Browsing Category

ଓଡିଶା

ଘୁଞ୍ଚିଲା ଗୋପାଳ ଦାସ ଡିସଚାର୍ଜ ପିଟିସନ୍ ଶୁଣାଣି

ଝାରସୁଗୁଡା: ମନ୍ତ୍ରୀ ନବଦାସ ହତ୍ୟା ମାମଲା  । ଆସନ୍ତା ସେପ୍ଟେମ୍ବର ୨ ତାରିଖକୁ ଘୁଞ୍ଚିଲା ଅଭିଯୁକ୍ତ ଗୋପାଳ ଦାସର ଡିସଚାର୍ଜ ପିଟିସନ୍ ଶୁଣାଣି  । ଝାରସୁଗୁଡା ଅତିରିକ୍ତ ଜିଲ୍ଲା ଦୌରା ଜଜ ଛୁଟିରେ ଥିବାରୁ ଡିସଚାର୍ଜ ପିଟିସନର ଶୁଣାଣିକୁ ଘୁଞ୍ଚାଇ ଦିଆଯାଇଛି । ତେବେ ଡିସଚାର୍ଜ…

୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ମୌସୁମୀ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନରେ ହିମାଳୟ ପାଦଦେଶରେ ପ୍ରବାହିତ ହେଉଛି। ଏପରିସ୍ଥିତରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା…

ଫାଇଭ-ଟି ଅନ୍ତର୍ଭୁକ୍ତ ହେବ ଖୋର୍ଦ୍ଧା ଜିଲ୍ଲାର ସବୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଯୁକ୍ତ ୩ କଲେଜ…

ଭୁବନେଶ୍ବର : ଭୁବନେଶ୍ୱର ଜନତା ମୈଦାନରେ ହେଉଥିବା କାର୍ଯ୍ୟକ୍ରମରେ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ଏକ ବଡ ଘୋଷଣା କରିଛନ୍ତି  ।  ଖୋର୍ଦ୍ଧା ଜିଲ୍ଲାର ସବୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ଯୁକ୍ତ-୩ କଲେଜ ଫାଇଭ-ଟି ଅନ୍ତର୍ଭୁକ୍ତ ହେବ । ଏନେଇ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିବା ନେଇ…

କଳାହାଣ୍ଡି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବିରୋଧରେ ଅସନ୍ତୋଷ ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା…

କଳାହାଣ୍ଡି: କଳାହାଣ୍ଡି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରଛାତ୍ରୀଙ୍କୁ ପାଠପଢା ବ୍ଯତୀତ ଅନ୍ୟ କୌଣସି ଥିରେ ଯେପରିକି କଲେଜର ଅନ୍ୟାନ୍ୟ ଆକ୍ଟିଭିଟିରେ ଅଂଶ ଗ୍ରହଣ କରିବାକୁ ସୁଯୋଗ ଦେଉ ନାହାନ୍ତି। କଳାହାଣ୍ଡି ଛାତ୍ର ସଂସଦ ସଂଘ ଏଭିଳ ଅଭିଯୋଗ କରିଛି। କେହି ନିୟମ ଭାଙ୍ଗିଲେ…

ରାଜଧାନୀର ୪ଟି ସିଏଚସିରେ ଖୋଲିବ ଡେଙ୍ଗୁ ୱାର୍ଡ…

ଭୁବନେଶ୍ୱର: ରାଜଧାନୀରେ ଦୃତ ଗତିରେ ବ୍ୟାପୁଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ୪ଟି ଯାକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଖୋଲିବ ଡେଙ୍ଗୁ ୱାର୍ଡ। ପ୍ରତି ଅର୍ବାନ ସିଏଚସିରେ ୧୦ଟି ଲେଖାଏଁ ଶଯ୍ୟା ରହିବ। ରାଜଧାନୀରେ ଡେଙ୍ଗୁ…

ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ ରାଗିଂ…

ପୁରୀ: ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଏମବିବିଏସ ପ୍ରଥମ ବର୍ଷର ଛାତ୍ର ସିନିଅର ଛାତ୍ରୀଙ୍କ ବିରୋଧରେ ରାଗିଂ ଭଳି ଗୁରୁତର ଅଭିଯୋଗ ଆଣିଛନ୍ତି। ତାଙ୍କ ଅଭିଯୋଗକୁ ଭିତ୍ତି କରି ମେଡିକାଲ କଲେଜର ଡିନ୍ ପେଣ୍ଠକଟା ମେରାଇନ୍ ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗକୁ ଭିତ୍ତି କରି ଏକ ମାମଲା…

ସମ୍ବଲପୁର ଅଇଁଠାପାଲିରେ ଘର ଭିତରୁ ମାଆ ପୁଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…

ସମ୍ବଲପୁର: ସମ୍ବଲପୁର ଅଇଁଠାପାଲି ଥାନା ଟାଙ୍ଗରପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି  । ବେକରେ ରଶି ଲଗାଇ ମାଆ ଓ ପୁଅ ଆତ୍ମହତ୍ୟା କରିଥିବା ଜଣାପଡିଛି  । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି  । ଟାଙ୍ଗରପାଲିରେ ଉଭୟ ମାଆ ଏବଂ ପୁଅ ରହୁଥିଲେ । କିନ୍ତୁ ଆଜି ସକାଳୁ…

ଆଠ ବର୍ଷ ପରେ ଭିଜିଲାନ୍ସ ହାତରେ ନିଲମ୍ବିତ ବିଡିଓ…

ଭୁବନେଶ୍ୱର: କୋରାପୁଟସ୍ଥିତ ନାରାୟଣପାଟଣାର ପୂର୍ବତନ ବ୍ଲକ୍ ଉନ୍ନୟନ ଅଧିକାରୀ (ବିଡିଓ) ରମେଶ ଚନ୍ଦ୍ର ସାହୁଙ୍କୁ ସୋମବାର ଦିଲ୍ଲୀରେ ଭିଜିଲାନ୍ସ ବିଭାଗ ଗିରଫ କରିଛି। ସାତୋଟି ଦୁର୍ନୀତି ମାମଲାରେ ସମ୍ପୃକ୍ତ ଥିବା ସହ ସାହୁ ଆଠ ବର୍ଷ ଧରି ଆଇନଗତ ପ୍ରକ୍ରିୟାକୁ ଏଡାଇବାକୁ ଯାଇ ଫେରାର…

କଳାହାଣ୍ଡି ଧର୍ମଗଡରେ ସଶସ୍ତ୍ର ଡକାୟତି: ଡକାୟତ ଲୁଟିଲେ ୨୫ଭରି ସୁନା

ଧର୍ମଗଡ : କଳାହାଣ୍ଡି ଧର୍ମଗଡରେ ସଶସ୍ତ୍ର ଡକାୟତି  । ଘର ଆଲମିରା ଭାଙ୍ଗି ଡକାୟତମାନେ ଲୁଟିଛନ୍ତି ୨୫ ଭରି ସୁନା ଅଳଙ୍କାର  । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କୋକସରା ଥାନା ଓଲମା ଗାଁରେ  । ଗତକାଲି ବିଳମ୍ବିତ ରାତିରେ ଦୁର୍ବୁତ୍ତମାନେ ଧନଞ୍ଜୟ ସାହୁଙ୍କ ଘରେ…

ପୋଲିସ ଉପରେ ଆକ୍ରମଣ କରି ଅଭିଯୁକ୍ତକୁ ଛଡାଇ ନେଲେ ଦୁର୍ବୁତ୍ତ…

ସୋରୋ: ଵାଲେଶ୍ୱର ଜିଲ୍ଲା ସୋର ଥାନା ଅନନ୍ତପୁର ଫାଣ୍ଡି ପୋଲିସ ଘାଟ ଅଞ୍ଚଳରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି  । ପୋଲିସ ଉପରେ ଆକ୍ରମଣ କରି ଅଭିଯୁକ୍ତଙ୍କୁ ଛଡ଼ାଇ ନେଇଛନ୍ତି ଦୁର୍ବୃତ୍ତ । ଅନନ୍ତପୁର ଫାଣ୍ଡି ପୋଲିସ ଜଣେ ଅଭିଯୁକ୍ତ ବଂଶୀଧର ମଲ୍ଲିକକୁ…