Browsing Category

ଓଡିଶା

୨ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର:ଉତ୍ତର ପଶ୍ଚିମ ଏବଂ ତତସଂଲଗ୍ନ ପଶ୍ଚମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ  ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଏହାର…

ବୀମା ଯୋଜନାରେ ସାମିଲ ହେବେ ସାପ ଧରାଳି

ଭୁବନେଶ୍ୱର: ସାପ ଧରାଳିଙ୍କ ପାଇଁ ଖୁସି ଖବର । ସାପ ଧରାଳିଙ୍କ ପାଇଁ ହେବ ବୀମା  । ବୀମା  ପ୍ରିମିୟମ ଭରିବ ଜଙ୍ଗଲ ଓ ପରିବେଶ ବିଭାଗ । ଏ ନେଇ ଘୋଷଣଶ କରିଛନ୍ତି ରାଜସ୍ୱ ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।…

ଛିନତାଇ ଗ୍ୟାଙ୍ଗର ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ଵର: କମିଶନରେଟ୍ ପୋଲିସ କବଜାରେ ଛିନତାଇ ଗ୍ୟାଙ୍ଗ । ୪ଜଣଙ୍କୁ ବାନ୍ଧିଲା କମିଶନରେଟ ପୋଲିସ । ସେମାନଙ୍କ ନିକଟରୁ ୩୦ଟି ସୁନା ଚେନ, ୩ଟି ବାଇକ ଜବତ କରିଛି କମିଶନରେଟ ପୋଲିସ । ଏନେଇ ସୂଚନା ଦେଇଛନ୍ତି…

ଫାଶୀ ଲଗାଇ ବି.ଟେକ ଛାତ୍ରଙ୍କ ଆତ୍ମହତ୍ୟା

ରାଉରକେଲା: ଏନଆଇଟି-ରାଉରକେଲା ଦ୍ୱିତୀୟ ବର୍ଷର ବି.ଟେକ୍ ଛାତ୍ର ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ସୋମବାର ଏମ୍ଏସ୍ ସ୍ୱାମୀନାଥନ୍ ହଲ୍ ଅଫ୍ ରେସିଡେନ୍ସରେ ଥିବା ହଷ୍ଟେଲ ରୁମରୁ ଛାତ୍ରଙ୍କର ଝୁଲନ୍ତା ମୃତଦେହ…

ବାଲେଶ୍ଵର FM ମେଡିକାଲରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ

ବାଲେଶ୍ଵର: ବାଲେଶ୍ଵର FM ମେଡିକାଲ କଲେଜ ଓ ହସ୍ପିଟାଲରେ ଅଗ୍ନିକାଣ୍ଡ । AC ସର୍ଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡ କାରଣରୁ କାହାର କିଛି କ୍ଷୟକ୍ଷତି ହୋଇନଥିବା ବେଳେ ବର୍ତ୍ତମାନ…

ବସକୁ ଅଟକାଇ କାଚ ଭାଙ୍ଗିଲା ହାତୀ, ଆତଙ୍କିତ ହୋଇ ଦୌଡ଼ିଲେ ଲୋକେ

ରାୟଗଡ଼ା: ରାସ୍ତା ଉପରେ ବସକୁ ଅଟକାଇଲା ଆଉ ଶୁଣ୍ଢରେ କାଚ ଭାଙ୍ଗିଲା ଦନ୍ତା ହାତୀ। ପୁଣି ବସ୍‌କୁ ଠେଲିବାକୁ ଲାଗିଲା । ତେବେ ବସ୍‌ ଡ୍ରାଇଭରର ଉପସ୍ଥିତି ବୁଦ୍ଧି ଯୋଗୁଁ ବସ୍‌ ଯାତ୍ରୀମାନେ ରକ୍ଷା ପାଇଗଲେ ।…

କଂଗ୍ରେସରେ ମିଶିଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ । ହକି ଷ୍ଟିକ ଛାଡି ହାତ ଧରିଲେ । କଂଗ୍ରେସ ଭବନରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଆନୁଷ୍ଠିକ ଭାବେ ଦଳରେ ସାମିଲ…

ରକ୍ତ ଅଦଳବଦଳ ଘଟଣାରେ କାର୍ଯ୍ୟାନୁଷ୍ଠାନ, ୪ କର୍ମଚାରୀ ନିଲମ୍ବିତ

କଟକ: କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇଛି  । ଏହି ଘଟଣାର ତଦନ୍ତ ଦାୟିତ୍ବରେ ଥିବା  ୪ଜଣ ଟେକ୍ନିସିଆନକୁ ନିଲମ୍ବିତ କରିଛନ୍ତି ରେଡକ୍ରସ…

ଆମ୍ବୁଲାନ୍ସ ନ ଆସିପାରିବାରୁ ଟ୍ରଲିରେ ପ୍ରସବ କଲେ ମହିଳା

ନୀଳଗିରି : ଥମୁନି ଜନନୀ ଯନ୍ତ୍ରଣା  । ଗାଁକୁ ଆମ୍ବୁଲାନ୍ସ ନଆସିପାରିବାରୁ ଟ୍ରଲିରେ ପ୍ରସବ କଲେ ମହିଳା  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ନୀଳଗିରି ସହରରେ  । ନୀଳଗିରି ବ୍ଲକ…

ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ

ଭୁବନେଶ୍ବର: ମଝି ଆକାଶରେ ବିମାନରେ ଆତଙ୍କ । ଭୁବନେଶ୍ୱରରୁ ଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେବାର ଅଧା ରାସ୍ତାରୁ ଫେରି ଆସିଛି । ଉଡାଣର ୨୫ ମିନିଟ ପରେ ବିମାନରେ…