Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଉରକେଲା NITରୁ ୪ ନକଲି ପରୀକ୍ଷାର୍ଥୀ ଗିରଫ
ରାଉରକେଲା : ରାଉରକେଲାରେ ଧରାପଡ଼ିଲେ ନକଲି ପରୀକ୍ଷାର୍ଥୀ । ଜାତୀୟ ବୈଷୟିକ ପ୍ରତିଷ୍ଠାନ -ଏନ୍ଆଇଟି ଟେକ୍ନିକାଲ ଆସିଷ୍ଟାଣ୍ଟ ନିଯୁକ୍ତି ପରୀକ୍ଷାରେ ଧରାପଡିଲେ ଜାଲ ପରୀକ୍ଷାର୍ଥୀ। ଏହି ଚାରି ଅଭିଯୁକ୍ତ ହେଉଛନ୍ତି- ପୁନିତ ସିଂହ, ଗୌରବ ଚୌହାନ, ମନିଷ କୁମାର…
ରୁଟି ପୋଡ଼ିଯିବାରୁ ତାୱାରେ ବୋହୂକୁ ଚେଙ୍କ, ଶାଶୁ ଓ ସ୍ବାମୀ ଗିରଫ
କାମାକ୍ଷାନଗର: ବୋହୂକୁ ଗରମ ତାୱା ଚେଙ୍କ । ରୁଟି ପୋଡ଼ିଯିବାରୁ ତାୱାରେ ବୋହୂକୁ ଚେଙ୍କ ଦେଇ ଗିରଫ ହେଲେ ଶାଶୁ ଓ ସ୍ବାମୀ । ଭୂବନ ଥାନା ଲତାବିଲ ଅଞ୍ଚଳର ଭାଗିରଥୀ ବେହେରାଙ୍କ ଝିଅ ରଶ୍ମିତା ବେହେରା ଜଗତସିଂହପୁର ଖାରବେଳର ଦିଗବିଜୟଙ୍କୁ ବିବାହ କରିଥିଲେ ।…
କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟି ଘୋଷଣା
ନୂଆଦିଲ୍ଲୀ: ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ନିଜର ନୂତନ ଦଳ ପ୍ରସ୍ତୁତ କରିଛି। କଂଗ୍ରେସର ନୂତନ କାର୍ଯ୍ୟକାରୀ କମିଟିର ତାଲିକା ପ୍ରକାଶ ପାଇଛି ଯେଉଁଥିରେ ସୋନିଆ…
ସ୍କୁଲ ଭିତରେ ବନ୍ଧୁଙ୍କ ସହ ମଦ୍ୟପାନ କଲେ ଶିକ୍ଷକ
ବୌଦ୍ଧ: ସରକାରୀ ସ୍କୁଲରେ ପିଲାଙ୍କୁ ଶିକ୍ଷାଦାନ ଦେବା ବଦଳରେ ଏକ କୋଠରୀରେ କବାଟ ବନ୍ଦ କରି ମଦ୍ୟପାନ କରୁଛନ୍ତି ଶିକ୍ଷକ । ଜଣେ ଶିକ୍ଷକ ଏବଂ ତାଙ୍କର ଅନ୍ୟ ଜଣେ ବନ୍ଧୁ ମିଶି ମଦ୍ୟପାନ କରୁଥିବା ମୁହୂର୍ତ୍ତର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।
ବୌଦ୍ଧ…
ପାରିବାରିକ କଳହକୁ ନେଇ ବିଷ ପିଇ ଆତ୍ମହତ୍ୟା କଲେ ସ୍ତ୍ରୀ…
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ସାନବଦାଙ୍ଗି ଗାଁରେ ଅଭାବନୀୟ ଘଟଣା ଘଟିଛି । ପାରିବାରିକ କଳହକୁ ନେଇ ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ମହିଳା ଜଣକ ରିଙ୍କି ବେହେରା ବୋଲି ଜଣାପଡିଛି । ରିଙ୍କି ୫ ବର୍ଷ ତଳେ ରାଧାକାନ୍ତ ବେହେରାଙ୍କୁ…
ବାରିପଦାରେ ହେବ କ୍ୟାନସର ହସ୍ପିଟାଲ…
ବାରିପଦା: ପୁରା ହେବ ମୟୁରଭଞ୍ଜବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ । ବାରିପଦାରେ ହେବାକୁ ଯାଉଛି କ୍ୟାନସର ହସ୍ପିଟାଲ । ଖୁବଶୀଘ୍ର ଖୋଲିବ ୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ । ଏ ନେଇ ଗତକାଲି ଟାଟା ମେମୋରିଆଲ କ୍ୟାନସର ହସ୍ପିଟାଲ ମୁମ୍ବାଇରୁ ଏକ ୫ ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ…
ମନ୍ଦିରରେ ପୂଜା କରୁଥିବା ସମୟରେ ଟଳି ପଡ଼ିଲେ ପୂଜକ…
ନରସିଂହପୁର: ଆଜି ସକାଳେ କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ ଅଲରା ଗାଁରେ ଥିବା ଶିବ ମନ୍ଦିରରେ ଅଘଟଣ ଘଟିଛି। ମନ୍ଦିରରେ ପୂଜା କରୁଥିବା ସମୟରେ ଟଳି ପଡ଼ିଥିଲେ ପୂଜକ। ମେଡିକାଲରେ ତାଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର।
ସୂଚନା ଅନୁଯାୟୀ, ଅଲରା ଗାଁରେ ଶିବ ମନ୍ଦିରର ପୂଜକ…
୪୦ଥର ଟ୍ରାଫିକ ନିୟମ ଭାଙ୍ଗି ଧରାପଡିଲେ ବ୍ୟକ୍ତି, ଦେଲେ ୧୨ ହଜାର ଟଙ୍କା ଜରିମାନା
ବେଙ୍ଗାଲୁରୁ: ଚାଲାଣ ଉପରେ ଲାଗିଲା ଚାଲାଣ । ଅନେକ ଲୋକ ଟ୍ରାଫିକ ନିୟମ ଭାଙ୍ଗିଥିବା ତ ଆପଣମାନେ ଜାଣିଥିବେ । କିନ୍ତୁ ଜଣେ ବ୍ୟକ୍ତି ୪୦ ଥର ଟ୍ରାଫିକ ନିୟମ ଭାଙ୍ଗି ଜରିମାନା ଦେଇଛନ୍ତି । ବେଙ୍ଗାଲୁରୁ ଟ୍ରାଫିକ ପୋଲିସ ଜଣେ ବ୍ୟକ୍ତି ଟ୍ରାଫିକ ନିୟମ ଭାଙ୍ଗିଥିବାର ୪୦ଟି ପେଣ୍ଡିଂ…
ମାଷ୍ଟର ମାଇଣ୍ଡ କାହ୍ନୁ ଚରଣ ପ୍ରଧାନକୁ ଗିରଫ କଲା ଏସଟିଏଫ…
ଭୁବନେଶ୍ବର: ସୂଚନା ଅଧିକାର କର୍ମୀ କହି ଠକେଇ ମାମଲା । ମାଷ୍ଟର ମାଇଣ୍ଡ କାହ୍ନୁ ଚରଣ ପ୍ରଧାନଙ୍କୁ ଗିରଫ କଲା ଏସଟିଏଫ୍ । କାହ୍ନୁ ଚରଣଙ୍କଠାରୁ ୪ କୋଟି ଟଙ୍କା ବ୍ୟାଙ୍କ ଖାତା ଜମା ଥିବା ନେଇ ତଥ୍ୟ ମିଳିଛି । କାହ୍ନୁଚରଣ ଆକାଉଣ୍ଟରେ କୋଟି କୋଟି ଟଙ୍କାର ଟ୍ରାଞ୍ଜାକ୍ସନ ହୋଇଛି ।…
ଏସଆଇଙ୍କୁ ଆକ୍ରମଣ ଘଟଣା: ୪ ଅଭିଯୁକ୍ତ ଗିରଫ..
ଭୁବନେଶ୍ବର: ଅପରାଧୀଙ୍କ ଆଡ୍ଡା ସ୍ଥଳୀ ପାଲଟିଛି ରାଜଧାନୀ ଭୁବନେଶ୍ଗର । ଧଉଳି ଥାନା ଅଧୀନ ଲିଙ୍ଗିପୁର ବିଦ୍ୟୁତ ସବଷ୍ଟେସନ ନିକଟରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଏକ ପରିତ୍ୟକ୍ତ କୋଠା ଘରେ ଏକ ଅପରାଧୀ ଗ୍ୟାଙ୍ଗ ଅପରାଧ ଘଟାଇବା ପାଇଁ ଆଡ୍ଡା…