Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାହୁଲ ଗାନ୍ଧି ଆମେଠିରୁ ଲଢ଼ିବେ ଲୋକସଭା ନିର୍ବାଚନ, ୟୁପି କଂଗ୍ରେସ ଅଧ୍ୟକ୍ଷଙ୍କ ବଡ଼ ଘୋଷଣା
ଲୋକସଭା ନିର୍ବାଚନ ୨୦୨୪କୁ ନେଇ ସମସ୍ତ ଦଳ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୟୁପି କଂଗ୍ରେସର ନୂତନ ଅଧ୍ୟକ୍ଷ ଅଜୟ ରାୟ କହିଛନ୍ତି ଯେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଆମେଠିରୁ ନିର୍ବାଚନ ଲଢ଼ିବେ।
ଉତ୍ତର ପ୍ରଦେଶ କଂଗ୍ରେସ…
ମୋକିମଙ୍କ ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ଦାୟର ଜନସ୍ୱାର୍ଥ ମାମଲାକୁ ଅଗ୍ରାହ୍ୟ କରିଛନ୍ତି । ଏ ନେଇ ଜନସ୍ବାର୍ଥ ମାମଲା ଦାୟର କରିଥିଲେ ଡାକ୍ତର ରବିରଞ୍ଜନ ସାହୁ ।…
ଭୁବନେଶ୍ବରରେ ଉଦଘାଟନ ହେଲା ପ୍ରଥମ ସିଏନଜି ବା ପ୍ରାକୃତିକ ଗ୍ଯାସ ଆଧାରିତ ଶବଦାହ କେନ୍ଦ୍ର…
ଭୁବନେଶ୍ବର: ଭୁବନେଶ୍ବରରେ ଉଦଘାଟନ ହେଲା ପ୍ରଥମ ସିଏନଜି ବା ପ୍ରାକୃତିକ ଗ୍ଯାସ ଆଧାରିତ ଶବଦାହ କେନ୍ଦ୍ର। ଏଣିକି ଆଉ କାଠ ଦରକାର ହେବନି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତ ଷଡଙ୍ଗୀ ଏହି ଶବାଦାହ କେନ୍ଦ୍ରକୁ ଉଦଘାଟନ କରିଛନ୍ତି। ୧୬…
ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ…
ମୟୁରଭଞ୍ଜ: ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ଓଟି ରୁମରେ ଅଗ୍ନିକାଣ୍ଡ। ଖବର ପାଇଁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। ପ୍ରାୟ ଅଧଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ…
ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି
ଭୁବନେଶ୍ୱର: ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି। ଶୁକ୍ରବାର ଦିନ ସାବିତା ପ୍ରଧାନଙ୍କୁ ପୁରୀ ସତ୍ୟବାଦୀଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ନିଯୁକ୍ତି ଦେଲେ କୁଳାଧିପତି ତଥା ରାଜ୍ୟପାଳ ଗଣେଶୀ ଲାଲ୍। କୁଳପତି ଭାବେ ପ୍ରଫେସର…
ମାହାଙ୍ଗା ମିଷ୍ଟ୍ରି : ବ୍ୟାପକ ହେବ ତଦନ୍ତ- ଏସପି
କଟକ: ବହୁ ଚର୍ଚ୍ଚିତ ମାହାଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଟକ ଗ୍ରାମାଞ୍ଚଳ ଏସପି । ତଦନ୍ତ ବ୍ୟାପକ ହେବ ବୋଲି କହିଛନ୍ତି ଏସପି ମିହିର ପଣ୍ଡା । ବିଭିନ୍ନ ଦିଗକୁ ନେଇ ତଦନ୍ତ ହେବ । ଏବଂ ତଦନ୍ତର କୌଣସି ବି ଦିଗକୁ ଛଡାଯିବନି । ଘଟଣାରେ ଯିଏ ବି…
ବନ୍ଦ ଘରୁ ମିଳିଲା ୨ ଯୁବକଙ୍କ ମୃତ ଦେହ…
ବାଲିଅନ୍ତା: ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ଗାଁରେ ଖେଳି ଯାଇଛି ଚାଞ୍ଚଲ୍ୟ । ଏକ ବନ୍ଦ ଘରୁ ମିଳିଛି ଦୁଇ ଦୁଇଟି ମୃତ ଦେହ । ସକାଳୁ ସକାଳୁ ଗାଁରେ ପୋଲିସ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିଛି । ଏହି ଘଟଣା ଏବେ ସାରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି ।
ଭୁବନେଶ୍ୱର ଉପକଣ୍ଠ…
ଭତ୍ତା ପାଇଁ ଟ୍ରଲିରେ ବୁହାହେଲେ ବୃଦ୍ଧା…
ପାରଳାଖେମୁଣ୍ଡି//ବ୍ରହ୍ମପୁର : ଡିବିଟି ବ୍ୟବସ୍ଥା ବନ୍ଦ କରି ପୁଣି ହିତାଧିକାରୀଙ୍କ ହାତରେ ବାର୍ଦ୍ଧକ୍ୟ ଭତ୍ତା ଦେବାର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲିବୁଲି ପାରୁନାହାନ୍ତି, ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବାର ବ୍ୟବସ୍ଥା ମଧ୍ୟ କରିଛନ୍ତି। ହେଲେ…
ଦେଶର ପ୍ରଥମ 3D-ପ୍ରିଣ୍ଟେଡ୍ ପୋଷ୍ଟ ଅଫିସ୍ ଉଦ୍ଘାଟନ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ
ବେଙ୍ଗାଲୁରୁ: କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବେଙ୍ଗାଲୁରୁରେ ଭାରତର ପ୍ରଥମ 3D ପ୍ରିଣ୍ଟେଡ୍ ପୋଷ୍ଟ ଅଫିସ୍ ଉଦଘାଟନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଗତ ନଅ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଦେଶ ଅନେକ ନୂତନ ଜ୍ଞାନକୌଶଳ ଦିଗରେ ବିକାଶ…
୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ…
କାଲିମେଳା : ମାଲକାନଗିରିରେ ଥମୁନି ଧଳା ଜହର କାରବାର । ପୋଲିସ କବଜାରେ ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ । ଧଳା ଜହର କାରବାର ମାମଲାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି । ଅଭିଯୁକ୍ତଙ୍କ ଠାରୁ ୧.୬ ଗ୍ରାମର ବ୍ରାଉନସୁଗାର, ୫୦ କିଲୋଗ୍ରାମ ଗଞ୍ଜେଇ ସହ ୨ଟି…