Browsing Category

ଓଡିଶା

‘କୁଚକ୍ରୀ ଗୋଷ୍ଠୀ’ଙ୍କ ଉପରେ ବର୍ଷିଲେ ପରିବହନ ମନ୍ତ୍ରୀ ଟୁକୁନି ସାହୁ…

ଭୁବନେଶ୍ୱର: ଫାଇବ-ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ବିରୋଧୀ ଦଳ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। କିଏ ସରକାରଙ୍କୁ ଟାର୍ଟେଗ କରୁଛି ତ କିଏ ପାଣ୍ଡିଆନଙ୍କ ରାଜ୍ୟ ଭ୍ରମଣ ନେଇ ପ୍ରଶ୍ନ ଉଠାଉଛି। ନିକଟରେ ୫ଟି ସଚିବ ଭିକେ…

ଖୁଦୁରକୁଣୀ ଓଷା ପାଇଁ ନଦୀରେ ବୁଡ ପକାଇବା ବେଳେ ବୁଡି ଗଲେ ନାବାଳିକା

ଅଠରବାଙ୍କି ମତ୍ସ୍ୟଡିହା ନଦୀରେ ଅଘଟଣ। ଗାଧୋଇବା ବେଳେ ବୁଡି ଗଲେ ନାବାଳିକା। ଖୁଦୁରକୁଣୀ ଓଷା ପାଇଁ ଆଜି ସକାଳୁ ଅଠରବାଙ୍କି ନିକଟସ୍ଥ କଂସାରିପାଟିଆରେ ବାଲୁକା ପୂଜା କରିବା ପାଇଁ ସ୍ଥାନୀୟ ମହିଳା ଓ କିଛି ଝିଅ ଯାଇଥିଲେ ।ବାଲୁଙ୍କା ପୂଜା କରିବା ପାଇଁ ନଦୀରେ…

ଦୁର୍ଗାପୂଜା ପାଇଁ ଜବରଦସ୍ତ ଚାନ୍ଦା ଆଦାୟ କରି ପାରିବେ ନାହିଁ…

କଟକ: ଦୈତ ନଗରୀରେ ଦୁର୍ଗାପୂଜା ପାଇଁ କରି ପାରିବେ ନାହିଁ ଜବରଦସ୍ତ ଚାନ୍ଦା ଆଦାୟ।ଜବରଦସ୍ତ ଚାନ୍ଦା ଆଦାୟ କଲେ ବାନ୍ଧିବ କମିଶନରେଟ ପୋଲିସ। ଗତ ବର୍ଷ ଭଳି ଏ ବର୍ଷ ମଧ୍ୟ ପୋଲିସର ଏ ନେଇ କଡା ଆଭିମୁଖ୍ୟ ରହିଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର ସୌମେନ୍ଦ୍ର…

ଓଡିଶାର ‘କପଡାଗୁନ୍ଦା’ ଶାଲ ଓ ‘ଇଡିତାଲ୍‌’ ଚିତ୍ରକୁ ମିଳିବ ଜିଆଇ ଟ୍ୟାଗ

ରାୟଗଡା : ଓଡିଶାର ସ୍ୱତନ୍ତ୍ର ସାତୋଟି ଉତ୍ପାଦ ସାମଗ୍ରୀକୁ ଜିଆଇ ଟ୍ୟାଗ ମାନ୍ୟତା ଦେବା ପାଇଁ  ନିଆଯାଇଥିବା ପଦକ୍ଷେପ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାୟଗଡା ଜିଲ୍ଲାର ଡଙ୍ଗରିଆ କନ୍ଧଙ୍କ ବାନ୍ଧ କଳା ‘କପଡାଗୁନ୍ଦା ’ ଶାଲ ଓ ଗୁଣପୁରର ଲାଂଜିଆ ସଉରାଙ୍କ କାନ୍ଥ ଚିତ୍ର ‘ଇଡିତାଲ୍‌’…

ସୁବର୍ଣ୍ଣପୁରରୁ ୪୧ ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ , ଜଣେ ଗିରଫ…

ଭୁବନେଶ୍ୱର: ଭଡା ଘରେ ଛପା ଯାଉଥିଲା ଜାଲ ନୋଟ୍  । ଧରିଲା ଏସଟିଏଫ୍  । ସୁବର୍ଣ୍ଣପୁରରୁ ଜବତ ହୋଇଛି ୪୧ ଲକ୍ଷ ଟଙ୍କାର ଜାଲ୍‌ ନୋଟ । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ଅଞ୍ଚଳରେ ଏସଟିଏଫ୍ ଚଢାଉ କରି ୪୧ ଲକ୍ଷ ୧୬ ହଜାର ଟଙ୍କା ୫୦୦ ଟଙ୍କିଆ ଜାଲ ନୋଟ୍ ଜବତ କରିଛି  । ଘଟଣାରେ…

ବଜ୍ରପାତ ନେଲା ୧୨ ଜୀବନ, ୧୪ ଆହତ: ଏସ୍‌ଆରସି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଶନିବାର ଦିନ ଅପରାହ୍‌ଣ ସମୟରେ ଘଡ଼ଘଡ଼ି ବର୍ଷା ସହିତ ବଜ୍ରପାତ ହେବାରୁ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ବଜ୍ରପାତରେ ୧୪ ଜଣ ଲୋକ ଆହତ ହୋଇଛି। ବଜ୍ରପାତରେ ୮ଟି ଗୋରୁଙ୍କ ମୃତ୍ୟୁ ହୋଇଥିଲା। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ରିଲିଫ କମିସନ…

କଟକ ଚୌଦ୍ବାରରେ ମମର୍ନ୍ତୁଦ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର…

ଚୌଦ୍ବାର : ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗୁଳି ଛକ ପେଟ୍ରୋଲ ପମ୍ପ ନିକଟରେ ଅଭାବନୀୟ ଘଟଣା ଘଟିଛି  । ଟ୍ରକ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଏବଂ ଦୁଇ ଜଣ ଗୁରୁତର ହୋଇଛନ୍ତି  । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ମୂତାବକ ଏକ…

୧୦ ବର୍ଷରେ ପଦାର୍ପଣ କଲା ‘ମାଧ୍ୟମ’ ମହିଳା ସହଯୋଗ କେନ୍ଦ୍ର

କମିଶନରେଟ୍ ପୋଲିସ୍ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଆଇ.ଏସ୍. ଡି. ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ‘ମାଧ୍ୟମ’ ମହିଳା ସହଯୋଗ କେନ୍ଦ୍ରକୁ ୯ ବର୍ଷ ପୂରି ୧୦ ବର୍ଷ ଚାଲିଲା । ଏହି କେନ୍ଦ୍ର ୨୦୧୪ ମସିହା ସେପ୍ଟେମ୍ବର ମାସ ୩ ତାରିଖରୁ ଡି.ସି.ପି. ଅଫିସ ଭୁବନେଶ୍ଵର ଓ କଟକ ମହିଳା ଥାନା

ପୂର୍ବତନ ବାଚସ୍ପତି ତଥା ବର୍ତ୍ତମାନର ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ବର// ବ୍ରହ୍ମପୁର : ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ୭୫ ବର୍ଷ ବୟସରେ ପରଲେକ ହୋଇଯାଇଛି। ଏକ ଘରୋଇ ଚିକିତ୍ସାଳୟରେ ଭର୍ତ୍ତି ଥିବା ବେଳେ ଆଜି ସନ୍ଧ୍ୟା ୭ଟା ୩୧ରେ ଦେହାନ୍ତ ହୋଇଥିବା ନେଇ ତାଙ୍କ ପରିବାର ଲୋକଙ୍କ ଠାରୁ ସୂଚନା ମିଳିଛି।