Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲା, ଶରତ ନାୟକଙ୍କୁ ଜାମିନ୍…
କଟକ: କଟକ ଜିଲ୍ଲା ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେ ନିଲମ୍ବିତ ବିଜେଡି ନେତା ତଥା ମାହାଙ୍ଗାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଶରତ ନାୟକଙ୍କୁ ହାଇକୋର୍ଟରୁ ମିଳିଛି ଜାମିନ୍। ଏହି ମାମଲାକୁ ରଫାଦଫା କରିବା ନେଇ ଶରତ ନାୟକଙ୍କର ଏକ ଅଡିଓ ଭାଇରାଲ ହେବା ପରେ…
ଆଇଓସିଏଲ ଗେଟ୍ ନିକଟରେ ବୋମା ଗୁଜବ, ସୁଟ୍କେସରେ ଅଛି ରେଡିଓଗ୍ରାଫି ଟେଷ୍ଟିଂ ସମାଗ୍ରୀ
ପାରାଦୀପ: ଆଇଓସିଏଲ୍ ଫାଟକ ଆଗରେ ଏକ ସୁଟ୍କେସରେ ବୋମା ଥିବା ନେଇ ସନ୍ଦେହ। ଆଜି ସକାଳୁ ଏହି ସୁଟ୍କେସକୁ କେହି ଜଣେ ଥୋଇ ଚାଲିଯାଇଥିବା ବେଳେ ଏଥିରେ ବୋମା ଥିବା ଗୁଜବ ଚାରିଆଡ଼େ ଖେଳିଯାଇଛି। ସ୍ଥାନୀୟ ଅଭୟଚାନ୍ଦପୁର ପୋଲିସ ଓ ସିଆଇଏସଏଫ ଏବଂ ଡଗ୍ ସ୍କା୍ର୍ଡ…
ବାଙ୍କୀରେ ଅଭାବନୀୟ ଘଟଣା, ଅବସରପ୍ରାପ୍ତ ଯବାନଙ୍କ ମାଡ଼ରେ ମହିଳା ଥାନା ଅଧିକାରୀ ଗୁରୁତର
ଅବସରପ୍ରାପ୍ତ ଯବାନଙ୍କ ମାଡ଼ରେ ମହିଳା ଥାନା ଅଧିକାରୀ ଗୁରୁତର। ବାଙ୍କୀ ଥାନା ସିମିଳିପୁରରେ ଅଭାବନୀୟ ଘଟଣା। ଉନ୍ମତ୍ତ ଅବସରପ୍ରାପ୍ତ ଯବାନଙ୍କୁ ଧରିବାକୁ ଯାଇ ପୋଲିସ ହଟହଟା। ଗତଶୁକ୍ରବାର ବାଙ୍କୀ କଚେରୀ ଛକରେ ଆତଙ୍କ ସୃଷ୍ଟି କରିଥିବା ହରିରାଜପୁର ଗାଁର ସରୋଜ…
ଜାଲ ନୋଟ ଜବତ ଘଟଣା: ଅଭିଯୁକ୍ତଙ୍କ ଘରେ ଏସଟିଏଫ ଟିମ…
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟିଖାଇ ନୂଆବସ୍ତିରୁ ଜାଲ ନୋଟ ଜବତ ଘଟଣା । ଅଭିଯୁକ୍ତଙ୍କ ଘରେ ଆଜି ପୁଣି ପହଞ୍ଚିଛି କ୍ରାଇମ ବ୍ରାଞ୍ଚର ଏସଟିଏଫ ଟିମ । ଟିମ ଅଭିଯୁକ୍ତଙ୍କ ଘରେ ବିଭିନ୍ନ କାଗଜ ପତ୍ର ଯାଞ୍ଚ କରିଥିବା…
ଜି-୨୦ ଶିଖର ସମ୍ମିଳନୀ ପୂର୍ବରୁ ଚୀନ-ପାକିସ୍ତାନ ସୀମାରେ ଭାରତୀୟ ବାୟୁସେନାର ଯୁଦ୍ଧାଭ୍ୟାସ ଆରମ୍ଭ…
ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ଉତ୍ତର ଏବଂ ପଶ୍ଚିମ ସେକ୍ଟରରେ ଚୀନ୍-ପାକିସ୍ତାନ ସାମ୍ନାରେ ଏକ ପ୍ରମୁଖ ଯୁଦ୍ଧାଭ୍ୟାସ ‘ତ୍ରିଶୁଳ’ ଆରମ୍ଭ କରିଛି। ଯେଉଁଥିରେ ଯୁଦ୍ଧ ବିମାନ ଏବଂ ଭୂପୃଷ୍ଠରୁ ଆକାଶମାର୍ଗକୁ ଅସ୍ତ୍ରଶସ୍ତ୍ର ନିୟୋଜିତ କରିବା ଭଳି ପ୍ରଣାଳୀ…
ପୋଲିସ-ମାଓବାଦୀ ଗୁଳି ବିନିମୟ: ୨ ମାଓବାଦୀ ମୃତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲାରେ ମାଓବାଦୀ ଓ ପୋଲିସ ମଧ୍ୟରେ ବଡ ଧରଣର ଗୁଳିବିନିମୟ ହୋଇଛି । ପୋଲିସର ଏନକାଉଣ୍ଟରରେ ଦୁଇ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଆହୁରି ଅନେକ ମାଓବାଦୀ ଆହତ ହୋଇଥିବା ଅନୁମାନ…
ଦୀର୍ଘ ୪ ଘଣ୍ଟାର ପରିଶ୍ରମ ପରେ ୬୦ ଫୁଟ୍ ତଳୁ ଉଦ୍ଧାର ହେଲା ସ୍ୱରାଜ
ଆଠମଲ୍ଲିକ: ଆଠମଲ୍ଲିକ ବ୍ଲକ କଳା ମାଟି ଗାଁରେ ଘଟିଥିଲା ଅଘଟଣ । ୬୦ ଫୁଟ ତଳେ ଫଶି ରହିଥିଲା ନାବାଳକ । କେନାଲର ପାଣି ଦେଖିବାକୁ ଆସି ଭୁଲରେ ସାଇଫନ ଭିତରେ ଖସିପଡିଥିଲା ନାବାଳକଟି । ତୁରନ୍ତ ଖବର ମିଳିବା ପରେ…
ସାତକୋଶିଆ ଅଭୟାରଣ୍ୟରୁ ୨ ହାତୀର ମୃତଦେହ ଉଦ୍ଧାର
ଅନୁଗୁଳ: ସାତକୋଶିଆ ବନ୍ୟପ୍ରାଣୀ ଅଭୟାରଣ୍ୟରୁ ୨ଟି ହାତୀର ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ସାତକୋଶିଆ ଅଭୟାରଣ୍ୟର ଜଗନ୍ନାଥପୁର ଗାଁ ନିକଟ ଜଙ୍ଗଲରେ ହାତୀ ଦୁଇଟିର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର:ଉତ୍ତରପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏ ନେଇ ମଙ୍ଗଳବାର ସୂଚନା ଦେଇଛି ଭାରତୀୟ…
ସଂଧ୍ୟାରେ ଭୁବନେଶ୍ବର ଓ କଟକ ମଧ୍ୟକୁ ଟ୍ରକ ମନା
କଟକ/ ଭୁବନେଶ୍ବର: ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରର ଟ୍ରାଫିକ ସମସ୍ୟା ବଢ଼ିବାରେ ଲାଗିଛି । ବିଶେଷ କରି ସନ୍ଧ୍ୟା ସମୟରେ ରାଜଧାନୀର ବିଭିନ୍ନ ଟ୍ରାଫିକ ପୋଷ୍ଟରେ ନାହିଁ ନଥିବା ଭିଡ଼ ଦେଖିବାକୁ ମିଳୁଛି । ତେଣୁ…