Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗଞ୍ଜାମ ଗସ୍ତ ପରେ ଗତକାଲି ଗଜପତିରେ ପହଞ୍ଚିଛନ୍ତି 5T ସଚିବ
ଗଜପତି : ଗଜପତି ଜିଲ୍ଳାପାଳଙ୍କ ସହ ଫାଇଭ ଟି ସଚିବଙ୍କ ସମୀକ୍ଷା ବୈଠକ । ଜିଲ୍ଲାପାଳଙ୍କ ସଭାଗୃହରେ ବିଭିନ୍ନ ଯୋଜନାର କାର୍ଯ୍ୟକାରୀ ଯୋଜନା ଉପରେ ସମୀକ୍ଷା କରିଛନ୍ତି ଫାଇଭ ଟି ସଚିବ ଭିକେ ପାଣ୍ଡିଆନ୍ ।…
ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନସ ଜରିଆରେ ଝାରସୁଗୁଡା ଓ ଲାଇକେରାରେ ଦୁଇଟି ଅତ୍ୟାଧୁନିକ ଡାଇଗ୍ନୋଷ୍ଟିକ ସେଣ୍ଟର ଉଦ୍ଘାଟନ କରିଛନ୍ତି। କରପୋରେଟ୍ ସଂସ୍ଥା ବେଦାନ୍ତ ସଂସ୍ଥା ସହଯୋଗରେ ଏହି ଦୁଇଟି କେନ୍ଦ୍ର ପ୍ରତିଷ୍ଠା…
ଟାଟା ପାୱାର ଅଧିକାରୀ ଗିରଫ, ଡୁପ୍ଲିକେଟ୍ ବିଲ୍ ଦେଇ ହଡ଼ପ କରିଛନ୍ତି ୧୫ ଲକ୍ଷ ଟଙ୍କା…
ବାଲେଶ୍ୱର: ବାଲେଶ୍ୱର ସଦର ଥାନା ସାରଗାଁରେ ଟାଟା ପାୱାରରେ ସେକ୍ସନ କମର୍ସିଆଲ ଅଫିସର ଭାବେ କାର୍ଯ୍ୟ କରୁଥିବା ଅରୁଣ କୁମାର ଜେନାଙ୍କୁ ପୁଲିସ ଗିରଫ କରିଛି। ସେ ଡୁପ୍ଲିକେଟ୍ ବିଲ୍ ଦେଇ ଗ୍ରାହକଙ୍କ ଠାରୁ ୧୫ ଲକ୍ଷ ଟଙ୍କା ଆଦାୟ କରି ହଡ଼ପ କରିଥିବା ଅଭିଯୋଗ…
ଚନ୍ଦ୍ରପୃଷ୍ଠରେ ଚାଲିଲା ରୋଭର ପ୍ରଜ୍ଞାନ…
ଚନ୍ଦ୍ରପୃଷ୍ଠରେ ସଫଳ ଅବତରଣ ପରେ କାର୍ଯ୍ୟ ଆରମ୍ଭ କରି ଦେଇଛି ଚନ୍ଦ୍ରଯାନ-୩ । ଚନ୍ଦ୍ରପୃଷ୍ଠରେ ଠିକ୍ ଭାବେ କାମ କରୁଛି ରୋଭର ପ୍ରଜ୍ଞାନ । ଲ୍ୟାଣ୍ଡର ବିକ୍ରମରୁ ରୋଭର ପ୍ରଜ୍ଞାନ ବାହାରୁଥିବା ବେଳର ଭିଡିଓ ଆଜି ଜାରି କରିଛି ଇସ୍ରୋ । ଏହି ଭିଡିଓକୁ ଲ୍ୟାଣ୍ଡର…
ଆଇଆଇସି ପୁଷ୍ପଲତା ରାଉତରାୟ ନିଲମ୍ବିତ…
ଭୁବନେଶ୍ୱର : ଗତ ଜୁଲାଇ ମାସରେ ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ଆଜି ନିଲମ୍ବନ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ (ଡିଜିପି)। ଏହି ନିଲମ୍ବନ ଆଦେଶ ଜୁଲାଇ ୨୨ ତାରିଖରୁ ପିଛିଲା ଭାବେ…
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖା ଖୋଲିଦେଲେ ପାଣ୍ଡିଆନ୍…
ବ୍ରହ୍ମପୁର:ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ମୁଖା ଖୋଲିଛନ୍ତି ଫାଇଭ ଟି ସଚିବ ଭି. କେ.ପାଣ୍ଡିଆ। କୋଭିଡ଼ ବେଳେ ଜଣେ ଜନ ପ୍ରତିନିଧି ମୁଖ୍ୟମନ୍ତ୍ରୀଙ୍କୁ ଫୋନ କରି କହିଥିଲେ ବାହାରେ ରହୁଥିବା ଗଞ୍ଜାମର ଲୋକଙ୍କୁ ନ ଆଣିବା ପାଇଁ। ସେମାନେ ଆସିଲେ…
ସୌରିନ ଭଟ୍ଟଙ୍କ ଜାମିନ ଆବେଦନର ଶୁଣାଣି ଶେଷ
କଟକ: ହାଇକୋର୍ଟରେ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଜାମିନ ଆବେଦନର ଶୁଣାଣି ଶେଷ । ରାୟ ସଂରକ୍ଷିତ। କୋର୍ଟରେ ଦାଖଲ ହେଲା କେସ ଡାଏରୀ ଓ ସିଆରପିସି ୧୬୪ ଆଧାରରେ ଵୟାନ ରେକର୍ଡ। କଣ୍ଠଶିଳ୍ପୀ ସୌରୀନଙ୍କ ନାଁରେ ବାନ୍ଧବୀଙ୍କ ସହ ଅସଦାଚରଣ ଓ ଟଙ୍କା ଠକେଇର ଅଭିଯୋଗ…
୫ଟି ଫ୍ଲିଟ୍ ସପୋର୍ଟ ଜାହାଜ ପାଇଁ ଏଚଏସଏଲ୍ ସହ ୧୯ ହଜାର କୋଟିର ଚୁକ୍ତି
ନୂଆଦିଲ୍ଲୀ: ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ପାଇଁ ପ୍ରୋତ୍ସାହନ। ପ୍ରତିରକ୍ଷା ମନ୍ତ୍ରଣାଳୟ ଆଜି (ଅଗଷ୍ଟ ୨୫, ୨୦୨୩) ଭାରତୀୟ ନୌସେନା ପାଇଁ ପାଞ୍ଚଟି ଫ୍ଲିଟ୍ ସପୋର୍ଟ ଜାହାଜ (FSS) ଅଧିଗ୍ରହଣ ପାଇଁ ବିଶାଖାପାଟନମ୍ ହିନ୍ଦୁସ୍ତାନ ସିପିୟାର୍ଡ…
ପ୍ରଧାନମନ୍ତ୍ରୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କଲେ ଗ୍ରୀସ୍ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଗ୍ରୀସ୍ ରାଷ୍ଟ୍ରପତି କାଟେରିନା ସାକେଲାରୋପୋଉଲୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କରିଛନ୍ତି। ଅର୍ଡର ଅଫ୍ ଅନର ୧୯୭୫ ମସିହାରେ ସ୍ଥାପିତ ହୋଇଥିଲା। ତାରାର ସମ୍ମୁଖ ପାର୍ଶ୍ୱରେ ଦେବୀ…
ଡାକ୍ତରଖାନାରୁ ଗାଏବ ମହିଳା SI, ବିଷ ପିଇ ମେଡିକାଲ ହୋଇଥିଲେ ଭର୍ତ୍ତି…
ବଲାଙ୍ଗିର: ବଏଫ୍ରେଣ୍ଡ ପାଇଁ ବିଷ ପିଇ ଚର୍ଚ୍ଚାକୁ ଆସିଥିବା ପୋଲିସ ଏସଆଇ କୁଆଡେ ଗଲେ? କୌଣସି ଏକ ମେଡିକାଲରେ ଚିକିତ୍ସିତ ହେଉଥିବା କୁହାଯାଉଛି । ଏନେଇ ବଲାଙ୍ଗିର SDPO ତୋଫାନ ବାଗ କହିଛନ୍ତି , ଏସଆଇଙ୍କ ବ୍ୟକ୍ତିଗତ ସମସ୍ୟା ନେଇ ଏପରି ପଦକ୍ଷେପ ନେଇଛନ୍ତି ।…