Browsing Category

ଓଡିଶା

ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନରେ ଅର୍ଥମନ୍ତ୍ରୀ, ଅମୃତ କଳା ଯାତ୍ରାର କଲେ ଶୁଭାରମ୍ଭ

ପୁରୀ: ସ୍ୱାଧୀନତା ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଜନ୍ମମାଟି ପୁରୀ ବୀରହରେକୃଷ୍ଣପୁର ଗାଁରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଠାରେ କେନ୍ଦ୍ର ମନ୍ତ୍ରୀଙ୍କୁ ସଂକୀର୍ତ୍ତନ ମଣ୍ଡଳୀ ଜରିଆରେ କରାଗଲା ସ୍ୱାଗତ। ସୀତାରମଣ ସହିଦ ଜୟୀ ରାଜଗୁରୁଙ୍କ ଜନ୍ମସ୍ଥାନ…

ପ୍ରେମିକ ସହ ଧରାପଡିଲା ସ୍ତ୍ରୀ, ସ୍ବାମୀଙ୍କ ଏତଲା ପରେ ଲଜରୁ ଉଦ୍ଧାର କଲା ପୋଲିସ

ଭୁବନେଶ୍ବର : ପ୍ରେମିକ ସହ ଧରାପଡିଲା ସ୍ତ୍ରୀ। ଭୁବନେଶ୍ବର ଅଶୋକନଗର ସ୍ଥିତ ଏକ ଲଜରୁ ଉଭୟଙ୍କୁ ଉଦ୍ଧାର କରାଯାଇଛି। ଅସଂଯତ ଅବସ୍ଥାରେ ଲଜରୁ ଉଦ୍ଧାର ହୋଇଛନ୍ତି ମହିଳା । ଗତ ୧୪ ତାରିଖରେ ମହିଳ ଜଣକ ଘରୁ ଲୁଚି ପଳାଇ ଆସିଥିଲେ। ଏହାପରେ ନିଜ ପ୍ରେମିକ ସହ ଲଜରେ ରହୁଥିଲେ।…

ଶ୍ରୀଜିଉଙ୍କ ଦର୍ଶନ ସହ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା ବୁଲି ଦେଖିଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ପୁରୀ : ପୁରୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। କିଛି ସମୟ ମନ୍ଦିରରେ ରହି ପୂଜାର୍ଚ୍ଚନା କରି ଶ୍ରୀଜିଉଙ୍କ ଦର୍ଶନ କରିଥିଲେ । ନିର୍ମଳା ସୀତାରମଣଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଉପସ୍ଥିତ…

ବଡ଼ବେତରା ଗ୍ରାମପଞ୍ଚାୟତରେ ୭୭ତମ ସ୍ବାଧୀନତା ଦିବସ ପାଳନ ଓ ବୃକ୍ଷରୋପଣ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅର୍ନ୍ତଗତ ବଡବେତରା ଗ୍ରାମ ପଞ୍ଚାୟତରେ ୭୭ ତମ ସ୍ବାଧୀନତା ଦିବସ ପାଳନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି ଉପଲକ୍ଷେ ସ୍ବାଧୀନତା ଦିବସ ଦିନ…

ଆସନ୍ତାବର୍ଷ ଫେବ୍ରୁଆରୀ ୧୪ରେ ପ୍ଲସ ଟୁ ପରୀକ୍ଷା, ମାର୍ଚ୍ଚ ୧୩ ଯାଏ ଚାଲିବ…

ଭୁବନେଶ୍ୱର:  ଆସନ୍ତାବର୍ଷ ଫେବୃୟାରୀ ୧୪ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା  । ଉଭୟ କଳା,ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ପରୀକ୍ଷା ୨୦୨୪  ଫେବୃଆରୀ  ୧ ୪ ତାରିଖରୁ ଆରମ୍ଭ ହେବ । ଏହା  ମାର୍ଚ୍ଚ ୧୩ତାରିଖ ପର୍ଯ୍ୟନ୍ତ ଚାଲିବ ।  ଏନେଇ ଆଜି  ଉଚ୍ଚ ମାଧ୍ୟମିକ ଶିକ୍ଷା…

ଭୁବନେଶ୍ୱରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ବର/ପୁରୀ: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ଭାରତ ସରକାରଙ୍କ କେନ୍ଦ୍ର ଅର୍ଥ ଓ କର୍ପୋରେଟ ବ୍ୟାପାରମନ୍ତ୍ରୀ ନୀର୍ମଳା ସୀତାରମଣ। ରାଜ୍ୟ ବିଜେପିର ତୁଙ୍ଗ ନେତାମାନେ ନୀର୍ମଳା ସୀତାରମଣଙ୍କୁ ପୁଷ୍ପଗୁଚ୍ଛ ଦେଇ ଭବ୍ୟ ସ୍ଵାଗତ ଜଣାଇଛନ୍ତି।  ଦିବଂଗତ ବିଜେପି…

‘ଅଧିକାର ନମିଳିବା ଯାଏ ରାସ୍ତାରୁ ହଟିବୁ ନାହିଁ’-ଶିକ୍ଷକଙ୍କ ଗର୍ଜନରେ କମ୍ପିଲା ଗାନ୍ଧୀମାର୍ଗ…

ଭୁବନେଶ୍ୱର:  ଗାନ୍ଧୀମାର୍ଗ ଆଜି ଜନ ସମୁଦ୍ର ପାଲଟି ଯାଇଥିଲା । ଖରା ବର୍ଷାକୁ ଖାତିରି ନକରି ହଜାର ହଜାର ଶିକ୍ଷୟିତ୍ରୀ, ଶିକ୍ଷକ ଓ ଶିକ୍ଷାକର୍ମଚାରୀ ବିଦ୍ୟାଳୟ ଛାଡ଼ି ସମଗ୍ର ଓଡ଼ିଶାରୁ ଧାଇଁ ଆସିଛନ୍ତି । କାହା ପାଖରେ କ୍ରୋଧ, କାହାର ବୁକୁରେ କୋହ, ଆଉ କାହାର ସରକାରଙ୍କ ପ୍ରତି ଥିବା…

ପିସି କାରବାର ପ୍ରତିବାଦରେ ଶୁକ୍ରବାର ରାଜ୍ୟର ସବୁ ବ୍ଲକ ଘେରାଉ କରିବ କଂଗ୍ରେସ…

ଭୁବନେଶ୍ୱର : ରାଜ୍ୟରେ ବଢ଼ି ଚାଲିଥିବା ପିସି କାରବାରକୁ ତୁରନ୍ତ ବନ୍ଦ କରିବା ସହ ଖାଲି ପଡ଼ିଥିବା ୨.୨୬ଲକ୍ଷ ପଦବୀରେ ରାଜ୍ୟର ବେକାର ଯୁବକଯୁବତୀଙ୍କୁ ନିଯୁକ୍ତି ସମେତ ମୋଟ ୯ଦଫା ଦାବିରେ ପ୍ରଦେଶ କଂଗ୍ରେସ ଆସନ୍ତା ୧୮ତାରିଖ ଶୁକ୍ରବାର ସବୁ ବ୍ଲକ ଘେରାଉ କରିବ । ରାଜ୍ୟ ସରକାରଙ୍କ ଜନମାରଣ…

ବରଗଡ଼ ଜିଲ୍ଲାରେ ହେବ ୩ଟି ନୂଆ ବୃହତ୍ ସେତୁ, ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ଼ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ…

ନିର୍ଗୁଣ୍ଡି-ବାରଙ୍ଗ ଓ ଖୋର୍ଦ୍ଧା ରୋଡ-ବିଜୟନଗରମ ୩ୟ ରେଳମାର୍ଗ ନିର୍ମାଣକୁ କ୍ୟାବିନେଟ୍ ମଞ୍ଜୁରୀ…

ଖୋର୍ଦ୍ଧା ରୋଡ୍‌- ବିଜୟନଗରମ୍ ଏବଂ ନିର୍ଗୁଣ୍ଡି-ବାରଙ୍ଗ ମଧ୍ୟରେ ତୃତୀୟ ରେଳ ମାର୍ଗ ନିର୍ମାଣକୁ ଆଜି କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି । ଓଡ଼ିଶାର ଏହି ପ୍ରକଳ୍ପ ସମେତ ମୋଟ ୯ଟି ରାଜ୍ୟର ୩୪ଟି ଜିଲ୍ଲାରେ ୩୨୫୦୦କୋଟି ଟଙ୍କାର ୨୩୩୯କିମିର ଏହି ମଲଟି ଟ୍ରାକିଂ ପ୍ରୋଜେକ୍ଟକୁ…