Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆନନ୍ଦପୁରର ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କୁ ଅଶ୍ରୁଳ ବିଦାୟ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ଶେଷକୃତ୍ୟ
ଆନନ୍ଦପୁର: ନକ୍ସଲ ଗୁଳିରେ ସହିଦ୍ ହୋଇଥିବା ଆନନ୍ଦପୁରର ଯବାନ୍ ସୁଶାନ୍ତ କୁମାର ଖୁଣ୍ଟିଆଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯାଇଛି ଅନ୍ତିମ ସଂସ୍କାର। ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି।ଆଜି ସୁଶାନ୍ତ କୁମାର ଖୁଣ୍ଟିଆଙ୍କୁ ଅଶ୍ରୁଳ ବିଦାୟ!-->…
୪ ଦିନର ଛୁଆକୁ ଅଢ଼େଇ ଲକ୍ଷରେ ବିକି ଦେଇଥିଲେ ; ୮ ଦିନ ପରେ ଛତିଶଗଡ଼ରୁ ଉଦ୍ଧାର
ବଲାଙ୍ଗୀର : ଅଢ଼େଇ ଲକ୍ଷ ଟଙ୍କାରେ ୪ ଦିନର ଶିଶୁପୁତ୍ରକୁ ବାପାମା’ ବିକ୍ରି କରି ଦେଇଥିଲେ। ବିକ୍ରି କରାଯିବାର ୮ଦିନ ପରେ ଛତିଶଗଡରୁ ଶିଶୁଟିକୁ ଉଦ୍ଧାର କରିଛି ପୁଲିସ। ଘଟଣାଟି ଘଟିଛି ବଲାଙ୍ଗିର ଜିଲ୍ଲାରେ।
ଅଗଷ୍ଟ ୩ ତାରିଖରେ ଟିଟିଲାଗଡ଼ ସହର ଝଙ୍କରପଡ଼ାର ସନ୍ତୋଷ ପଟେଲ ଓ ପୁଷ୍ପା!-->!-->!-->…
ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡ଼ି ଗଲେ ପରିବାରର ୫ ସଦସ୍ୟ
ପୁରୀ; ପୁରୀ ବେଳାଭୂମୀରେ ପୁଣି ଅଘଟଣ। ସମୁଦ୍ରରେ ବୁଡିଗଲେ ପରିବାରର ୫ ସଦସ୍ୟ । ବୁଡିଯାଉଥିବା ବେଳେ ୫ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି ଲାଇଫଗାର୍ଡ।
ସୂଚନା ଅନୁସାରେ, ଆଜି ଦିନ ୧୧.୩୦ ବେଳେ ସେକ୍ଟର ୯ ବେଳାଭୂମିରେ ଗାଧୋଉଥିବା ବେଳେ ଏକ ବଡ ଲହଡି କାରଣରୁ ବୁଡ଼ିଯାଉଥିଲେ ଗୋଟିଏ!-->!-->!-->…
ଝାଡ଼ାବାନ୍ତିରେ ୮୦ ଛାତ୍ରଛାତ୍ରୀ ଅସୁସ୍ଥ
ସମ୍ବଲପୁର : ଝାଡ଼ାବାନ୍ତିରେ ପ୍ରାୟ ୮୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ଘଟଣା ଘଟିଛି ସମ୍ବଲପୁର ଗୋଶାଳା ଠାରେ ଥିବା ନବୋଦୟ ବିଦ୍ୟାଳୟରେ।
ଗୁରୁବାର ପିଲାମାନେ ହଷ୍ଟେଲରେ ରାତ୍ର ଭୋଜନ ଖାଇ ଶୋଇଥିଲେ। ଶୁକ୍ରବାର ସକାଳେ କିଛି ପିଲାଙ୍କୁ ବାନ୍ତି ହୋଇଥିଲା। ଆଉ କିଛି ପିଲାଙ୍କୁ ଝାଡ଼ା!-->!-->!-->…
କାଳ ସାଜିଲା ଭୁଲ ଇଞ୍ଜେକସନ : ଚାଲିଗଲା ରୋଗୀର ଜୀବନ
ଜଳେଶ୍ବର : ସରକାର ରୋଗୀ ମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ବିଭିନ୍ନ ଯୋଜନା କରୁଛନ୍ତି । ଏଥିଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ ମଧ୍ୟ କରୁଛନ୍ତି । ହେଲେ ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକ ହାତୀଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ଦେଖିବାକୁ ମିଳିଛି ।!-->…
ଏଣିକି ଗାଈଗୋରୁଙ୍କୁ ବାହାରେ ଛାଡ଼ିଲେ ଉଠାଇ ନେବ ବିଏମସି
ଭୁବନେଶ୍ୱର : ରାଜଧାନୀ ରାଜରାସ୍ତାରେ ବୁଲା ଗାଈଗୋରୁଙ୍କୁ ମୁକ୍ତ ବିଚରଣ ରୋକିବାକୁ ବିଏମସି ନୂଆ ଗାଇଡଲାଇନ୍ ଜାରି କରିଛି। ଏଣିକି ଗାଈଗୋରୁଙ୍କୁ ରାସ୍ତା କିମ୍ବା ଏଣେତେଣେ ଛାଡ଼ିପାରିବେନି ମାଲିକ। ଯଦି ଛାଡ଼ିବେ, ତେବେ ବିଏମସି ଗାଈଗୋରୁଙ୍କୁ ଗୋଶାଳାକୁ ଉଠାଇ ନେବ। ଆଉ ଯେଉଁ ମାଲିକ!-->…
ଜେଲ ଗଲେ ଶ୍ୟାମଳାଈ ବିଦ୍ୟାପୀଠ ଶିକ୍ଷୟତ୍ରୀ…
ନକଲି ସାର୍ଟିଫିକେଟ ର ଗନ୍ତାଘର ଗଞ୍ଜାମ ଜିଲ୍ଲା...
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଲକ ଅନ୍ତର୍ଗତ ପୋଡଙ୍ଗି ଗ୍ରାମର ଶ୍ୟାମଳାଈ ଵିଦ୍ୟାପିଠ ରେ ରେ ଦୀର୍ଘ ବର୍ଷ ଧରି ଶିକ୍ଷକତା କରୁଥିବା ଶିକ୍ଷୟତ୍ରୀ ନିଯୁକ୍ତି ସମୟରେ ନକଲି ସାର୍ଟିଫିକେଟ ଦେଇ ନିଯୁକ୍ତି ପାଇଥିବା ଜଣାପଡିବା ପରେ!-->!-->!-->…
୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ-ରେଖା ଆଜି (ଶୁକ୍ରବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ପଞ୍ଜାବର ଅମୃତସରରୁ ବାହାରି ଚଣ୍ଡିଗଡ, ବାହରିଚ, ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ!-->…
୧୯ ବର୍ଷୀୟ ଯୁବକଙ୍କ ପେଟରୁ ବାହାରିଲା ୧୫ କେଜିର ଟ୍ୟୁମର
ପେଟରୁ ବାହାରିଲା ୧୫ କେଜି ଓଜନର ଟ୍ୟୁମର। ୬ ଘଣ୍ଟାର ଅସ୍ତ୍ରୋପଚାର ପରେ ୧୯ ବର୍ଷୀୟ ଯୁବକ ସୋହେଲ ଖାନଙ୍କ ପେଟରୁ ଏହି ଟ୍ୟୁମର ବାହାର କରିଛନ୍ତି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲର ଡାକ୍ତରୀ ଟିମ୍ ।
ସୋହେଲଙ୍କୁ ଜ୍ୱର ଲାଗି ରହିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ CT scan!-->!-->!-->…
ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରାଯିବ, ଖର୍ଚ୍ଚ ହେବ ୩୮୫ କୋଟି
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ୧୯ଟି ପ୍ରସ୍ତାବରେ ବାଜିଲା ମୋହର । ‘ନୂଆ’ ଓଡ଼ିଶା ଯୋଜନାକୁ ଅନୁମୋଦନ ମିଳିଛି । ନୂତନ ଉନ୍ନତ ଅଭିଳାଷ (NUA) ଓଡ଼ିଶା ଯୋଜନାରେ ରାଜ୍ୟରେ ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରିବା ପାଇଁ ୩୮୫ କୋଟି ଖର୍ଚ୍ଚ ହେବ ।!-->…