Browsing Category

ଓଡିଶା

କାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି: ୫ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଅନେକ ବାଦବିବାଦ ପରେ ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ । ଏଥିପାଇଁ ସଂଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ କରିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଖବର

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର

କଟକ: ଶପଥ ନେଲେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆଜି ତାଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ପାଠ କରାଇଛନ୍ତି। ହାଇକୋର୍ଟର ୩୩ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥଗ୍ରହଣ କରିଛନ୍ତି । ହାଇକୋର୍ଟର ପୁରୁଣା କୋଠା

ଖୁବଶୀଘ୍ର କଳାହାଣ୍ଡିରୁ ଉଡ଼ିବ ବିମାନ, DGCA ପକ୍ଷରୁ ମିଳିଲା ଅନୁମତି

ଭୁବନେଶ୍ୱର : ଖୁବଶୀଘ୍ର କଳାହାଣ୍ଡିରୁ ଉଡ଼ିବ ବିମାନ । କଳାହାଣ୍ଡିର ଉତକେଲା ବିମାନ ବନ୍ଦରରୁ ଭୁବନେଶ୍ବରକୁ ବିମାନ ଉଡ଼ିବ । ଏଥିପାଇଁ DGCA ପକ୍ଷରୁ ଅନୁମତି ମିଳିଛି । ଉତକେଲା ବିମାନ ବନ୍ଦରରୁ ବିମାନ ଉଡ଼ାଣ ନେଇ ଅନୁମତି ପରେ ଟ୍ବିଟ କରି ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ

“ଏସ୍‌ଟିଏ କ୍ରିପ୍ଟୋ ଟୋକେନ୍”ର ଭାରତ ମୁଖ୍ୟ ଇଓଡବ୍ଲୁ ହାତରେ ଗିରଫ

ଭୁବନେଶ୍ବର: କ୍ରିପଟୋ ମାଇନିଂ ଜରିଆରେ ପୁଞ୍ଜି ସ୍କାମ ମାମଲାରେ “ଏସ୍‌ଟିଏ କ୍ରିପ୍ଟୋ ଟୋକେନ୍”ର ଭାରତ ମୁଖ୍ୟ ଗିରଫ ହୋଇଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ରାଜସ୍ଥାନର ଶ୍ରୀଗଙ୍ଗନଗରରୁ ଗୁରୁଟେଜ ସିଙ୍ଗ ସିଦ୍ଧୁକୁ ଗିରଫ କରିଛି। ଗୁରୁଟେଜ୍‌ ସିଙ୍ଗ୍‌ ବଲିଉଡ

ବାରରେ ଯୁବତୀଙ୍କ ମୃତ୍ୟୁ ଘଟଣା: ବୟଫ୍ରେଣ୍ଡକୁ ଲକ୍ଷ୍ମୀସାଗର ଥାନାରେ ଜେରା

ଭୁବନେଶ୍ୱର: ଭୁବନେଶ୍ୱରର ଦୀପାଳି ବାରରେ ଯୁବତୀଙ୍କ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ଡକୁ ଥାନାରେ ପଚରାଉଚରା । ଶୁଭଲକ୍ଷ୍ମୀଙ୍କ ସହ ସମ୍ପର୍କ ନେଇ ବୟଫ୍ରେଣ୍ଡକୁ ଜେରା । ବୟଫ୍ରେଣ୍ଡକୁ ଲକ୍ଷ୍ମୀସାଗର ଥାନାରେ ଜେରା କରିଛି ପୋଲିସ ।ସଞ୍ଜୟ ନାମକ ଯୁବକଙ୍କ ୧୬୧ ଧାରାରେ ବୟାନ ରେକର୍ଡ କରାଯାଇଛି ।

ମିଟର ରିଡିଂ ନେବାକୁ ଯାଇଥିବା ବେଳେ ଯୁବକକୁ ହତ୍ୟା

ଗଞ୍ଜାମ: ବିଦ୍ୟୁତ ବିଲ୍ ଅଧିକ ଆସୁଥିବାରୁ ମିଟର ରିଡିଂ କରିବା ପାଇଁ ଆସିଥିବା ଏଜେଣ୍ଟଙ୍କୁ  ହାଣି ହତ୍ୟା କଲେ ଉପଭୋକ୍ତା। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ତାରାସିଂ ଥାନା ଅନ୍ତର୍ଗତ କୁପାଟି ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ଗ୍ୟାଲେରୀ ଗ୍ରାମର ଲକ୍ଷ୍ମୀ ନାରାୟଣ ତ୍ରିପାଠୀ। ଲକ୍ଷ୍ମୀ ନାରାୟଣ

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ

ଭୁବନେଶ୍ୱର :ଆଜି ପ୍ରକାଶ ପାଇଛି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ। ୧୩୧୦ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଇଥିବା ବେଳେ ସେଥି ମଧ୍ୟରୁ ୪୩୩ ପିଲା କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ ପରୀକ୍ଷାର୍ଥୀ ପାସ୍‌ କରିଛନ୍ତି।

ଯୁବତୀଙ୍କୁ ଯୌନ ଶୋଷଣ ମାମଲାରେ କଟକ ମହିଳା ଥାନାରେ ହାଜର ହେଲେ ସୌରିନ ଭଟ୍ଟ

କଟକ: ମହିଳା ଥାନାରେ ସୌରିନ ଭଟ୍ଟ । ଯୁବତୀଙ୍କୁ ଯୌନ ଶୋଷଣ ମାମଲାରେ କଟକ ମହିଳା ଥାନାରେ ହାଜର ହୋଇଛନ୍ତି କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ହାଜର ହୋଇଛନ୍ତି ସୌରିନ। ପୀଡିତା ଯୁବତୀଙ୍କ ଏତଲା ଆଧାରରେ ଅଧିକ ପଚରାଉଚରା ପାଇଁ ଥାନାରେ ହାଜର ହୋଇଛନ୍ତି ସୌରୀନ୍। ଆଜି

କମୁଛି ହୀରାକୁଦ ଜଳସ୍ତର: ଟଳିଲା ବନ୍ୟା ବିପଦ

ସମ୍ବଲପୁର ; କମୁଛି ହୀରାକୁଦ ଜଳସ୍ତର । ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୨୦ଟି ଗେଟ ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଳସ୍ତର ୬୨୦ ଫୁଟ ତଳକୁ ଖସିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ଲକ୍ଷ ୭୫ହଜାର କ୍ୟସେକ ଜଳ ପ୍ରବେଶ କରୁଥିବା ବେଳେ ୩ଲକ୍ଷ ୫୦ହଜାର ଜଳ ନିଷ୍କାସିତ ହେଉଛି ।

ଵଲାଙ୍ଗିର ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ

ବଲାଙ୍ଗିର ଗସ୍ତର ଦ୍ବିତୀୟ ଦିନରେ ଵଲାଙ୍ଗିର ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି 5T ସଚିବ ଭିକେପାଣ୍ଡିଆନ। ପ୍ରଥମେ ଵଲାଙ୍ଗିର ସମଲେଶ୍ବରୀ ମନ୍ଦିରରେ ପହଞ୍ଚି ମାଆ ସମଲେଶ୍ବରୀଂକୁ ଦର୍ଶନ କରିଛନ୍ତି । ମନ୍ଦିରର ଉନ୍ନତି ନେଇ ସେବାୟତ ଓ ମନ୍ଦିର କମିଟି ସହ ଆଲୋଚନା କରିଛନ୍ତି ।