Browsing Category

ଓଡିଶା

ଅନାବଶ୍ୟକ ଭାବେ ଆମେ କେନ୍ଦ୍ର ସହ କଳି କରିବାକୁ ଚାହୁଁ ନାହୁଁ -ପିନାକୀ ମିଶ୍ର

ନୂଆଦିଲ୍ଲୀ:ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ପ୍ରସ୍ତାବକୁ ଜୋରଦାର ବିରୋଧ କରିଛି ବିଜେଡି । ଅନାସ୍ଥା ପ୍ରସ୍ତାବ ବିତର୍କରେ ମତ ରଖି ବିଜେଡି ସାଂସଦ ପିନାକୀ ମିଶ୍ର ‘କଂଗ୍ରେସର ଦୁର୍ନୀତିକୁ ବିରୋଧ କରି ବିଜେଡି ସୃଷ୍ଟି ହୋଇଛି । ତେଣୁ କଂଗ୍ରେସ ପାର୍ଟି ଆଣିଥିବା

ମିଟର୍ ରିଡର୍‌ଙ୍କୁ ହତ୍ୟା ଘଟଣା: ମୃତକଙ୍କ ପରିବାରକୁ କଂପାନି ପକ୍ଷରୁ ମିଳିବ ୧୬ ଲକ୍ଷଟଙ୍କାର କ୍ଷତିପୂରଣ

ଭୁବନେଶ୍ୱର/ବ୍ରହ୍ମପୁର: ବିଦ୍ୟୁତ୍ ବିଲ୍ ସଂଗ୍ରହ କରିବାକୁ ଯାଇଥିବା ମିଟର୍ ରିଡର୍‌ ଲକ୍ଷ୍ମୀନାରାୟଣ ତ୍ରିପାଠୀ (୫୦)ଙ୍କ ମୃତ୍ୟୁ ନେଇ ଟିପିଏସ୍‌ଓଡିଏଲ୍ ଦୁଃଖ ପ୍ରକାଶ କରିଛି। ଶ୍ରୀ ତ୍ରିପାଠୀଙ୍କ ପରିବାରର ପ୍ରତି ଆମର ଭାବନା ଓ ସମବେଦନା ରହିଛି ଏବଂ ଉପଯୋଗୀ ସୂଚନା ଉପଲବ୍ଧ ହେବା ପରେ

ସ୍କୁଲରେ ନାମଲେଖା ପାଇଁ ବାଧ୍ୟତାମୂଳକ ନୁହେଁ ଆଧାର କାର୍ଡ

ଭୁବନେଶ୍ୱର: ରାଜ୍ୟର କୌଣସି ବିଦ୍ୟାଳୟରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଏନେଇ ମଙ୍ଗଳବାର ସବୁ ଜିଲ୍ଲା ଅଧିକାରୀଙ୍କୁ ଚିଠି କରିଛନ୍ତି । ଚଳିତ ଶିକ୍ଷାବର୍ଷ ଆରମ୍ଭ ହୋଇ ସାରିଥିବା ବେଳେ ନାମଲେଖା ଜାରି

୧୧ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ କୌଣସି ପାଣିପାଗ ପ୍ରକ୍ରିୟା ସକ୍ରିୟ ନଥିବା ତଥା ମୌସୁମୀ ନିମ୍ନଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ, ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି। ମୌସୁମୀ ନିମ୍ନ ଚାପ-ରେଖା ଆଜି (ମଙ୍ଗଳବାର) ତା’ର ସାଧାରଣ

କଟକ ରୋଡରେ ଥିବା ଦୀପାଳି ବାର ଲଜର ୨୦୫ ନମ୍ବର ରୁମକୁ ସିଲ କଲା ପୋଲିସ

ଭୁବନେଶ୍ବର: କଟକ ରୋଡରେ ଥିବା ଦୀପାଳି ବାର ଲଜର ୨୦୫ନମ୍ବର ରୁମକୁ ସିଲ କଲା ପୋଲିସ । ଆଜି ଜେରା ହେବେ ଶୁଭଲକ୍ଷ୍ମୀଂକ ପୁରୁଷ ବଂଧୁ ଅନିଲ । ଦୀପାଳି ବାରରେ ଶୁଭଲକ୍ଷ୍ମୀ ସାହୁ ଡେଥ୍ ସସପେନ୍ସ ଉପରୁ କେବେ ହଟିବ ପରଦା । ଦିନ ବିତିବା ସହ ରହସ୍ୟ ବଢୁଛି । ସାମନାକୁ ଆସୁଛି

ନବୀନ ସରକାରଙ୍କୁ ଆପ୍‌ର ଟାର୍ଗେଟ, ଫିରିଙ୍ଗିଆ ଥାନା ପୋଡ଼ିର ବିଚାର ବିଭାଗୀୟ ତଦନ୍ତ ପାଇଁ ଦାବି

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ପୋଡ଼ି ଘଟଣାରେ ଏପର୍ଯ୍ୟନ୍ତ ୧୯ଜଣ ଗିରଫ ହୋଇଥିବା ବେଳେ ଫିରିଙ୍ଗିଆ ଥାନା ପୋଡ଼ିବା ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ଆପ୍ ପକ୍ଷରୁ ଦାବି କରାଯାଇଛି। ଆପ୍ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରି ଘଟଣାରେ ନିରୀହ, ଆଦିବାସୀ,

ପୋଲିସକୁ ବନ୍ଧୁକ ଦେଖାଇ ଫେରାର ମାରୁଥିବା ୩ ଅଭିଯୁକ୍ତ ଗରିଫ

ସୁବର୍ଣ୍ଣପୁର: ପୋଲିସକୁ ବନ୍ଧୁକ ଦେଖାଇ ଫେରାର ମାରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଲା ସୋନପୁର ପୋଲିସ। ସୋମବାର ସନ୍ଧ୍ୟାରେ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ମନୁମୁଣ୍ଡା ପଟୁ ଆସୁଥିବା ଏକ ହୁଣ୍ଡାଇ ଭର୍ଣ୍ଣା କାରକୁ ସନ୍ଦେହରେ ଅଟକାଇବାକୁ ଚେଷ୍ଟା କରିଥିଲା ପୋଲିସ।

କଟକରେ 5T ସଚିବଙ୍କ ବଡ଼ ଘୋଷଣା : ବ୍ୟାଙ୍କ ନୁହେଁ, ଏଣିକି ନିଜ ପଞ୍ଚାୟତରେ ମିଳିବ ମଧୁବାବୁ ଭତ୍ତା

କଟକ : କଟକ ଜିଲ୍ଲା ଗସ୍ତରେ ଫାଇଭ ଟି ସଚିବ ଭି. କେ ପାଣ୍ଡିଆନ୍ । ଆଜି ପ୍ରଥମେ ସେ ଆଠଗଡ଼ ମିନି ଷ୍ଟାଡିୟମରେ ପହଞ୍ଚି ସାଧାରଣ ଜନତାଙ୍କୁ ଭେଟି ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ନିଜ ସମ୍ବୋଧନରେ ଫାଇଭ ଟି ସଚିବ କହିଛନ୍ତି, ଚାଷୀଙ୍କ ସମସ୍ୟା ସମାଧାନକୁ ଗୁରୁତ୍ବ ଦିଆଯିବ ।

ଆସିଲା ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ଭିସେରା ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର: ହୋଟେଲ୍ ରୁମରେ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ମିଳିବା ଘଟଣା । ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି । ତେବେ ଯୁବତୀ ଜଣଙ୍କ ନିୟମିତ ନିଶା ଦ୍ରବ୍ୟ ସେବନ କରୁଥିବା ନେଇ ଚର୍ଚ୍ଚା

କମୁଛି ହୀରାକୁଦର ଜଳସ୍ତର: ବନ୍ଦ ହେଲା ୧୦ଟି ଗେଟ୍

ସମ୍ବଲପୁର: ଉପରମୁଣ୍ଡରେ କମିଛି ବର୍ଷା । ମହାନଦୀରେ ଖସୁଛି ଜଳସ୍ତର । ହୀରାକୁଦକୁ କମିଛି ଜଳ ପ୍ରବେଶ । ବନ୍ଦ ହେଲା ଜଳଭଣ୍ଡାରର ୧୦ଟି ଗେଟ୍ । ପୂର୍ବରୁ ୨୦ଟି ସୁଇସ୍ ଗେଟ୍ ଦେଇ ହୀରାକୁଦରୁ ବନ୍ୟା ପାଣି ନିଷ୍କାସିତ ହେଉଥିଲା । ଏବେ ମାତ୍ର ୧୦ଟି ଗେଟ୍ ଖୋଲା ରହିଛି । ଡ୍ୟାମ୍ ବାମପଟର ୭ଟି