Browsing Category

ଓଡିଶା

ବୋଲେରୋକୁ ଧକ୍କା ଦେଲା ଟ୍ରେନ…

ପାରାଦୀପ:ପାରଦୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଦୁର୍ଘଟଣା । କୋଇଲା ବୋଝେଇ ଟ୍ରେନ ଧକ୍କା ଦେଲା ବୋଲେରୋକୁ । ପ୍ରାୟ ୩୦ମିଟର ଘୋଷାଡ଼ି ହୋଇଗଲା ବୋଲେରୋ । ଆଜି ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳରେ ଥିବା ଏମସିଏଚପି କ୍ୟାଣ୍ଟିନ ପାଖରେ ଏହି ଦୁର୍ଘଟଣା ଘଟିଛି । ମାଲବାହୀ ଟ୍ରେନଟି…

ଆଇଜ୍ବାଲ ଚିଡ଼ିଆଖାନାରୁ ନନ୍ଦନକାନନ ଆସିବେ ନୂଆ ଅତିଥି

ବାରଙ୍ଗ: ନନ୍ଦନକାନନରୁ ଆସିଲା ଆଉ ଏକ ଖୁସି ଖବର । ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି । ହୁଲକ୍ ଗିବନ୍ ଓ ପିଗ ଟେଲ ମକ୍କା ସହ ହିମାଳୟାନ ବିୟର ନନ୍ଦନକାନନ ଆସିବା ନେଇ ସୂଚନା ମିଳିଛି । ଏଥିପାଇଁ ମିଜୋରାମ ଅଭିମୁଖେ ବାହାରିଛନ୍ତି ୬ ଜଣିଆ ଟିମ୍ । ସୂଚନା…

ଇସ୍ରୋ ବୈଜ୍ଞାନିକଙ୍କୁ ସମ୍ମାନ ଜଣାଇ ଚନ୍ଦ୍ରଯାନ-୩ ରାକ୍ଷୀ ପ୍ରସ୍ତୁତ କଲେ ଜୟପୁରର ହସ୍ତଶିଳ୍ପୀ…

ଜୟପୁର: ଆଉ ଦିନକ ପରେ ରାକ୍ଷୀ ପୂର୍ଣ୍ଣିମା  ।  ଭାଈ ହାତରେ ସ୍ନେହର ଡୋରୀ ବାନ୍ଧିବ ଭଉଣୀ  । ଏଥିପାଇଁ ସହରର ବିଭିନ୍ନ ରାକ୍ଷୀ ମାର୍କେଟରେ ଲୋକଙ୍କର ଅସମ୍ଭାଳ ଭିଡ ପରିଲକ୍ଷିତ ହେଉଛି । ବଜାରରେ ବିଭିନ୍ନ ରକମର ରାକ୍ଷୀ ଉପଲବ୍ଧ ଥିବାବେଳେ ଚଳିତବର୍ଷ…

ଚନ୍ଦ୍ରାୟନ ଅଭିଯାନ ଭାରତକୁ ଗର୍ବିତ କରିଛି

ଫୋକସ ଓଡିଶା ମାସିକ ଆଲୋଚନା ଚକ୍ରଭୁବନେଶ୍ୱର: ଚନ୍ଦ୍ରାୟନ ଅଭିଯାନ ଭାରତ ବର୍ଷକୁ ଗର୍ବିତ କରିବା ସହ ଅନ୍ତର୍ଜାତୀୟ କ୍ଷେତ୍ରରେ ରେ ଏକ ପ୍ରମୁଖ ମହାକାଶ ଶକ୍ତି ଭାବେ ଆମ ଦେଶ ଉଭା ହୋଇଛି ଯାହାର ଲାଭ ନିକଟ ଭଭିଷ୍ୟାତ ରେ ଆମ ପାଇବା ବୋଲି ବିଜ୍ଞାନ ବିଶାରଦ ପ୍ରଫେସର ମାୟାଧର ସ୍ୱାଇଁ ପ୍ରକାଶ

ବ୍ରହ୍ମପୁର ଏସପିଙ୍କୁ ବିଜେପି ପକ୍ଷରୁ ଅଭିଯୋଗ ପତ୍ର

ବ୍ରହ୍ମପୁର (୨୭/୮) : ଆଜି ଦିଗପହଣ୍ଡି ଠାରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ମହନ୍ତ ଚିନ୍ମୟଦାସ ମହାରାଜଙ୍କ ସମେତ ‌ମିଟୁ ଦୋରା,ଶଙ୍କର ପ୍ରଧାନ ଏବଂ ଅନ୍ୟାନ୍ୟ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ବିଜେଡ଼ି ଗୁଣ୍ଡା ମାନଙ୍କ ଆକ୍ରମଣ ପ୍ରତିବାଦରେ ଆଜି ଅପରାହ୍ନ ସମୟରେ ବ୍ରହ୍ମପୁର

କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ବତନ୍ତ୍ର ଡେଙ୍ଗୁ ପରୀକ୍ଷା କେନ୍ଦ୍ର…

ଭୁବନେଶ୍ୱର: ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ଡେଙ୍ଗୁ ଟେଷ୍ଟିଂ କାଉଣ୍ଟର ଖୋଲାଯାଇଛି। ସେହିପରି ସୋମବାରଠାରୁ ପଟିଆ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆଇଆରସି ଭିଲେଜ ସହରାଞ୍ଚଳ ହସ୍ପିଟାଲରେ ଆଉ ଦୁଇଟି ଟେଷ୍ଟିଂ…

ଫିରିଙ୍ଗିଆର ଦୁଇ ନିଲମ୍ବିତ ହୋମଗାର୍ଡ ଏବଂ ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଭିଡିଓ ଭାଇରାଲ ଘଟଣାରେ ଫିରିଙ୍ଗିଆ ଥାନାର ପୂର୍ବତନ ଆଇଆଇସି ତପନ କୁମାର ନାହାକ ଓ ଦୁଇ ହୋମଗାର୍ଡଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ନାହାକ ଓ ହୋମଗାର୍ଡ ପ୍ରଶାନ୍ତ କୁମାର ପାତ୍ର ଓ…

୧୨ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ, ଆଗାମୀ ୩ ଦିନ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି…

ଭୁବନେଶ୍ୱର: ସମଗ୍ର ଓଡିଶାରେ ବର୍ଷାର ପରିମାଣ ହ୍ରାସ ପାଇଥିବା ବେଳେ ଭାରତ ପାଣିପାଗ ବିଭାଗ (ଆଇଏମଡି) ଆସନ୍ତା ୩ ଦିନ ମଧ୍ୟରେ ଅନେକ ଜିଲ୍ଲା ପାଇଁ ବଜ୍ରପାତ ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୨୮…

୫ ଗିରଫ, କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ

ଭୁବନେଶ୍ୱର: ଭୁବନେଶ୍ୱର ନନ୍ଦନ ବିହାର ଡକାୟତି ଘଟଣାରେ ୫ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ସେମାନଙ୍କ ନିକଟରୁ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଓ ମାରଣାସ୍ତ୍ର ଜବତ କରାଥିବା ସହ ସୁନା ଅଳଙ୍କାର ମଧ୍ୟ ଜବତ ହେବା ନେଇ ଡିସିପି ପ୍ରତୀକ ସିଂ ପ୍ରେସ ମିଟରେ…

ଅଗଷ୍ଟ ୩୧ରୁ କଳାହାଣ୍ଡି ଜିଲ୍ଲାର ଉତ୍କେଲାକୁ ଉଡ଼ିବ ବିମାନ…

ଭୁବନେଶ୍ବର: ଆକାଶପଥରେ ଯୋଡ଼ି ହେବ କଳାହାଣ୍ଡି ଜିଲ୍ଲା । ବିମାନ ସେବା ପାଇବେ କଳାହାଣ୍ଡିବାସୀ । ଭୋକର ଭୂଗୋଳ କୁହାଯାଉଥିବା କଲାହାଣ୍ଡି ଜିଲ୍ଲାକୁ ଉଡିବ ବିମାନ । ଆସନ୍ତା ଅଗଷ୍ଟ ୩୧ରୁ କଳାହାଣ୍ଡି ଜିଲ୍ଲାର ଉତ୍କେଲାକୁ ଉଡ଼ିବ ବିମାନ । ଭୁବନେଶ୍ୱର…