Browsing Category

ଓଡିଶା

ପୂର୍ବତନ ବିଧାୟକ ରାମମୂର୍ତ୍ତିଙ୍କୁ ଜାମିନ

କଟକ : ପୂର୍ବତନ ବିଧାୟକ ରାମମୂର୍ତ୍ତିଂକୁ ଆଶ୍ବସ୍ତି । ଜାମିନ ପ୍ରଦାନ କଲେ ହାଇକୋର୍ଟ । ପତ୍ନୀହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ଏଡିଜେ କୋର୍ଟ। ଏହାକୁ ଚାଲେଞ୍ଜ କରି ଅପିଲରେ ହାଇକୋର୍ଟ ଆସିଥିଲେ ରାମମୂର୍ତ୍ତି ଗମାଙ୍ଗ। ୧୯୯୫ ମସିହା ଅଗଷ୍ଟ ୨୯

ଆଲୁମିନିୟମ ରେଳ ୱାଗନ ଓ କୋଚ୍‍ ନିର୍ମାଣ ପାଇଁ ହିଣ୍ଡାଲକୋ-ଟେକ୍ସମାକୋ ଚୁକ୍ତିନାମା ସ୍ୱାକ୍ଷରିତ

ଭୁବନେଶ୍ୱର:   ବିଶ୍ୱର ସର୍ବବୃହତ ଆଲୁମିନିୟମ ରୋଲିଂ ଏବଂ ରିସାଇକ୍ଲିଂ କମ୍ପାନୀ ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ଏବଂ ଏକ ସ୍ପେଶାଲାଇଜଡ୍‍ ଇଞ୍ଜିନିୟରିଂ କମ୍ପାନୀ ଟେକ୍ସମାକୋ ରେଲ୍‍ ଆଣ୍ଡ୍‍ ଇଞ୍ଜିନିୟରିଂ ଲିମିଟେଡ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷର ହୋଇଛି ।   ବିଶ୍ୱ ଶ୍ରେଣୀର

ନକ୍ସଲ ହମଲାରେ ଓଡ଼ିଆ ସିଆରପିଏଫ ଯବାନ ସହିଦ

ଭୁବନେଶ୍ୱର:ସୀମାରେ ଓଡ଼ିଆ ଯବାନ ସହିଦ ।  ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟରେ ସହିଦ ହୋଇଛନ୍ତି ଓଡିଆ ଯବାନ ସୁଶାନ୍ତ ଖୁଂଟିଆ।  ମାଓ ଏନକାଉଣ୍ଟରରେ ସାମିଲ ହୋଇଥିଲେ ସିଆରପିଏଫ୍ ଯବାନ ସୁଶାନ୍ତ ଖୁଂଟିଆ । ଏହି ଖବର ପହଞ୍ଚିବା ପରେ ସାରା କେନ୍ଦୁଝର ଜିଲ୍ଲାରେ ଖେଳି ଯାଇଛି ଶୋକର ଲହରୀ

ବିକ୍ରିହେବ ବଡ଼ ଓଡ଼ିଆ ମଠ.. ! ମଠ ମହନ୍ତଙ୍କ ଆତ୍ମହତ୍ୟା ଧମକ..

ପୁରୀ: ନିଶ୍ଚିହ୍ନ ହୋଇଯିବ  ୫ ଶହ ବର୍ଷର ମଠ ସଂସ୍କୃତି ! ଅତିବଡୀଙ୍କ ସାଧନା ପୀଠ ବିକ୍ରି ନେଇ ଚାଲିଛି ବଡ ଷଡ଼ଯନ୍ତ୍ର। ଶାଗମାଛ ଦରରେ ମଠକୁ ଅନ୍ୟ ହାତରେ ଟେକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ କରୁଛି ହୀନଉଦ୍ୟମ । ବଡ଼ ଓଡ଼ିଆ ମଠର  ବିକ୍ରି ପାଇଁ ଯୋଜନା କରୁଛି ଶ୍ରୀମନ୍ଦିର ପ୍ରଶାସନ ।

ବିହନ ପ୍ରଣାଳୀର ପାରମ୍ପାରିକ ମାଣ୍ଡିଆର ଭୂ-ପ୍ରଜାତି ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ

ଭୁବନେଶ୍ୱର: ରାଜ୍ୟର ଜନଜାତି କୃଷକମାନଙ୍କ ଦ୍ୱାରା ସଂରକ୍ଷିତ ମାଣ୍ଡିଆର ଭୂ-ପ୍ରଜାତିକୁ ବିହନ ପ୍ରଣାଳୀରେ ଜାରି କରିବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟର ମାନ୍ୟତା ହାସଲ କରିଛି। କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ

ନିଜେ ଝୁଲିପଡିଥିଲେ ଶୁଭଲକ୍ଷ୍ମୀ, ସ୍ପଷ୍ଟ କଲେ ଡିସିପି ପ୍ରତୀକ ସିଂ

ଭୁବନେଶ୍ୱର: ଶୁଭଲକ୍ଷ୍ମୀ ଡେଥ୍ ମିଷ୍ଟ୍ରିରୁ ଏଯାଏ ହଟିନି ପରଦା । ସେ ଆତ୍ମହତ୍ୟା କରିଥିବା ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡ଼ିଛି । ଏହି ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂ । ସେ କହିଛନ୍ତି, ଏହି ମାମଲାରେ ସବୁ ଦିଗରୁ ତଦନ୍ତ କରାଯାଉଛି । ଆତ୍ମହତ୍ୟା ପଛର କଣ କାରଣ ?

ନାଇଜର ପରିସରରେ ହେବ କ୍ୟାନ୍ସର ହସ୍ପିଟାଲ: କ୍ୟାବିନେଟ ବୈଠକରେ ମିଳଲା ୧୯ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ବସିଥିଲା କ୍ୟାବିନେଟ ବୈଠକ । ରାଜ୍ୟ କ୍ୟାବିନେଟରେ ଆଜି  ୧୯ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ । ଏହି ପ୍ରସ୍ତାବରେ ଛାତ୍ରଛାତ୍ରୀଙ୍କ ପାଇଁ ଆଡ୍‌ ଅନ୍‌ ସ୍କିଲ୍‌ ପାଠ୍ୟକ୍ରମ ବ୍ୟବସ୍ଥା , ଉଚ୍ଚ ଶିକ୍ଷିତ ଯୁବକ ଯୁବତୀଙ୍କ

ମଶା ମାରିବାକୁ ଡ୍ରୋନ୍‌ ବ୍ୟବହାର କରିବ ବିଏମ୍‌ସି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ଥମିବାର ନା ନେଉନି। ଦିନକରେ ୫୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ୧୦୦୦ ପାର ହେଲାଣି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ଏହାକୁ ନଜରରେ ରଖି ଚଳିତ ବର୍ଷ ମଧ୍ୟ ମଶା ମାରିବାକୁ ଡ୍ରୋନ୍‌ ବ୍ୟବହାର କରିବ ବିଏମ୍‌ସି। ଏନେଇ ବିଏମ୍‌ସି ମେୟର

ସରିଲା ରାଜ୍ୟର ପ୍ରଥମ ପର୍ଯ୍ୟାୟ ମେଡିକାଲ ନାମଲେଖା

ଭୁବନେଶ୍ଵର: ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ଚଳିତ ବର୍ଷ ଶିକ୍ଷାବର୍ଷ ପାଇଁ ନାମଲେଖା ଅନୁଷ୍ଠିତ ହେଉଛି । ସମୁଦାୟ ୨୦୬୩ଟି ସିଟ୍‌ରେ ନାମଲେଖା ଚାଲିଛି । ତେବେ ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଶେଷ ହେବା ପରେ ୪୫୨ଟି ସିଟ୍ ଖାଲି ପଡ଼ିଛି । ଏହି ଖାଲି ଆସନ ପୂରଣ ଲାଗି ଦ୍ବିତୀୟ

ଅସ୍ତ୍ରୋପଚାର ପରେ ମହିଳାଙ୍କ ମୃତ୍ୟୁ: ଡାକ୍ତରଙ୍କ ଅବହେଳା ଯୋଗୁଁ ହସ୍ପିଟାଲରେ ଉତ୍ତେଜନା…

ଭଦ୍ରକ: ରୋଗୀ ମୃତ୍ୟୁକୁ ନେଇ ଭଦ୍ରକ ସଳନ୍ଦୀ ହସ୍ପିଟାଲରେ ଉତ୍ତେଜନା। ଡାକ୍ତରଙ୍କ ଅବହେଳା ଯୋଗୁଁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ମୃତ ମହିଳା ଜଣଙ୍କ ହେଲେ ଧୂଷୁରୀ ଥାନା ଅଧିନସ୍ଥ କଟସାହି ପଞ୍ଚାୟତର ଗୁହାଳୀପାଳ ଗ୍ରାମର ବସନ୍ତ ପାତ୍ରଙ୍କ ସ୍ତ୍ରୀ