Browsing Category

ଓଡିଶା

ରାଜ୍ୟରେ ପୃଥକ ପୃଥକ ସ୍ଥାନରେ ବଜ୍ରପାତ, ୭ ମୃତ

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବଜ୍ରପାତରେ ୭ ମୃତ, ୩ ଆହତ । ଖୋର୍ଦ୍ଧା ବାଣପୁରରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ମୃତକ ଦୁଇ ଜଣ ଅରାଙ୍ଗ ଗ୍ରାମର ରଞ୍ଜତ ରଣସିଂହ ଏବଂ ଦାମିଆ ବରବରା ପଞ୍ଚାୟତ କଦମଝୋଲା ଗ୍ରାମର ଅମର ଶବର । ସେହିଭଳି

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ହୀରାକୁଦ ବିସ୍ଥାପିତଙ୍କୁ ଖୁବ ଶୀଘ୍ର ମିଳିବ ଜମି ପଟ୍ଟା

ଭୁବନେଶ୍ୱର:  ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ ତୁରନ୍ତ କରାଯିବ  ଏବଂ  ଲୋକଙ୍କୁ ପଟ୍ଟା ଦିଆଯିବ ବୋଲି  ନୀତିଗତ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ହୀରାକୁଦ ବନ୍ଧ ବିସ୍ଥାପିତଙ୍କୁ ସରକାର ଜମିପଟ୍ଟା ଦେବେ  । ଗଞ୍ଜାମ ସୋରଡା ବ୍ଲକ୍‌ର ୧୭ଟି ଗାଁର ଜମି ସମସ୍ୟାର ସମାଧାନ ହେବ

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଗିରଫ ୩ ରେଳ ଅଧିକାରୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ କଲା ସିବିଆଇ

ଭୁବନେଶ୍ବର/ବାଲେଶ୍ବର: ବହୁଚର୍ଚ୍ଚିତ ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ମାମଲାରେ ତଦନ୍ତକାରୀ ସଂସ୍ଥା ସେଣ୍ଟ୍ରାଲ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେସନ୍‌ (ସିବିଆଇ) ଗିରଫ ହୋଇଥିବା ୩ ଜଣ ରେଳ ଅଧିକାରୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି।  ସିବିଆଇ ୧୯୮୯ ରେଲୱେ ଆକ୍ଟ ୧୫୩

ସରକାରୀ କାମ ନୁହେଁ, ବାହାଘର ଭୋଜି ଖାଇବା ପାଇଁ ହେଲିକପ୍ଟରରେ ଉଡୁଛନ୍ତି ପାଣ୍ଡିଆନ- ବିଜେପି

ଭୁବନେଶ୍ୱର: ସରକାରୀ କାମ ନୁହେଁ, ପାରିବାରିକ ଆମୋଦ ପ୍ରମୋଦ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ହେଲିକପ୍ଟରରେ ଯାଉଛନ୍ତି । କେତେବେଳେ ବାହାଘର ଭୋଜି ଖାଇବା ପାଇଁ ତ କେତେବେଳେ ପାରିବାରିକ ଭୋଜିରେ ଯୋଗ ଦେବା ପାଇଁ ୫ଟି ସଚିବ ହେଲିକପ୍ଟର ବ୍ୟବହାର କରୁଛନ୍ତି । ସେ ସରକାରୀ ଅର୍ଥର

ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ

ପୁରୀ: ପୁରୀ ପେଣ୍ଠକଟା କନକଦୁର୍ଗା ସାହିରେ ବୋମା ବିସ୍ଫୋରଣ । ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ଏହି ବୋମା ବିସ୍ପୋରଣ ହୋଇଥିବା ସୂଚନା ମିଳିଛି । ତେବେ ବିସ୍ଫୋରଣରେ କାହାର କିଛି କ୍ଷତି ହୋଇନଥିବା ବେଳେ ଏକ କୁକୁରର ପ୍ରାଣ ଯାଇଛି । ସୂଚନା ଅନୁସାରେ, ପୁରୀ ଜିଲ୍ଲା ପେଣ୍ଠକଟାସ୍ଥିତ

କଳାଜିରା ଧାନକୁ ମିଳିଲା ଜି.ଆଇ ଟ୍ୟାଗ୍

କୋରାପୁଟ: କଳାଜିରା ଧାନକୁ ମିଳିଲା ଜି.ଆଇ ଟ୍ୟାଗ୍। ନାବାର୍ଡ ଏବଂ ଓଡ଼ିଶା ସରକାରଙ୍କ  ସହଯୋଗରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ, କୃଷକ ଉତ୍ପାଦକ କମ୍ପାନି ଜୈବିକ୍ ଏସଆରଆଇ  “କୋରାପୁଟ କାଲାଜିରା ଚାଉଳ” ପାଇଁ ଜିଆଇ ଟ୍ୟାଗ୍ ପାଇଲା। ଏହି ଚାଉଳ ଜମି, ସ୍ଥାନୀୟ ସମ୍ପ୍ରଦାୟର

5T ସଚିବଙ୍କ ଗସ୍ତକୁ ନେଇ ବର୍ଷିଲା କଂଗ୍ରେସ…

ଭୁବନେଶ୍ୱର:ଫାଇଭ ଟି ସଚିବଙ୍କୁ ନେଇ ମୁହାଁମୁହିଁ ହୋଇଛନ୍ତି ସରକାର ଓ ବିରୋଧୀ ।  ୫ଟି ସଚିବ ଭିକେ ପାଣ୍ଡିଆନଙ୍କୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା । ରାଜନୈତିକ ମାହୋଲ ବି ସରଗରମ । ସାରା ରାଜ୍ୟ ବୁଲୁଛନ୍ତି ସଚିବ । ହେଲିକପ୍ଟରରେ ଏ ଜିଲ୍ଲାରୁ ସେ ଜିଲ୍ଲା ଗସ୍ତ କରୁଛନ୍ତି । ଯୁଆଡେ

ସାନକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ

ଅନୁଗୁଳ: ଖମାରି ଥାନା ପଦାପସି ଗାଁରେ ଜଘନ୍ୟ ହତ୍ୟାକାଣ୍ଡ। ସାନଭାଇକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ। ଅଭିଯୁକ୍ତର ଥାନାରେ ଆତ୍ମସମର୍ପଣ। ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢେ ୧୨ଟା ସମୟରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖମାର ଥାନା ପଦାପସି ଗାଁରେ ସାନ ଭାଇକୁ

ଭୁବନେଶ୍ୱରରେ ଘଣ୍ଟାଏରେ ମାରିଲା ୪୨ ହଜାରରୁ ଅଧିକ ବିଜୁଳି

ଭୁବନେଶ୍ୱର : ଘନଘନ ବିଜୁଳିରେ ଥରିଲା ରାଜଧାନୀ ଭୁବନେଶ୍ୱର। ଘଣ୍ଟାଏରେ ଭୁବନେଶ୍ୱର ସହରରେ ମାରିଛି ୪୨ ହଜାରରୁ ଅଧିକ ଥର ବିଜୁଳି। ଏଥିରେ କେହି ମୃତାହତ ହୋଇନଥିଲେ ମଧ୍ୟ ରାଜଧାନୀବାସୀ ଭୟଭୀତ ହୋଇଛନ୍ତି। ସେପଟେ ଲଗାଣ ବର୍ଷାରେ ଭାସିଛି ଦ୍ୱୈତନଗରୀ। ଆଜି ଅପରାହ୍ନ ପ୍ରାୟ ଦୁଇଟା ବେଳେ

ପିପିଲି ନିକଟରୁ ୧କିଲୋ ୮୦ ଗ୍ରାମ୍ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ବଢୁଛି ଧଳା ଜହର କାରବାର  । ଆଜି ଏସଟିଏଫ୍ ଟିମକୁ ବଡ ସଫଳତା ମିଳିଛି  । ଉତ୍ତର-ପିପିଲି ନିକଟରୁ ୧ କିଲୋ ୮୦ ଗ୍ରାମ ଓଜନର ବ୍ରାଉନସୁଗାର ଜବତ କରାଯାଇଛି   । ଯାହାର ଆନୁମାନିକ ମୂଲ୍ୟ ୧ କୋଟି ୮ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି  । ଏହି ଘଟଣାରେ