିଙ୍ଗ…
ଆଜି ପବିତ୍ର ଜନାଷ୍ଟମୀ, ଅର୍ଦ୍ଧରାତ୍ରିର ଅମୃତ ବେଳାରେ ଜନ୍ମ ନେବେ ଶ୍ରୀକୃଷ୍ଣ
ଭୁବନେଶ୍ୱର: ଆଜି ପବିତ୍ର ଜନାଷ୍ଟମୀ । ଆଜି ଅର୍ଦ୍ଧରାତ୍ରିର ଅମୃତ ବେଳାରେ ଜନ୍ମ ନେବେ ଶ୍ରୀ କୃଷ୍ଣ । କିମ୍ବଦନ୍ତୀ ଅନୁସାରେ, ଭାଦ୍ରବ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପ୍ରଭୁ ଶ୍ରୀକୃଷ୍ଣ, ଦେବକୀ ଓ ବସୁଦେବଙ୍କ ପୁତ୍ର ଭାବେ ମଥୁରାରେ ଜନ୍ମ ଗ୍ରହଣ କରିଥିଲେ ।…
ନଦୀ ପଠାରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଠାବ: ହତ୍ୟା ସନ୍ଦେହ…
ବରଗଡ଼ : ବରଗଡ ଜିଲ୍ଲା ଭଟଲି ଥାନା ଅଞ୍ଚଳରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଭଡ଼ିଗାଁ ଜୀରା ବ୍ରିଜ୍ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି । ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ । ବ୍ରିଜ ଉପରୁ ଏକ ଧାରୁଆ ଅସ୍ତ୍ର…
ପାରାଦୀପ ବନ୍ଦର ଅଧୀକ୍ଷଣ ଯନ୍ତ୍ରୀ ପ୍ରମୋଦ ବିନ୍ଧାଣି ବହିଷ୍କୃତ
ପାରାଦୀପ: ଜାଲ୍ ଜାତିଗତ ପ୍ରମାଣପତ୍ର ଦେଇ ଚାକିରି ପାଇଥିବା ଅଭିଯୋଗରେ ପାରାଦୀପ ବନ୍ଦର ଅଧୀକ୍ଷଣ ଯନ୍ତ୍ରୀ ପ୍ରମୋଦ କୁମାର ବିନ୍ଧାଣିଙ୍କୁ ଚାକିରିରୁ ବରଖାସ୍ତ କରାଯାଇଛି। ଷ୍ଟେଟ ଲେଭେଲ ସ୍କୃଟିନି କମିଟି ନିର୍ଦ୍ଦେଶରେ ତାଙ୍କୁ ବରଖାସ୍ତ କରିଛନ୍ତି ପାରାଦୀପ…
ଅର୍ଦ୍ଧ ନିର୍ମିତ ପାଣି ଟାଙ୍କିରୁ ମୃତ ଦେହ ଉଦ୍ଧାର…
ଭୁବନେଶ୍ବର: ନନ୍ଦନକାନନ ଥାନା ଅଧୀନସ୍ଥ ରଘୁନାଥପୁର ପଞ୍ଚାୟତର ଏକ ଅର୍ଦ୍ଧ ନିର୍ମିତ ପାଣି ଟାଙ୍କିରୁ ଏକ ମୃତ ଦେହକୁ ଉଦ୍ଧାର କରିଛି ପୋଲିସ। ମୃତକ ଜଣଙ୍କ କେଉଁଝର ଜିଲ୍ଲା ଘଷିପୁରା ଥାନା ଅଞ୍ଚଳର ବୋଲି ପୋଲିସ ସୂଚନା ଦେଇଛି। ମୃତକଙ୍କ ସମ୍ପର୍କୀୟଙ୍କ କହିବା…