Browsing Category

ଓଡିଶା

5T ସଚିବଙ୍କ ଆଜି ଯାଜପୁର ଗସ୍ତର ଶେଷ ଦିନ

ଯାଜପୁର : 5T ସଚିବ ଭି. କେ ପାଣ୍ଡିଆନଙ୍କ ଯାଜପୁର ଜିଲ୍ଲା ଗସ୍ତର ଆଜି ଶେଷ ଦିନ । ମାଆ ବିରଜାଙ୍କ ଦର୍ଶନ କରି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏବେ ବରି ନିର୍ବାଚନ ମଣ୍ଡଳୀର ବ୍ରହ୍ମବରଦା ହାଇସ୍କୁଲ ପଡ଼ିଆରେ ପହଞ୍ଚିଛନ୍ତି ଫାଇଭ ଟି ସଚିବ । ଜନ ଶୁଣାଣିରେ ଯୋଗ ଦେଇଛନ୍ତି । ଛଅ

ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା; ୮ ମାସର ଶିଶୁ ସମେତ ୨ ମୃତ, ୪ ଗୁରୁତର

କଟକ: ଅଟୋ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା। ଏଥିରେ ୮ ମାସର ଶିଶୁ ସମେତ ୨ ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏହି ଘଟଣା ଘଟିଛି ଆଜି ସକାଳେ କଟକ ଜିଲ୍ଲା ତିଗିରିଆ ଥାନା ଖୁଣ୍ଟୁଣୀ ନରସିଂହପୁର ଠାରେ। ଘଟଣାସ୍ଥଳରୁ ସମସ୍ତ ମୃତାହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ

ପୁଣି ଥରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ

ପୁରୀ: ଜଗା ଦର୍ଶନ ପାଇଁ ଟଙ୍କା ଗଣିବେ ଭକ୍ତ । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର

ପୁଣି ଥରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ…

ପୁରୀ: ଜଗା ଦର୍ଶନ ପାଇଁ ଟଙ୍କା ଗଣିବେ ଭକ୍ତ । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର

୨୪ ଘଣ୍ଟା ପରେ ମାଣିଆ ଘାଟରୁ ମିଳିଲା ମୃତଦେହ: ମଇଁଷି ଚରାଉଥିବାବେଳେ ଟାଣିନେଇଥିଲା କୁମ୍ଭୀର

କେନ୍ଦ୍ରାପଡା: ରାଜନଗର ବ୍ଳକ ରାଜପୁର ଗାଁରେ କୁମ୍ଭୀର ଟାଣି ନେବା ଘଟଣା  । ଦୀର୍ଘ ୨୪ ଘଣ୍ଟା ପରେ ଉଦ୍ଧାର ହେଲା ମଇଁଷି ଚରାଳି ଅଭୟ ରାଉତଙ୍କ ମୃତଦେହ ।  ବ୍ରାହ୍ମଣୀ ନଦୀର ତଳମୁଣ୍ଡ ମାଣିଆ ଘାଟରୁ  ମୃତଦେହ ଉଦ୍ଧାର ହୋଇଛି  । ରାଜନଗରରେ ଦିନକୁ ଦିନ ବଢୁଛି କୁମ୍ଭୀର ଆତଙ୍କ  । ଗୋଟିଏ ପରେ

ବାଙ୍କୀରେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତ କାଣ୍ଡ…

ବାଙ୍କୀ: ଖଣ୍ଡା ବୁଲାଇ ପୋଲିସକୁ ଆକ୍ରମଣ । ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଉନ୍ମତ୍ତକାଣ୍ଡ। ହାତରେ ଖଣ୍ଡା, ହାତୁଡି ଧରି ରାସ୍ତାରେ ବୁଲୁଛନ୍ତି । ଲୋକଙ୍କୁ ଭୟଭୀତ କରୁଛନ୍ତି । କଟକ ଜିଲ୍ଲା ବାଙ୍କୀ ବଜାରରେ ଆତଙ୍କରାଜ ଚଳାଇଛନ୍ତି ଅବସରପ୍ରାପ୍ତ ସେନା କର୍ମଚାରୀ । ତାଙ୍କ ନାଁ ସରୋଜ

ମଧ୍ୟାହ୍ନ ଭୋଜନ ବେଳେ ଜଳିଗଲା ଗ୍ୟାସ୍‌ ସିଲିଣ୍ଡର; ଅଘଟଣରୁ ବର୍ତ୍ତିଗଲେ ଛାତ୍ରଛାତ୍ରୀ…

ନିମାପଡ଼ା: ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସମୟରେ ଗ୍ୟାସ୍‌ ସିଲିଣ୍ଡରରେ ନିଆଁ ଲାଗିଛି। ଅଗ୍ନିକାଣ୍ଡ କାରଣରୁ ବଡ଼ଧରଣର ଅଘଟଣ ଘଟି ନାହିଁ। କିନ୍ତୁ ଖୁସିର ବିଷୟ ହେଲା ଯେ, ଏହି ଅଘଟଣରେ କୌଣସି ଛାତ୍ରଛାତ୍ରୀଙ୍କର କ୍ଷୟକ୍ଷତି ହୋଇ ନାହିଁ। ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ଅଧିନ ଚାରିଛକ ଥାନା

ବିଧାୟକଙ୍କ ଅଫିସ ପରିସରରୁ ମିଳିଲା ବୋମା

ତାଳଚେର: ବିଧାୟକଙ୍କ କ୍ୟାମ୍ପରୁ ମିଳିଲା ବୋମା । ତାଳଚେର ବିଜେଡି ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଅଫିସ ପରିସରରୁ ବୋମା ଜବତ ହୋଇଛି । ଏ ବୋମା କିଏ ଆଣିଲା ଏବଂ କାହିଁକି ଆଣିଲା ତାହା ଜଣା ପଡିନାହିଁ । ତେବେ ବେମା ମିଳିବା ପରେ କ୍ୟାମ୍ପରେ ହଇଚଇ ପଡି ଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି

ବିଜେଡିରୁ ବିଦା ହେଲେ ଜିଲ୍ଲା ପରିଷଦ ସଭ୍ୟ ବିପିନ ପ୍ରଧାନ

ବ୍ରହ୍ମପୁର:  ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଜିଲ୍ଲା ପରିଷଦ ସଭ୍ୟ ବିପିନ ଚନ୍ଦ୍ର ପ୍ରଧାନଙ୍କୁ ଦଳରୁ ବହିଷ୍କୃତ କରାଯାଇଛି । ଦଳୀୟ ବିଶୃଙ୍ଖଳା ସୃଷ୍ଟି କରୁଥିବା  ତଥା ଦଳ ବିରୋଧୀ କାମ କରୁଥିବା ଅଭିଯୋରେ ତାଙ୍କୁ ବହିଷ୍କାର କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ

ପାରାଦୀପ ମଝି ସମୁଦ୍ରରେ ସନ୍ଦିଗ୍ଧ ଯୁବକ…

ପାରାଦୀପ : ସମୁଦ୍ର ମଝିରେ ସନ୍ଦିଗ୍ଧ ଯୁବକ । ପାରାଦୀପ ଗଭୀର ସମୁଦ୍ରରେ ବୋଟ୍ ଉପରକୁ ଉଠି ଆସିଲେ ଅଜଣା ଯୁବକ। ଯାହାକୁ ଦେଖି ମତ୍ସ୍ୟଜୀବୀମାନେ ଭୟଭୀତ ହୋଇପଡ଼ିଛନ୍ତି  । ଏଭଳି କିଛି  ଘଟଣା ଘଟିଛି ଚିଲିକା ମୁହାଣ ଠାରୁ ୭୧ ମାଇଲ ଦୂର ଗଭୀର ସମୁଦ୍ରରେ। ମତ୍ସ୍ୟଜୀବୀମାନେ ସନ୍ଦିଗ୍ଧ