Browsing Category

ଓଡିଶା

ଚୋରା ମଦ ବ୍ୟବସାୟୀଙ୍କୁ କାନ ଧରି ବସ ଉଠ କରାଇଲେ ସାଂସଦ ପ୍ରତାପ ଷଡଙ୍ଗୀ

ବାଲେଶ୍ବର : ଚୋରା ମଦ ବ୍ୟବସାୟୀଙ୍କୁ ସାବଡ କଲେ ସାଂସଦ । କାନ ଧରି ବସ ଉଠ କରାଇଲେ ବାଲେଶ୍ବର ସାଂସଦ ପ୍ରତାପ ଷଡଙ୍ଗୀ । ନୀଳଗିରି ଅଞ୍ଚଳରେ ଚୋରା ମଦ କାରବାର ବଢୁଛି । ଗୋପୀନାଥପୁର ଷ୍ଟେସନ ଏବେ ଚୋରା ବେପାରୀଙ୍କ ଆଡ୍ଡା ପାଲଟିଛି । ଖୁଲମଖୁଲା ଦେଶୀ ଓ ବିଦେଶୀ ମଦ…

ବାଲେଶ୍ଵରରୁ ୨୫ ନାଗ ସାପ ଉଦ୍ଧାର, ୩ ଗିରଫ…

ବାଲେଶ୍ଵର: ବାଲେଶ୍ଵର ବନବିଭାଗକୁ ବଡ ସଫଳତା । ସାପ ବିଷ ରାକେଟର କଲା ପର୍ଦ୍ଦାଫାସ । ୨୫ଟି ନାଗ ସାପ ଉଦ୍ଧାର ସହ ୩ଜଣଙ୍କୁ ବାନ୍ଧିଲା ପୋଲିସ । ବାଲେଶ୍ଵର ବନଖଣ୍ଡ ବାଲିଆପାଳ ବ୍ଲକ୍ ପଞ୍ଚପଲ୍ଲୀରୁ ରେଡ୍ ବେଳେ ଉଦ୍ଧାର । ସୂଚନା ଅନୁସାରେ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସ୍ନେକ ହେଲ୍ପ…

ରାଜ୍ୟର ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା…

ଜୁନ୍ ୧ରୁ ଅଗଷ୍ଟ ୧୫ ଯାଏଁ ରାଜ୍ୟରେ ୬୬୮.୨ ମିମି ବର୍ଷା ରେକର୍ଡ ହୋଇଛି। ୧୮ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏକମାତ୍ର ବୌଦ୍ଧ…

ପାଦରେ ହରିଆଣାରୁ ପୁରୀ ଯାତ୍ରା କଲେ ଅଶୋକ ବର୍ମା

ଜନ୍ମ ହେଲା ଦିନୁ ଥରେ ବି ଜଗାକୁ ଦେଖି ନ ଥିଲେ। ହେଲେ ଯେବେ ଥରେ ଜଗା ଫଟୋରେ ନଜର ପଡ଼ିଗଲା ସେବେଠୁ ଅଥୟ କଲା କାଳିଆ ପ୍ରେମ । କାଳିଆକୁ ଥରେ ଦେଖିବାକୁ ଓ ଦର୍ଶନ କରିବାକୁ ସୁଦୂର ହରିୟାଣାରୁ ପୁରୀ ଦୌଡ଼ି ଆସୁଛନ୍ତି ଅଶୋକ ବର୍ମା ନାମକ ଯୁବକ । ହରିୟାଣାର ଫରିଦାବାଦ…

ପୋଖରୀରୁ ଯୁବକଙ୍କ ଗଳିତ ଶଵ ଉଦ୍ଧାର

ତେଲକୋଇ: କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅଧୀନ ହନୁମନ୍ତିଆ ଜଙ୍ଗଲ ଦୋବଲାପାଳ ଗ୍ରାମ ଜନକନାଳିଠାରେ ଥିବା ଏକ ପୋଖରୀରୁ ଜଣେ ବ୍ୟକ୍ତିଙ୍କ ଗଳିତ ଶଵ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତିର ଶଵ ପୋଖରୀ ହୁଡ଼ାରେ ଥିବା ଏକ ଗଛରେ ଝୁଲନ୍ତା ଅବସ୍ଥାରେ ପାଣିରେ ଅଧାବୁଡ଼ି ରହିଥିବା…

ସ୍କୁଲ ବସ ଓଲଟି ୧୨ ଛାତ୍ରଛାତ୍ରୀ ଆହତ…

ରାୟଗଡ଼ା : ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିଲା ସ୍କୁଲବସ । ନିୟନ୍ତ୍ରଣ ହରାଇ ଓଲଟି ପଡିଲା  ।  ୧୨ ଛାତ୍ରଛାତ୍ରୀ ଆହତ ।  ରାୟଗଡ଼ା ଜିଲ୍ଲା ପଦ୍ମପୁର ବ୍ଳକ ସଦର ମହକୁମା ଅଞ୍ଚଳରେ ଘଟିଛି ଏମିତି ଅଘଟଣ । ପଦ୍ମପୁର ସ୍ଥିତ ସନସାଇନ ଇଂରାଜୀ ବିଦ୍ୟାଳୟର ସ୍କୁଲ ବସ ନମ୍ବର OD 18 F 9829 ଓଲଟି…

ନକ୍ସଲଙ୍କ ଗୁଳିରେ ୨ ଯବାନ ସହିଦ…

ରାଉରକେଲା:  ସ୍ୱାଧୀନତା ଦିବସରେ ଲାଲ ଆତଙ୍କ । ସୁନ୍ଦରଗଡ ଜିଲ୍ଲା ସୀମାରେ  ନସ୍କଲ ହିଂସା ।  ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ପଶ୍ଚିମ ସିଂହଭୂମ ଜିଲ୍ଲା ଟନ୍ତୋପାହାଡ଼ରେ ନକ୍ସଲ କରିଛନ୍ତି ସଂଘବଦ୍ଧ ହମଲା ।  ନକ୍ସଲମାନେ ଯବାନଙ୍କ ଉପରକୁ ହଠାତ ଆଖିବୁଜା ଗୁଳିବର୍ଷା କରିଛନ୍ତି। ଘଟଣା ଘଟିଛି…

ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଗୋଷ୍ଠୀ ମୁହାମୁହିଁ

ଭୁବନେଶ୍ୱର : ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମୁହାମୁହିଁ । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ…

ଗୁଗୁଲ ପାଳିଲା ସ୍ବାଧୀନତା ଦିବସ , ଗୁଗଲ ରେ ସ୍ଥାନ ପାଇଲା ଓଡ଼ିଶାର ବାନ୍ଧକଳା

ନୂଆଦିଲ୍ଲୀ: ଦୀର୍ଘ ୨୦୦ ବର୍ଷ ଦେଶ ବ୍ରିଟିଶ ଶାସନ ଅଧୀନରେ ରହିବା ପରେ ୧୯୪୭ ଅଗଷ୍ଟ ୧୫ ତାରିଖ ଦିନ ଭାରତ ସ୍ବାଧୀନ ହୋଇଥିଲା। ଆଜି ସ୍ବାଧୀନତା ଦିବସ ଅବସରରେ ଗୁଗଲ ଏହାର ଡୁଡଲରେ ଭାରତୀୟ ଶିଳ୍ପ ପରମ୍ପରାକୁ ସ୍ଥାନିତ କରିଛି। ଗୁଗୁଲ ଦେଶର ବିବିଧତା ମଧ୍ୟରେ ଏକତାକୁ ଦର୍ଶାଇ…

ଆଇରନ ବଟିକା ଖାଇ ୮ ଛାତ୍ରଛାତ୍ରୀ ଗୁରୁତର

ମୟୂରଭଞ୍ଜ: ବିଦ୍ୟାଳୟରେ ଦିଆଯାଇଥିଲା ଆଇରନ ବଟିକା। ଏହି ଆଇରନ ବଟିକା ଖାଇ ବିଦ୍ୟାଳୟର ୮ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ସାରବସା ପ୍ରାଥମିକ ବିଦ୍ୟାଳୟରେ। ସୂଚନା ଅନୁସାରେ ବିଦ୍ୟାଳୟରେ ସୋମବାର ଦିନ…