Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ ,କୃତି ପରୀକ୍ଷାର୍ଥୀଙ୍କୁ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ଚଳିତବର୍ଷ ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ରେଜଲ୍ଟ। ଜେଇଇ (JEE Advanced) ଆଡ଼ଭାନ୍ସ ପରୀକ୍ଷାରେ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଆପଣମାନଙ୍କର ଏହି ସଫଳତା କଠିନ ପରିଶ୍ରମ, ନିଷ୍ଠା ଓ ଅଦମ୍ୟ!-->…
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ପରେ ଅପହରଣ, ଥାନା ଆଗରେ ଉତ୍ତେଜନା
ଆଳି : କେନ୍ଦ୍ରାପଡ଼ା ଆଳି ଥାନା ଘେରିଲେ ଉତ୍ତ୍ୟକ୍ତ ଲୋକ । ଯୁବକକୁ ମରଣାନ୍ତକ ଆକ୍ରମଣ ପରେ ଅପହରଣ ଅଭିଯୋଗ । ୫ ଦିନ ପରେ ମଧ୍ୟ ଯୁବକଙ୍କ ପତ୍ତା ମିଳୁନାହିଁ । ନ୍ୟାୟ ଦାବିରେ ଆଳି ଥାନା ଘେରିଲେ ଗ୍ରାମବାସୀ । ମହାଦେଇପାଟଣା ଗାଁରେ ଗାଡ଼ି!-->…
କବିସୂର୍ଯ୍ୟନଗର ଘଟଣାରେ ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାନୁଷ୍ଠାନ: IPS ଅଫିସରଙ୍କ ବଦଳି, ୩ ପୋଲିସ ନିଲମ୍ବିତ
ବ୍ରହ୍ମପୁର : କବିସୂର୍ଯ୍ୟନଗର ଘଟଣାରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ l ଦକ୍ଷିଣାଞ୍ଚଳ ଆଇଜିଙ୍କ କାର୍ଯ୍ୟାନୁଷ୍ଠାନ l କବିସୂର୍ଯ୍ୟନଗର ଥାନାରେ କାର୍ଯ୍ୟରତ IPS ଅଫିସର ନୀତେଶ କୁମାର ମିଶ୍ରଙ୍କୁ ଗଞ୍ଜାମ ଜିଲ୍ଲା ହେଡ଼ କ୍ଵାଟର କୁ ବଦଳି କରାଯାଇଛି l ଥାନାର SI ସମୀର କୁମାର ରାଉତ,ବାଲି!-->…
୩ ମାସ ଭିତରେ ୫ହଜାର ନର୍ସିଂ ପଦବୀ ପୂରଣ ହେବ : ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର : ୩ ମାସ ଭିତରେ ପୂରଣ ହେବ ୫ହଜାର ନର୍ସିଂ ପଦବୀ । ଖୁବଶ୍ରୀଘ୍ର ପ୍ରକାଶ ପାଇବ ବିଜ୍ଞପ୍ତି । ଏହା ସହ ମେଡିକାଲ କ୍ଷେତ୍ରରେ ଅନ୍ୟ ୫ହଜାର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ । ମେଡିକାଲ କ୍ଷେତ୍ରକୁ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ସରକାର ପ୍ରୟାସରତ ବୋଲି କହିଛନ୍ତି!-->…
ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି : ୯୬ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି
ଭୁବନେଶ୍ୱର : ୯୬ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି । ଆଜି ଭୁବନେଶ୍ୱରରେ ଅଭିଯୋଗ ଶୁଣାଣି ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ୧୮ ତମ ଅଭିଯୋଗ ଶୁଣାଣି ହୋଇଥିଲା । ଯେଉଁଥିରେ ୬୦୦ରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି । ଏହା ପୂର୍ବରୁ ୧୬ ହଜାର ୬୦୦ ଟି!-->…
ଏଣିକି କେବଳ ଇଭି ଯାନ କିଣିବେ ରାଜ୍ୟ ସରକାର
ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା । ଆଜି ଠାରୁ କେବଳ କିଣାହେବ ଇଭି ଯାନ। ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ତେଲ ଦର ଆକାଶଛୁଆଁ ହେବାରେ ଲାଗିଛି। ଏହାର ସିଧାସଳଖ ପ୍ରଭାବ ରାଜ୍ୟର ରାଜକୋଷ ଉପରେ ପଡ଼ିବାକୁ ଯାଉଛି। ଏହି ଇନ୍ଧନ ସଙ୍କଟର ମୁକାବିଲା କରିବା ପାଇଁ ଓଡ଼ିଶା!-->…
ଧାରଣା ବେଳେ ବିଷ ପିଇ ଜୀବନ ହାରିବାକୁ ଉଦ୍ୟମ କଲେ ଦୁଇ ମହିଳା
ଭୁବନେଶ୍ୱର : ଲୋୟର ପିଏମଜିରେ ଚାଞ୍ଚଲ୍ୟ । ଧାରଣା ବେଳେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କଲେ ଦୁଇ ମହିଳା। ବାଣପୁର ଅଞ୍ଚଳର ବିଜ୍ଞାନୀ ପଣ୍ଡା ଓ ମାନସୀ ବେହେରା ନିଜ ସମସ୍ୟାର ସମାଧାନ ଦାବିରେ ଗତକାଲି ଲୋୟର ପିଏମଜିରେ ଧାରଣା ଦେଇଥିଲେ ।
ଅଭିଯୋଗ ଅନୁସାରେ, ପୂର୍ବରୁ ବାଣପୁର ଥାନାରେ!-->!-->!-->…
ମଣିଷକୁ ଖାଇଗଲା ବାଘ, ଜଙ୍ଗଲରେ ପଡ଼ିଛି କ୍ଷତାକ୍ତ ଗୋଡ଼
କରଞ୍ଜିଆ: ମଣିଷକୁ ଖାଇଗଲା ମହାବଳ। ମୟୂରଭଞ୍ଜ କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରେ ପଡ଼ିଛି ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ଗୋଡ଼ । ମଣିଷର ଅଧା ଦେହକୁ ଖାଇ ବାଘ ଚାଲିଯାଇଥିବା ପାରିପାର୍ଶ୍ଵିକ ସ୍ଥିତିରୁ ସନ୍ଦେହ କରାଯାଉଛି । ମୃତ!-->…
ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ, ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ
ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଧାନସଭାରେ ନୋଟିସ ବୋର୍ଡରେ ଲାଗିଲା ବିଜ୍ଞପ୍ତି । ଆଜିଠାରୁ ୮ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି । ୯ ତାରିଖ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ୧୧ ତାରିଖ ପ୍ରାର୍ଥୀପତ୍ର!-->…
କଟକ ମାଛ ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ
କଟକ: କଟକ ପ୍ରେସଛକ ମାଛ ମାର୍କେଟ ଜଳିଗଲା । ରାତି ପ୍ରାୟ ୩ଟା ବେଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ପ୍ରେସଛକରେ ଥିବା ମାଛ ମାର୍କେଟ ପୋଡ଼ି ପାଉଁଶ ହୋଇଛି । ପାଖାପାଖି ୩୦ରୁ ଅଧିକ ଦୋକାନ ପୋଡ଼ିଯାଇଛି । ମାଛ ମାର୍କେଟ୍ ନିକଟସ୍ଥ ବ୍ୟାଙ୍କ ଅଫ୍ ଇଣ୍ଡିଆରେ ମଧ୍ୟ!-->…