Browsing Category

ଓଡିଶା

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଉତ୍ତେଜନା, ଉଠାଦୋକାନୀ ଓ ସ୍ଥାୟୀ ବ୍ୟବସାୟୀ ମୁହାଁମୁହିଁ…

ଭୁବନେଶ୍ୱର:  ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଉତ୍ତେଜନା  । ପୁଣି ଅଶାନ୍ତି ହୋଇଛି ମାର୍କେଟ ବିଲ୍ଡିଂ । ଉଠା ଦୋକାନୀ ଓ ସ୍ଥାୟୀ ଦୋକାନୀ ହେଲେ ମୁହାଁମୁହିଁ । ଜବରଦସ୍ତ ଦୋକାନ ଖୋଲିଥିବାରୁ  ଉଠା ଦୋକାନୀଙ୍କୁ ସେଣ୍ଟ୍ରାଲ ମାର୍କେଟ ଆସୋସିଏସନର କଡ଼ା ବିରୋଧ । ଜବରଦସ୍ତ…

ତମାଣ୍ଡୋ ପୋଲିସ ଜାଲରେ ବ୍ରାଉନ ସୁଗାର ରାକେଟ

ଭୁବନେଶ୍ବର : ତମାଣ୍ଡୋ ପୋଲିସ ଜାଲରେ ବ୍ରାଉନ ସୁଗାର ରାକେଟ । ଗତକାଲି ଏକ ବିଶେଷ ସୂତ୍ରରୁ ଖବର ପାଇ କଳିଙ୍ଗ ବିହାର ନିକଟସ୍ଥ ନୀଳକଣଠେଶ୍ଵର ମନ୍ଦିର ନିକଟରୁ ପୋଲିସ ହଠାତ୍ ଅଭିଯୁକ୍ତ କୁ ମାଡ଼ି ବସିଥିଲା । ଅଭିଯୁକ୍ତ ଜଣକ କଟକ ଟାଙ୍ଗୀ ଅଞ୍ଚଳର ଦୀପକ ବେହେରା ବୋଲି

ପୁଅ ଉପରକୁ ଗରମ ଡାଲି ପିଙ୍ଗିଲା ସାବତ ମା’

କେନ୍ଦୁଝର : ପୁଅ ଉପରକୁ ଗରମ ଡାଲି ପାଣି ପିଙ୍ଗିଲା ସାବତ ମା’ । ସଙ୍କଟାପନ୍ନ ଅବସ୍ଥାରେ ପୁଅକୁ କଟକ ସ୍ଥାନାନ୍ତର । କେନ୍ଦୁଝର ଘଷିପୁରା ଥାନା କଇନିପୁରା ଗାଁରେ ଅଭାବନୀୟ ଘଟଣା । ଗାଁର ମାଧ ପାତ୍ରଙ୍କ ପୁଅ ଦିପୁନ କିଛି ଦିନ ହେବ ବାପା ଓ ସାବତ ମାଆ ଜଞ୍ଜାଳିଂକୁ ମାରଧର କରୁଥିଲା

ଜିଲ୍ଲା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ : ଅଗଷ୍ଟ ୧୮ରେ ହେବ ବ୍ଳକ ଘେରାଉ

ଫୁଲବାଣୀ : କନ୍ଧମାଳ ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ପ୍ରେସ କ୍ଲବ ଫୁଲବାଣୀ ଠାରେ ଅନାମ ନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଏଥି ସହିତ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଡାକରାରେ ଅଗଷ୍ଟ ୧୮ ତାରିଖ ଦିନ “ବ୍ଲକ ଘେରାଉ” କାର୍ଯ୍ୟକ୍ରମ ଅନୁଷ୍ଠିତ

ବହୁଚର୍ଚ୍ଚିତ କନ୍ଧମାଳ ନନ୍‌ ଗଣଦୁଷ୍କର୍ମ ମାମଲା, ହେଲାନି ସାକ୍ଷ୍ୟ ଗ୍ରହଣ…

କନ୍ଧମାଳ: ବହୁଚର୍ଚ୍ଚିତ କନ୍ଧମାଳ ନନ୍‌ ଗଣଦୁଷ୍କର୍ମ ମାମଲାରେ ଆଜି କଟକ ଜିଲ୍ଲା ଦୌରା ଜଜ କୋର୍ଟରେ ହାଜର ହେଲେ ନନ୍। କୋର୍ଟରେ ହେଲାନି ସାକ୍ଷ୍ୟ ଗ୍ରହଣ। ନନ୍‌ଙ୍କ ପକ୍ଷରୁ ସରକାରଙ୍କ ତରଫରୁ କୌଣସି ଓକିଲ ନିଯୁକ୍ତ ହୋଇନଥିବାରୁ ଏହି ମାମଲାଟି ପରିଚାଳନା ହୋଇପାରିଲା…

ମଦ ମାଫିଆଙ୍କ ରାଜନୀତି ମୋହ : ଯେତେ ବଡ ମଦ ବ୍ୟବସାୟୀ ସେତେ ବଡ ରାଜ ନେତା…!

ବ୍ରହ୍ମପୁର: ୧୬-୮ ଏବେକାର ରାଜନୀତି ରେ ଆଉ ସାଧରଣ ଜନତା, ନିର୍ମଳ ଭାବମୂର୍ତି ଓ ଲୋକ ସମ୍ପର୍କ ଲୋକଙ୍କ ସ୍ଥାନ ନାହିଁ ରୂପିଆ-ମିଡ଼ିଆ-ମାଫିଆ ଯାହା ପାଖରେ ଅଛି ସେହି ବ୍ୟକ୍ତି ମାନଙ୍କ ଆଜି ରାଜନୀତିରେ ଦବ ଦବା ଦେଖିବାକୁ ମିଳୁଛି। ଅଧିକାଂଶ କରି ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳ ର ମଦ

ହଜାର କୋଟି କ୍ରିପ୍ଟୋ ସ୍କାମ ଘଟଣା; ଆଉ ଜଣଙ୍କୁ ଗିରଫ କଲା EOW

ଭୁବନେଶ୍ୱର: କ୍ରିପ୍ଟୋ ଇନଭେସ୍ଟମେଣ୍ଟ ନାଁରେ ହଜାର କୋଟି ଟଙ୍କା ଠକେଇ ଘଟଣା। ଆଉ ଜଣେ ଅଭିଯୁକ୍ତକୁ ଗିରଫ କଲା କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (EOW)। ଭୁବନେଶ୍ୱରରୁ ଅଭିଯୁକ୍ତ ରତ୍ନାକର ପଲାଇକୁ ଗିରଫ ହୋଇଥିବା ସୂଚନା ମିଳିଛି। ସଂସ୍ଥାର ଭାରତ ମୁଖ୍ୟ…

ବିଏମସି ର ଆରମ୍ଭ ହେଲା ଡେଙ୍ଗୁ ଡ୍ରାଇଭ୍, ଆଦାୟ ହେବ ଫାଇନ

ଭୁବନେଶ୍ବର: ଡେଙ୍ଗୁ ରୋକିବାକୁ ଆକ୍ସନ ମୋଡରେ ବିଏମସି । ବିଭିନ୍ନ ସ୍ଥାନରେ ଡେଙ୍ଗୁ ଦମନ ପାଇଁ ଅଭିଯାନ ଆରମ୍ଭ ହୋଇଛି  । ଆଜିଠାରୁ ରାଜଧାନୀ ଭୁବନେଶ୍ବରରେ ଆରମ୍ଭ ହୋଇଛି ବିଏମସିର ଡେଙ୍ଗୁ ଅଡିଟ୍ ଡ୍ରାଇଭ୍  ।…

ଗାଧୋଉଥିବା ବେଳେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର, ମୁଣ୍ଡ ଓ ଗୋଡ଼ ବିହୀନ ମୃତଦେହ ଉଦ୍ଧାର

ଯାଜପୁର: କୁମ୍ଭୀର ଆକ୍ରମଣରେ ମହିଳା ମୃତ। ଯାଜପୁର ବରୀ ବ୍ଲକ୍ ଅମଠପୁରରେ ମହିଳାଙ୍କୁ ଟାଣି ନେଲା କୁମ୍ଭୀର। ବିରୂପା ନଦୀରେ ଗାଧୋଉଥିବାବେଳେ କୁମ୍ଭୀର ଆକ୍ରମଣ କରିଥିଲା। ମୃତ ମହିଳା ପାଲଟପୁର ଗାଁର ଅନାମ ଜେନାଙ୍କ ସ୍ତ୍ର। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ…

ସ୍ତ୍ରୀର ପ୍ରେମିକକୁ ଗୁଳି ମାରିଦେଲା ସ୍ଵାମୀ…

ସମ୍ବଲପୁର: ସ୍ତ୍ରୀର ପ୍ରେମିକକୁ ଗୁଳି କଲା ସ୍ଵାମୀ। ସମ୍ବଲପୁର ରେଢାଖୋଲ ବଡ଼ନୂଆପଡ଼ା ସ୍ଥିତ ଖେତୀନାଳି ଗାଁରେ ଘଟିଛି ଏହି ଗୁଳିକାଣ୍ଡ । ଗୁରୁତର ଅବସ୍ଥାରେ ପ୍ରେମିକକୁ ପ୍ରଥମେ ବୁର୍ଲା ଓ ପରେ କଟକ ସ୍ଥାନାନ୍ତର କରାଯାଇଛି । ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାସ୍ଥଳରୁ…