Browsing Category

ଓଡିଶା

ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ…

ଭୁବନେଶ୍ୱର : ପଞ୍ଚଭୂତରେ ବିଲୀନ ହେଲା ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ମରଶରୀର। କଟକ ଖାନନଗର ଶ୍ମଶାନରେ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହୋଇଛି । ତିନିକୋଣିଆ ବଗିଚାସ୍ଥିତ ବାସଭବନରୁ ତାଙ୍କ ପାର୍ଥିବ ଶରୀରକୁ ଶ୍ମଶାନକୁ ଅଣାଯିବା ପରେ ଗାର୍ଡ…

ମଝି ଚିଲିକାରେ ଡଙ୍ଗା ସହ ଫସିଲେ ୫୦ ଯାତ୍ରୀ…

ପୁରୀ: ପୁଣି ମଝି ଚିଲିକାରେ ଫସିଲା ଯାତ୍ରୀବାହି ଡଙ୍ଗା । ଯାନ୍ତ୍ରୀକ ତ୍ରୁଟି କାରଣରୁ ଚିଲିକା ମଝିରେ ଫସିଲା ଡଙ୍ଗା। ଡଙ୍ଗାଟି ୫୦ ଜଣ ଯାତ୍ରୀଙ୍କୁ ନେଇ ସାତପଡ଼ାରୁ ଜହ୍ନିକୁଦାକୁ ଯାଉଥିଲା। ହେଲେ ଡଙ୍ଗାର ମେସିନରେ କୌଣସି ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା।…

କର୍ଣ୍ଣାଟକରେ ଖୁବ୍‌ ଶୀଘ୍ର ନିର୍ମାଣ ହେବାକୁ ଯାଉଛି ଓଡ଼ିଆ ଶ୍ରମିକଙ୍କ ନିମିତ୍ତ ହେଲ୍ପ ଡେସ୍କ

ଭୁବନେଶ୍ୱର: ବେଙ୍ଗାଲୁରୁ ପ୍ରବାସୀ ଓଡିଆ ଶ୍ରମିକଙ୍କ ପାଇଁ ଖୁସି ଖବର। କର୍ଣ୍ଣାଟକରେ ଓଡିଶା ସରକାର ଖୁବଶୀଘ୍ର ସ୍ଥାପନା କରିବାକୁ ଯାଉଛନ୍ତି ପ୍ରବାସୀ ଓଡ଼ିଆ ଶ୍ରମିକ ହେଲ୍ପ ଡେସ୍କ। ଏନେଇ ଓଡିଶା ସରକାରଙ୍କ ଶ୍ରମ ବିଭାଗ ଏବଂ ବେଙ୍ଗାଲୁରୁରେ ଥିବା ପ୍ରବାସୀ…

ଅପରାଜିତା ଭୋଟରଙ୍କୁ ନିଜର ଅହଙ୍କାର ଦେଖାଉଛନ୍ତି: ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର: ବିଜେଡି-ବିଜେପି ମୁହାଁମୁହିଁ । ଜବାବ-ସୁଆଲରେ ରାଜନୀତି ସରଗରମ । ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ସାଂସଦ ସସ୍ମିତ ପାତ୍ର କଡା ଜବାବ ଦେଇଥିବାବେଳେ ଅପରାଜିତାଙ୍କୁ ସମାଲୋଚନା କରିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର । ସାଂସଦ ଅପରାଜିତା…

ପ୍ରଶାନ୍ତ ଜଗଦେବ ଘଟଣାରେ ଧରାପଡିଛି ଧର୍ମେନ୍ଦ୍ରଙ୍କ ଦୋମୁହାଁ ନୀତି: ବିଜେଡି

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜବାବ ଦେଇଛି ବିଜେଡି । ରାଜ୍ୟରେ ଗଣତନ୍ତ୍ର ଶାସନକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରଶ୍ନ ଉଠାଇଥିବାବେଳେ ଏହାର ଉତ୍ତର ରଖିବାକୁ ଯାଇ ବିଜେପିକୁ ପ୍ରଶ୍ନବାଣ ମାରିଛନ୍ତି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ।   ବିଜେଡିରୁ…

ଚାରା ଦୁର୍ନୀତି ମାମଲାରେ କୋର୍ଟଙ୍କ ରାୟ, ୩୫ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ୍‌, ୫୨ ଦୋଷୀଙ୍କୁ ତିନି ବର୍ଷ…

ପାଟଣା : ଡୋରଣ୍ଡା କୋଷାଗାର ସହ ଜଡିତ ଚାରା ଦୁର୍ନୀତି ମାମଲାରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ସୋମବାର ରାୟ ଦେଇଛନ୍ତି। ସିବିଆଇର ସ୍ୱତନ୍ତ୍ର ବିଚାରପତି ବିଶାଲ ଶ୍ରୀବାସ୍ତବଙ୍କ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ମିଳିଥିବା ସୂଚନା ମୁତାବକ, ୧୨୪ ଅଭିଯୁକ୍ତଙ୍କ ମଧ୍ୟରୁ ୩୫ ଜଣଙ୍କୁ…

ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା…

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ ଘୋଷଣା । ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରଷ୍କାର ରାଶି ଘୋଷଣା କରିଛନ୍ତି । ବିଶ୍ଵ ଆଥଲେଟିକ୍ସ ଚାମ୍ପିଅନସିପରେ ଜାଭେଲିନ ଥ୍ରୋ ପ୍ରତିଯୋଗିତାରେ ୫ମ ସ୍ଥାନରେ ରହିଥିଲେ କିଶୋର ଜେନା । ଖବର…

ଶାସନ ବ୍ୟବସ୍ଥାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ କଟାକ୍ଷ

ଭୁବନେଶ୍ୱର: ନବୀନଙ୍କୁ ଟେକିଲେ । ହେଲେ ତାଙ୍କ ସରକାର  ଉପରେ ବର୍ଷିଲେ । ପିଠି ଆଉଁସି କଡା ଭାଷାରେ ନବୀନ ସରକାରଙ୍କୁ ସମାଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ଚାଲିଥିବା ଶାସନ ବ୍ୟବସ୍ଥାକୁ ନେଇ ପୁଣି ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।…

ମୁଖ୍ୟମନ୍ତ୍ରୀ ଧୃତରାଷ୍ଟ୍ର ପାଲଟି ଯାଇଛନ୍ତି; ରାଜଧର୍ମ ପାଳନ କରନ୍ତୁ: ସାଂସଦ ଅପରାଜିତା

ଭୁବନେଶ୍ୱର: ପୁଣି ବିଜେଡି ସରକାର ଉପରେ ବର୍ଷିଛନ୍ତି ସାଂସଦ ଅପରାଜିତା । ରାଜ୍ୟ ସରକାର ମହିଳା ସଶକ୍ତୀକରଣ ନାଁରେ ମିଶନଶକ୍ତି ମହିଳାଙ୍କୁ ଆକ୍ରମଣ ପାଇଁ ବ୍ୟବହାର କରୁଛନ୍ତି ବୋଲି ସାସଂଦ ଅଭିଯୋଗ ଆଣିଛନ୍ତି । ଏହି ମହିଳାମାନେ ତାଙ୍କୁ ଟେକା, ପଥର, ଅଣ୍ଡା,…

ଜାଗା ମିଶନ ଜରିଆରେ ବସ୍ତିବାସିନ୍ଦାଙ୍କୁ ପଟ୍ଟା ବଣ୍ଟନ ସହ ବିଜୁ ଆଦର୍ଶ କଲୋନୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟରେ ୫ଟି ମହାନଗର ନିଗମର ବସ୍ତିବାସିନ୍ଦାଙ୍କୁ ଜମିପଟ୍ଟା ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟା ବଣ୍ଟନ କରିଛନ୍ତି । ୫ଟି ମହାନଗର ନିଗମ ତଥା ଭୁବନେଶ୍ୱର,…