Browsing Category

ଓଡିଶା

ବନ୍ଦ କୋଠରୀରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର

କଟକ:  ୭ ଜନ୍ମର ସାଥୀ ହେବେ ବୋଲି ପ୍ରତିଶ୍ରୁତି ଦେଇ ବିବହ ବନ୍ଧନରେ ଆବଦ୍ଧ ହୋଇଥିଲେ । କଥା ରଖିଲେ । ଏକାଠି ଜିଇଁଲେ, ଏକାଠି ମୃତ୍ୟୁକୁ ଆଦରି ନେଲେ ।  କିନ୍ତୁ ୭ ଜନ୍ମ ପାଇଁ ନୁହେଁ, ୭ ମାସ ପାଇଁ । ବିବାହାର ୭ ମାସ ପରେ ଆତ୍ମହତ୍ୟା କରିଛନ୍ତି ଦମ୍ପତ୍ତି । ବନ୍ଦ ଘରୁ ମିଳିଛି ସେମାନଙ୍କ

ବ୍ଳକ ଅଧ୍ୟକ୍ଷ ଉପ ନିର୍ବାଚନକୁ କେନ୍ଦ୍ର କରି ଦିଗପହଣ୍ଡିରେ ଉତ୍ତେଜନା; ବିଜେଡି ଦୁଇ ଗୋଷ୍ଠୀ ମୁହାଁମୁହିଁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ  ଉପ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା । ଉପ ନିର୍ବାଚନ ବାତିଲ ସୁଚନା ପାଇବା ପରେ ଉତେଜନା ସୃଷ୍ଟି ହୋଇଛି । ମୁହାଁମୁହିଁ ହୋଇଛନ୍ତି ବିଜେଡି ଦୁଇ ଗୋଷ୍ଠୀ ।  ଦାଣ୍ଡରେ ପଡିଛି ବିଜେଡି ଗୋଷ୍ଠୀ କନ୍ଦଳ ।   ପୁର୍ବତନ ବ୍ଲକ

ରାକ୍ଷୀ ପିନ୍ଧିଲେ ମହାପ୍ରଭୁ, ପାଳନ ହୋଇଛି ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ପାଳନ ହୋଇଛି ରକ୍ଷା ବନ୍ଧନ ଓ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି । ମହାବାହୁଙ୍କ ବାହୁରେ ରାକ୍ଷୀ ବାନ୍ଧିଛନ୍ତି ଭଉଣୀ ସୁଭଦ୍ରା । ସ୍ନେହ ଓ ବିଶ୍ୱାସର ଏହି ପର୍ବରେ ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଵିଶାଳ ଓ ସ୍ୱତନ୍ତ୍ର ରାକ୍ଷୀକୁ ବଡ଼ ଭାଇ

ବ୍ରାହ୍ମଣୀ ନଦୀ କୂଳରେ ମଇଁଷି ଚରାଳିକୁ ଟାଣିନେଲା କୁମ୍ଭୀର

ରାଜନଗର  : ପୁଣି ଟାଣିନେଲା କୁମ୍ଭୀର। ରାଜନଗରରେ ପୁଣି କୁମ୍ଭୀର ଆତଙ୍କ । ବ୍ରାହ୍ମଣୀ ନଦୀ କୂଳରେ ମଇଁଷି ଚରାଳିକୁ ଟାଣିନେଇଛି କୁମ୍ଭୀର । ରାଜପୁର ଗାଁର ଭାସ୍କର ରାଉତ ନଦୀ କୂଳରେ ମଇଁଷି ଚରାଉଥିବାବେଳେ ପାଣି ଭିତରକୁ କୁମ୍ଭୀର ଟାଣିନେଇଛି । ୨ ମାସ ମଧ୍ୟରେ ୪ ଜଣଙ୍କୁ ଟାଣି ନେଇଛି

୨୧ରେ ବାଚସ୍ପତି ନିର୍ବାଚନ, ୨୨ରୁ ଆରମ୍ଭ ହେବ ବିଧାନସଭା

ଭୁବନେଶ୍ଵର: ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ଯାଏଁ ଚାଲିବ ଏହି ଅଧିବେଶନ । ଏଥର ଅଧିବେସନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି । ସେପଟେ ବିଧାନସଭାର ଗୋଟିଏ ଦିନ ପୁର୍ବରୁ ଅର୍ଥାତ୍ ୨୧ତାରିଖରେ ହେବ ବାଚସ୍ପତି

ଉତକେଲା-ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ ଆରମ୍ଭ

ଭୁବନେଶ୍ବର: କଳାହାଣ୍ଡି ବିକାଶରେ ଯୋଡି ହେବ ନୂଆ ଫର୍ଦ୍ଦ। ମାତ୍ର ୧ ଘଣ୍ଟା ୧୦ ମିନିଟରେ ଭୁବନେଶ୍ବରରୁ ପହଞ୍ଚିବେ କଳାହାଣ୍ଡି। ଉତକେଲା-ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ ଆରମ୍ଭ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ଯୋତିରାଦିତ୍ୟ ସିନ୍ଧିଆ ଭର୍ଚୁଆଲରେ ବିମାନ ଚଳାଚଳର

ବ୍ରହ୍ମପୁର ମହାନଗର ନିଗମ ଆନୁକୂଲ୍ୟରେ ୧୫୬ ତମ ସ୍ୱାୟତ୍ତ ଶାସନ ଦିବସ-୨୦୨୩ ପାଳିତ…

ବହୁ ନଗ୍ନ ସତ୍ଯ ଲୁଚାଇ ବ୍ରହ୍ମପୁର ମହାନଗର ପାଳନ କରିଛି ସ୍ୱାୟତ୍ତ ଶାସନ ଦିବସ… ବ୍ରହ୍ମପୁର : ବହୁ ନଗ୍ନ ସତ୍ଯ ଲୁଚାଇ ବ୍ରହ୍ମପୁର ମହାନଗର ପାଳିତ କରୁଛି ସ୍ୱାୟତ୍ତ ଶାସନ ଦିବସ ଓ ପ୍ରତିଷ୍ଠା ଦିବସ -୨୦୨୩ l ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ମହା

ବଣ୍ଡାଘାଟିର ବିକାଶ ଧର୍ମକୁ ଆଖିଠାର : ଲଗାଣ ବର୍ଷାରେ ଚାଲିଛି ରାସ୍ତା କାମ, କାଦୁଅ ରାସ୍ତାରେ ପଡୁଛି ପିଚୁ…

ମାଲକାନଗିରି,: ୩୦।୮ ଜିଲ୍ଲାର ଗାଁ ଗାଁକୁ ପକ୍କା ସଡକ ନିର୍ମଣା କରି ଯାତାୟତର ମାଧ୍ୟମକୁ ସ୍ବଚ୍ଛଳ କରିବା ପାଇଁ ରାଜ୍ୟ ସରକାର ଅନେକ ପଦକ୍ଷେପ ନେଉଥିବା ବେଳେ ବିଶେଷ କରି ମାଲକାନଗିରି ଭଳି ଜିଲ୍ଲାରେ ରାସ୍ତା ନିର୍ମାଣ ଦିଗରେ ଅଧିକ ଗୁରୁତ୍ଵ ଦେଉଛନ୍ତି । ତେବେ ରାଜ୍ୟ ସରକାର ଜିଲ୍ଲାର

ଗଡଗଡ଼ିଆ ଘାଟରୁ ମହିଳାଙ୍କ ମୃତଦେହ ଉଦ୍ଧାର…

କଟକ: ମହାନଦୀ ଗଡଗଡ଼ିଆ ଘାଟରୁ ଜଣେ ମହିଳାଙ୍କ ମୃତଦେହ ମିଳିଛି। ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି । ମହିଳାଙ୍କ ବୟସ ୩୫ ରୁ ୪୦ ଭିତରେ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଉପସ୍ଥିତ ଥିବାବେଳେ ମୃତକ ମହିଳାଙ୍କ ପରିଚୟ ଅସ୍ପଷ୍ଟ ରହିଛି

କୀଟନାଶକ ପିଇ ଯୁବକ ଗୁରୁତର…

କଲମପୁର: ବନ୍ଧକନା ଠାରେ ଜଣେ ଯୁବକ ମଙ୍ଗଳବାର ରାତିରେ କୀଟନାଶକ ପାଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପରିବାର ଲୋକ ଉଦ୍ଧାର କରି ବିଳମ୍ବିତ ରାତିରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ମୁଖ୍ୟ