Browsing Category

ଓଡିଶା

ବିବାହିତ ପ୍ରେମିକ ଘର ଆଗରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର : ବିବାହିତ ପ୍ରେମିକ ଘର ଆଗରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ । ଗଞ୍ଜାମ ଭଞ୍ଜନଗର ଗାଙ୍ଗପୁର ଥାନା କ୍ଷତ୍ରିୟବରପୁର ଗାଁର ଘଟଣା । ତେବେ ଯୁବତୀଙ୍କୁ ବିଷ ଦେଇ ବିବାହିତ ପ୍ରେମିକ ହତ୍ୟା କରିଛି । ଏଭଳି ଅଭିଯୋଗ କରି ଥାନାରେ ଏତଲା ଦେଇଛନ୍ତି…

କୁନି ଝିଅ ସମସ୍ୟା ବଖାଣିବା ପରେ ପଦୁଗୁଡ଼ା ଗାଁ ପହଞ୍ଚିଲା ଦଶମନ୍ତପୁର ବ୍ଲକ୍ ପ୍ରଶାସନ

କୋରାପୁଟ: ସଫଳ ହେଲା କୁନି ଝିଅର ନିଆରା ଢଙ୍ଗରେ କରିଥିବା ଅଭିଯୋଗ। କୁନିଝିଅ ନିଜ ଅଞ୍ଚଳର ସମସ୍ୟା ବଖାଣିବା ପରେ ପଦୁଗୁଡ଼ା ଗାଁରେ ପହଞ୍ଚିଛି ଦଶମନ୍ତପୁର ବ୍ଲକ୍ ପ୍ରଶାସନ। ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାର ଦଶମନ୍ତପୁର ଅଞ୍ଚଳବାସୀଙ୍କ ସମସ୍ୟାକୁ ଅଗଷ୍ଟ…

ଝାରସୁଗୁଡାରେ ଦୁଇଟି ବର୍ଜ୍ୟବସ୍ତୁ ବିଶୋଧନ ବ୍ୟବସ୍ଥା ଆବଶ୍ୟକ ଅଛି କି ନାହିଁ ଜଣାଅ : ହାଇକୋର୍ଟ

କଟକ: ଝାରସୁଗୁଡ଼ା ଜିଲ୍ଲାରେ ବର୍ଜ୍ୟବସ୍ତୁ ବିଶୋଧନ, ସଂରକ୍ଷଣ ଓ ନିଷ୍କାସନ ବ୍ୟବସ୍ଥାକୁ ନେଇ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ୍ ଇନଫ୍ରାଷ୍ଟ୍ରକଚର୍ ଡେଭଲପମେଣ୍ଟ୍ କର୍ପୋରେସନ୍ (ଆଇଡିସିଓ)କୁ ହାଇକୋର୍ଟ ନିର୍ଦ୍ଦେଶ…

ଆସନ୍ତା ୩ ଦିନ ରହିବ ଶୁଖିଲା ପାଗ

ଭୁବନେଶ୍ୱର: ରାଜ୍ୟରେ ଆଉ ନାହିଁ ଲଘୁଚାପର ପ୍ରଭାବ। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ। ଫଳରେ ଆସନ୍ତା ୩ ଦିନ ଯାଏ…

ଅଭିଯୁକ୍ତ ଭାସ୍କର ସାହୁଙ୍କୁ ଛାଡ଼ିଦେଲା ପୁଲିସ

ସାକ୍ଷୀଗୋପାଳ: ସତ୍ୟବାଦୀରେ ୫ଟି ସଚିବ ଭି କେ ପାଣ୍ଡିଆନଙ୍କୁ କାଳିମାଡ଼ ଘଟଣାରେ ଅଭିଯୁକ୍ତ ଭାସ୍କର ସାହୁଙ୍କୁ ପୁଲିସ ଛାଡ଼ି ଦେଇଛି। ଅନୁଶୋଚନା ଓ ଦୁଃଖ ପ୍ରକାଶ କରିବା ପରେ ତାଙ୍କୁ ବଡ଼ଭାଇ ଧନେଶ୍ବର…

ଆସୁଛି ଗଣେଶ ପୂଜା, ଚାନ୍ଦା ଆଦାୟ ଓ ଠାକୁରଙ୍କ ମୂର୍ତ୍ତି ବିକୃତ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ…

ଭୁବନେଶ୍ଵର: ଆଗକୁ ଆସୁଛି ଗଣେଶ ପୂଜା । ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌‌ ପୁଲିସ ତା’ର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଗଣେଶଙ୍କ ମୂର୍ତ୍ତି ବିକୃତ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏଥିସହିତ ଚାନ୍ଦା ଓ ବଟି ଆଦାୟ ନେଇ ନୋ’ ଟଲେରାନ୍ସ ନୀତି ଆପଣାଇବାକୁ ସ୍ଥିର…

ନବଜାତଙ୍କ ଶିରାରେ ପବନ ଏବଂ ଇନସୁଲିନ ଭରି ହତ୍ୟା କରିଥିଲେ ନର୍ସ…

୭ଜଣ ନବଜାତକଙ୍କୁ ହତ୍ୟା କରିଥିବା ଏବଂ ଆଉ ୬ଜଣଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ଇଂଲଣ୍ଡର ଚେଷ୍ଟର୍ ହସ୍ପିଟାଲର ଜଣେ ନର୍ସ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଚେଷ୍ଟର୍ ହସ୍ପିଟାଲରେ କାମ କରୁଥିବା ନର୍ସ ଲୁସି ଲେଟବୀଙ୍କୁ ମାଞ୍ଚେଷ୍ଟର କ୍ରାଉନ କୋର୍ଟ ହତ୍ୟା…

୬ ମାସ ଭିତରେ ଶେଷ ହେବ ସମସ୍ତ କଲେଜଗୁଡ଼ିକର ଉନ୍ନତିକରଣ କାର୍ଯ୍ୟ: 5T ସଚିବ…

ପୁରୀ: ପୁରୀର ସମସ୍ତ +୨ଏବଂ +୩ କଲେଜଗୁଡ଼ିକ ୫ଟି ରୂପାନ୍ତିକରଣରେ ସାମିଲ କରାଯାଇଛି । ଏଥିସହ ସମସ୍ତ କଲେଜଗୁଡିକ ଉନ୍ନତି ନିମନ୍ତେ ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯିବ । ଏକ ମାସ ମଧ୍ୟରେ ସମସ୍ତ କଲେଜଗୁଡିକରେ ଉନ୍ନତିକରଣ କାର୍ଯ୍ୟ ଆରମ୍ଭ କରାଯାଇ ୬ ମାସ ମଧ୍ୟରେ ଶେଷ କରିବା…

CBSE ଜାରି କଲା ନୂଆ ନୋଟିସ, ଏହା ନକଲେ ଦେଇପାରିବେନି ୨୦୨୪ ବୋର୍ଡ ପରୀକ୍ଷା…

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ବା ସିବିଏସ୍ଇ, ଛାତ୍ର ତଥା ସେହି ସମ୍ବନ୍ଧୀୟ ସ୍କୁଲଗୁଡ଼ିକ ପାଇଁ ଏକ ସତର୍କ ସୂଚନା ଜାରି କରିଛି। ସିବିଏସ୍ଇ ସୂଚନା ଦେଇଛି ଯେ ଯଦି ଛାତ୍ର ଏବଂ ସ୍କୁଲଗୁଡ଼ିକ ‘ଲିଷ୍ଟ ଅଫ କ୍ୟାଣ୍ଡିଡେଟ୍ସ’ ଫର୍ମ ଠିକ୍‌ ଭାବରେପୂରଣ…

୧୮ରୁ କମ୍ ବୟସରେ ଶାରୀରିକ ସମ୍ପର୍କକୁ ଅପରାଧ ମୁକ୍ତ କରିବା ଠିକ୍ ହେବ କି ?

ନୂଆଦିଲ୍ଲୀ: ବିଦେଶ ପରି ଆମ ଦେଶରେ ରୋମିଓ-ଜୁଲିଏଟ୍ ଆଇନକୁ ସମ୍ଭାବ୍ୟ ଭାବେ ଗ୍ରହଣ କରିବା ନେଇ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ମତାମତ ଦେବାକୁ କହିଛନ୍ତି। ଏହି ଆଇନର ଉଦ୍ଦେଶ୍ୟ ହେଉଛି କିଶୋରୀମାନଙ୍କ ମଧ୍ୟରେ ସହମତିରେ ହେଉଥିବା ଯୌନ କାର୍ଯ୍ୟକଳାପକୁ ଅପରାଧମୁକ୍ତ କରିବା। ୧୮…