Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୩ ଅଭିଯୁକ୍ତଙ୍କ ନାଁରେ ଲୁକଆଉଟ ସର୍କୁଲାର…
ଭୁବନେଶ୍ବର: କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଉର୍ଦ୍ଧ୍ବ ଠକେଇ ମାମଲା । ୩ ଜଣଙ୍କ ନାଁରେ ଲୁକ ଆଉଟ ସର୍କୁଲାର୍ ଜାରି କରିଛି ଇଓଡବ୍ଲୁ । ଅଭିଯୁକ୍ତ ମାନେ ହେଲେ ରାଜସ୍ଥାନ ହନୁମାନଗଡର କ୍ରିଷ୍ଣା କୁମାର, ଗଙ୍ଗାନଗରର ଅନିଲ କୁମାର ଏବଂ…
ସୌମ୍ୟଙ୍କୁ ଅନୁଭବ ପଟ୍ଟନାୟକଙ୍କ ଚ୍ୟାଲେଞ୍ଜ: ପ୍ରମାଣ ଦେଲେ ରାଜନୀତି ଛାଡିଦେବି
ଭୁବନେଶ୍ୱର: ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ସମ୍ପାଦକୀୟକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। କିଛିଦିନର ବ୍ୟବଧାନ ପରେ ପୁଣି ଥରେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ତଥା ସମ୍ବାଦ ସଂପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ। ରାଜ୍ୟର…
ସରକାରୀ କ୍ବାର୍ଟର୍ସରୁ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର
ଭଦ୍ରକ: ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତାହା ପୁଣି ତାଙ୍କ ସରକାରୀ କ୍ବାର୍ଟର୍ସରୁ । ମୃତ କନେଷ୍ଟବଳ କେନ୍ଦୁଝରର ତୋଫାନ କୁମାର ପାତ୍ର ବୋଲି ଜଣାପଡିଛି । ଘଟଣାସ୍ଥଳରେ ତିହିଡ଼ି…
ହାଇୱା ଧକ୍କାରେ ୨ କିନ୍ନର ମୃତ…
ସୁନ୍ଦରଗଡ: ହାଇୱା ଧକ୍କାରେ ଦୁଇ କିନ୍ନର ମୃତ। ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ୧୪୩ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତିରେ ଦୁଇ କିନ୍ନର ରଥ କିଷାନ ଓ ରାଜା ପାତ୍ର ଙ୍କ ସହ ହାଇୱା ଡ୍ରାଇଭରଙ୍କ ବଚସା ହୋଇଥିଲା।…
‘ମୋ ସ୍କୁଲ’ ନାଁ ରେ ଫେକ୍ ୱେବ୍ସାଇଟ୍…
ଭୁବନେଶ୍ୱର: ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍ ୱେବ୍ସାଇଟ୍ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ ଗ୍ୟାଙ୍ଗକୁ ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ଧରିଛି। ଏଥିସହ ଗ୍ୟାଙ୍ଗ୍ର ୩ଜଣଙ୍କୁ…
ନିଜ ଘରେ ଅଛନ୍ତି ଡାକ୍ତରଖାନାରୁ ନିଖୋଜ ଥିବା ମହିଳା ପୋଲିସ ଏସଆଇ
ବଲାଙ୍ଗିର: ହସପିଟାଲ ନୁହେଁ, ଘରେ ଅଛନ୍ତି ମହିଳା ଏସଆଇ । ବିଷ ପିଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ମହିଳା ପୋଲିସ ଏସଆଇ କାଜଲ ବାଗ ଘରକୁ ପଳାଇଛନ୍ତି । ସେ ତାଙ୍କ ପୈତୃକ ଘରେ ଅଛନ୍ତି । ଭବାନୀ ପାଟଣାସ୍ଥିତ ତାଙ୍କ ବାପାଙ୍କ ଘରେ ଅଛନ୍ତି ବୋଲି ଏସଆଇ କାଜଲଙ୍କ ବାପା…
ବିଜେଡି ନେତା କ୍ରୀତଦାସ ହୁଅ ନହେଲେ ଜେଲ୍ରେ ରୁହ: ବିଜୟ ପଟ୍ଟନାୟକ…
ଭୁବନେଶ୍ବର: ଗତକାଲି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଗୋପାଳ ପାଣିଗ୍ରାହୀଙ୍କୁ ବିରୋଧ କରାଯାଇଥିଲା। ଏଥିଲାଗି ଯେଉଁ ହାଇ ଡ୍ରାମା ଦେଖିବାକୁ ମିଳିଲା, ତାକୁ ନେଇ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗଞ୍ଜାମରେ ଘଟିଥିବା ଘଟଣା…
ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ଚାଲିଛି ରାଖି…
ପୁରୀ: ଆଉ ୫ ଦିନ ପରେ ପବିତ୍ର ରକ୍ଷାବନ୍ଧନ। ମାନବଦେହୀ ମହାପ୍ରଭୁ ଶ୍ରୀଜଗନ୍ନାଥ ବି ଏହି ଲୀଳାଖେଳରେ ବାନ୍ଧି ହୋଇ ରହିଛନ୍ତି। ପବିତ୍ର ଗହ୍ମାପୂର୍ଣ୍ଣିମାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡ଼ଠାକୁର ଶ୍ରୀବଳଭଦ୍ର ବି ସାନ ଭଉଣୀ ହାତରୁ ରାଖୀ ବାନ୍ଧିବେ। ଏଥିପାଇଁ ପ୍ରସ୍ତୁତି ଜୋରସୋରରେ…
୫-ଟି ସଚିବଙ୍କ ଗଜପତି ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା…
ପାରଳାଖେମୁଣ୍ଡି: ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଜନସାଧାରଣଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବା ଉପରେ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଏବଂ ଆଜି ସକାଳୁ ୫ଟି ସଚ୍ଚିବ ଭିକେ ପାଣ୍ଡିଆନଙ୍କ ଆକସ୍ମିକ ଗଜପତି ଗସ୍ତ ବେଳେ ଏହି…
ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ
ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ପ୍ରଣବ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ ବୋଲି ତାଙ୍କ…