Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜଧାନୀରେ ଚିହ୍ନଟ ହେଲା ଡେଙ୍ଗୁର ୨ ନୂଆ ପ୍ରଜାତିର ଭୂତାଣୁ…
ଭୁବନେଶ୍ଵର: ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ଯାହାକୁ ନେଇ ଆତଙ୍କିତ ହୋଇପଡି଼ଛନ୍ତି ଭୁବନେଶ୍ବରବାସୀ । ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରୁ , କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ନ ଥିବାରୁ ରୋଗୀ ନାହିଁ ନ ଥିବା ଅସୁବିଧାର…
ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯାଗ…
ଆଠମଲ୍ଲିକ: ଥମୁନି ଲଜ୍ଜ୍ୟା । ଆଠମଲ୍ଲିକ ଠାକୁରଗଡ ଥାନା ବନ୍ଦଗାଁ ଗାଁରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ସସ୍ମିତା ନାୟକ ବୋଲି ଜଣାପଡିଛି । ସସ୍ମିତା ୫ ବର୍ଷ ତଳେ ମଇମୁରା ପଞ୍ଚାୟତ କଳଚିକଟା…
ଖୋର୍ଦ୍ଧା-ଚଣ୍ଡିଖୋଲ ମଧ୍ୟରେ ଥିବା ବ୍ଲାକସ୍ପଟର ମରାମତି ପାଇଁ ଏନଏଚଆଇକୁ ରାଜ୍ୟ ସରକାରଙ୍କ ନିବେଦନ
ଭୁବନେଶ୍ୱର : ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ଉଦବେଗଜନକ ଭାବେ ବୃଦ୍ଧି ପାଇଛି। ଏହାକୁ ନେଇ ବାରମ୍ବାର ଅଭିଯୋଗ ପାଇବା ସହିତ ଏହି ରାସ୍ତା ଦେଇ ଯାଉଥିବା ଯାତ୍ରୀ ଅସନ୍ତୋଷ ପ୍ରକାଶ କରିବା ପରେ ଜାତୀୟ ରାଜପଥ କଡ଼ରେ ଚିହ୍ନଟ ହୋଇଥିବା ବ୍ଲାକ୍ ସ୍ପଟ୍ ଗୁଡ଼ିକୁ…
ଗାଈ ଚରାଳିଙ୍କୁ ଗୁଳି କରି ହତ୍ୟା କଲା ଜମି ମାଲିକ…
କନ୍ଧମାଳ : କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଖାରିଗୁଡ଼ା ଗାଁରେ ମକା ଫସଲ ଗୋରୁ ଖାଇଦେଲା ବୋଲି ଗାଈ ଚରାଳିଙ୍କୁ ଜମି ମାଲିକ ଗୁଳି କରି ହତ୍ୟା କରିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବ୍ରାହ୍ମଣୀ ଗାଁର ମାଦି ପଡ୍ରା। ସୂଚନା ଅନୁଯାୟୀ, ଆକାଶ ଗାଁ…
ନନ୍ଦନକାନନରେ ଆଖି ବୁଜିଲା ୯ ମାସର ସିଂହ ଶାବକ…
ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଝଟକା । ଆଖି ବୁଜିଲା ୯ ମାସର ସିଂହ ଶାବକ । ୯ ମାସ ତଳେ ୫ଟି ସିଂହ ଶାବକକୁ ଜନ୍ମ ଦେଇଥିଲା ସିଂହୀ ବିଜଲୀ । ତେବେ ଗତ କିଛି ଦିନ ହେବ ୫ ସିଂହ ଶାବକ ଅସୁସ୍ଥ ହୋଇପଡିଥିଲେ । ସେଥିମଧ୍ୟରୁ ଆଜି ଏକ ସିଂହ ଶାବକର ମୃତ୍ୟୁ ଘଟିଛି । ବର୍ତ୍ତମାନ…
ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ଆଜି ଓ କାଲି ପ୍ରବଳ ବର୍ଷିବ !
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏସବୁ ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର,…
ବିଧାୟକଙ୍କୁ ଫାଇଭ ଟି ସଚିବଙ୍କ ସମାଲୋଚନା, ପିସିସି ସଭାପତି କହିଲେ ନିନ୍ଦନୀୟ
ଭୁବନେଶ୍ୱର: ଜଣେ ସରକାରୀ କର୍ମଚାରୀ ହୋଇ ନିର୍ବାଚିତ ପ୍ରତିନିଧିଙ୍କ ବିରୋଧରେ ବୟାନ ଦେବା ନିନ୍ଦନୀୟ। ପିସିସି ସଭାପତି ଫାଇଭ ଟି ସଚିବ ଭେ କେ ପାଣ୍ଡିଆନ ଗଂଜାମ ଗସ୍ତ ବେଳେ ପରୋକ୍ଷରେ ଗୋପାଳ ବିଧାୟକଙ୍କୁ ବିଶ୍ବାସଘାତକଙ୍କୁ ମା ତାରିଣୀ କ୍ଷମା ଦେବେନି ବୋଲି କହିବା ଉପରେ…
୫୦ ହଜାର ଲେଖାଏଁ କ୍ଷତି ପୂରଣ ପ୍ରଦାନ…
ମୋହନା: ମୋହନା ବନ୍ଧାଗୁଡାରେ ପଥର ବ୍ଲାଷ୍ଟିଂ ବେଳେ ପଥର ତଳେ ଚାପି ହୋଇ ଦୁଇ ଜଣ ମୃତ ଘଟଣା। ମୃତକ ପରିବାରକୁ ୫୦ ହଜାର ଲେଖାଏଁ କ୍ଷତି ପୂରଣ ପ୍ରଦାନ କଲା ଜ଼ିଲ୍ଲା ପ୍ରଶାସନ । ଏନେଇ ସୂଚନା ଦେଲେ ଗଜପତି ଉପ ଜ଼ିଲ୍ଲାପାଳ ଆଲୋକ ପ୍ରଧାନ।
ସୂଚନା ଅନୁସାରେ…
ପୁଣି ନଂ୧ ରେ ନବୀନ, ଲୋକପ୍ରିୟତାର ଶୀର୍ଷରେ ମୁଖ୍ୟମନ୍ତ୍ରୀ…
ପୁଣି ଏକ ସର୍ଭେ । ପୁଣି ନବୀନ ନମ୍ବର ୱାନ । ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ପ୍ରଥମ ପସନ୍ଦ ନବୀନ ପଟ୍ଟନାୟକ । ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ବଜାୟ ରଖିଛନ୍ତି । ଇଣ୍ଡିଆ ଟୁଡେର ମୁଡ୍ ଅଫ ଦ ନେସନ୍ ପୋଲରେ ଶୀର୍ଷ ସ୍ଥାନରେ ଅଛନ୍ତି…
ମାଙ୍କଡ ଦଳ ଆକ୍ରମଣ ଭୟରେ ମା’ ଆଖି ଆଗରେ ଚାଲି ଗଲା ଝିଅର ଜୀବନ…
ହିନ୍ଦୋଳ: ମାଙ୍କଡ ଦଳ ଆକ୍ରମଣ ଭୟରେ ମା’ ଆଖି ଆଗରେ ଚାଲି ଗଲା ଝିଅର ଜୀବନ । ଏଭଳି ଅଘଟଣ ଘଟିଛି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ କଳିଙ୍ଗା ଗ୍ରାମପଞ୍ଚାୟତ ପାଳଚକଡା ଗ୍ରାମରେ । ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ିଗଲେ ମା ଓ ଝିଅ। ମା ଅଳ୍ପକେ…