Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବନ୍ଧା ହେଲା ଖୋର୍ଦ୍ଧାର ଗ୍ୟାଙ୍ଗ ଲିଡର ସଞ୍ଜୟ ଖୁଣ୍ଟିଆ, ବଡ଼ ଧରଣ ଅଘଟଣ ଘଟଇବା ପାଇଁ କରୁଥିଲେ ମସୁଧା
ଭୁବନେଶ୍ୱର:ଏକ ଦୁର୍ଦ୍ଦାନ୍ତ ଅପରାଧୀ ଗ୍ୟାଙ୍ଗକୁ ଧରିଛି କମିଶନରେଟ ପୋଲିସ । ଏହି ଗ୍ୟାଙ୍ଗ ଏକ ବଡ ଧରଣର ଅପରାଧିକ କାଣ୍ଡ କରିବାକୁ ଯାଉଥିବାବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଁ ପୋଲିସ ଏମାନଙ୍କୁ ଧରିଛି । ଗ୍ୟାଙ୍ଗର ମୁଖ୍ୟ ସଞ୍ଜୟ ଖୁଣ୍ଟିଆ ଓ ତାଙ୍କ ୩ ଜଣଙ୍କୁ ଗିରଫ କରାଯାଇଛି ।!-->…
ପୋଖରୀରୁ ଉଦ୍ଧାର ହେଲା ଗୃହରକ୍ଷୀଙ୍କ ମୃତଦେହ
ସୋରଡା : ଗଞ୍ଜାମ ଜିଲ୍ଲା ବଡଗଡ ଥାନା ନିକଟ ପୋଖରୀରୁ ଉଦ୍ଧାର ହୋଇଛି ଗୃହରକ୍ଷୀଙ୍କ ମୃତଦେହ । ମୃତକ ହେଲେ ବଡଗଡ ଗ୍ରାମର ବଳରାମ ଦାସ। ସେ ଏକ ସପ୍ତାହ ହେଲା ଥାନାକୁ ଆସୁ ନଥିଲେ। କିନ୍ତୁ ଆଜି ସକାଳୁ ଗୃହରଖିଙ୍କ ମୃତ ଦେହ ପୋଖରୀରେ ଭାସୁଥିବା ଦେଖିଥିଲେ ସ୍ଥାନୀୟ ଲୋକେ ।
ପୋଲିସ!-->!-->!-->…
ସାଳନ୍ଦୀର ପ୍ରଖର ସ୍ରୋତରେ ଭାସିଗଲେ ୨ କାଉଡିଆ
ଖଇରା: ଭାସିଗଲେ କାଉଡିଆ । ଶ୍ରାବଣ ସୋମବାରରେ ଆସିଛି ଏପରି ଦୁଃଖଦ ଖବର । ଶ୍ରାବଣ ସୋମବାରରେ ମହାଦେବଙ୍କ ମୁଣ୍ଡରେ ପାଣି ଢାଳିବା ପାଇଁ ଯାଇ ନଦୀର ପ୍ରଖର ସ୍ରୋତରେ ଭାସିଗଲେ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବରଦା ଅଞ୍ଚଳରେ ।
ବରଦା ବ୍ଲକର ସିନ୍ଧୁକେଶ୍ୱର ମହାଦେବ!-->!-->!-->…
ୟୁନିୟନ ବ୍ୟାଙ୍କରୁ ଲୁଟ୍ ମାମଲା: ପଶ୍ଚିମବଙ୍ଗରୁ ଧରାହେଲା ମାଷ୍ଟରମାଇଣ୍ଡ
ବାଲେଶ୍ୱର: ଚନ୍ଦନେଶ୍ୱରରେ ଥିବା ୟୁନିୟନ ବ୍ୟାଙ୍କରୁ ଲୁଟ୍ ମାମଲାରେ ବାଲେଶ୍ୱର ପୁଲିସକୁ ବଡ଼ ସଫଳତା ମିଳିଛି। ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳରୁ ମାଷ୍ଟରମାଇଣ୍ଡକୁ ଗିରଫ କରିଛି ପୁଲିସ। ଏଥିସହ ୮୫୪ ଗ୍ରାମ୍ ସୁନା ଜବତ କରାଯାଇଛି। ପୂର୍ବରୁ ଏହି ଘଟଣାରେ ୬ଜଣଙ୍କୁ ଗିରଫ କରାଯାଇଥିଲା।!-->…
ସରକାରୀ ବାସଭବନରେ ବିଧାୟକ ଝିଆରୀଙ୍କ ଆତ୍ମହତ୍ୟା; ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ
ଭୁବନେଶ୍ୱର:ଓଡ଼ିଶା ବିଧାୟକଙ୍କ ଝିଆରୀଙ୍କ ସନ୍ଦେହଜନକ ମୃତ୍ୟୁ । ଭୁବନେଶ୍ୱର ଖାରବେଳନଗରସ୍ଥିତ ବିଧାୟକଙ୍କ ସରକାରୀ ବାସଭବନରୁ ତାଙ୍କ ଶବ ଝୁଲନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି ।
ମିଳିଥିବା ସୂଚନା ଅନୁସାରେ, ମୃତ ଛାତ୍ରୀ ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝିଙ୍କ ଝିଆରୀ!-->!-->!-->…
ବଢିଲା ମଧୁବାବୁ ପେନସନ୍ ଯୋଜନା କଳେବର, ସାମିଲ ହେଲେ ଆଉ ୪ଲକ୍ଷ ୧୩ହଜାର ହିତାଧିକାରୀ
ଭୁବନେଶ୍ବର: ବଢିଲା ମଧୁବାବୁ ପେନସନ୍ ଯୋଜନା କଳେବର। ସାମିଲ ହେଲେ ଆଉ ୪ଲକ୍ଷ ୧୩ହଜାର ହିତାଧିକାରୀ । ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ୨୮ଲକ୍ଷ ୬୧ହଜାରରୁ ୩୨ଲକ୍ଷ ୭୫ହଜାରକୁ ବୃଦ୍ଧି ପାଇଛି ।
ଅଗଷ୍ଟ ୧୫ତାରିଖ ଜନସେବା ଦିବସରେ ନୂଆ ହିତାଧିକାରୀ ସେମାନଙ୍କ ପ୍ରଥମ ପେନସନ୍!-->!-->!-->…
ଜଷ୍ଟିସ ମୁରଲୀଧର ନେଲେ ଅବସର, ମଙ୍ଗଳବାର ଶପଥ ଗ୍ରହଣ କରିବେ ଜଷ୍ଟିସ ତାଳପତ୍ର
କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍. ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ହାଇକୋର୍ଟର ଅନ୍ୟତମ ବରିଷ୍ଠ ବିଚାରପତି ଶୁଭାଶିଷ ତାଳପାତ୍ର ଦାୟିତ୍ୱ ଗ୍ରହଣ କରିବାକୁ ଯାଉଛନ୍ତି। ଆସନ୍ତାକାଲି ସକାଳେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ଜଷ୍ଟିସ ତାଳପତ୍ରଙ୍କୁ!-->…
ଶ୍ରୀମନ୍ଦିର ରତ୍ନଭଣ୍ଡାର ଶୀଘ୍ର ମରାମତି ଆବଶ୍ୟକ କରୁଛି: ଏଏସଆଇ
କଟକ: ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଶୀଘ୍ର ମରାମତି ଆବଶ୍ୟକ। ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ସୋମବାର ହାଇକୋର୍ଟରେ ଏହା କହିଛି। ଓଡ଼ିଶା ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବା ପରେ ପୁରୀ ଏଏସ୍ଆଇର ପ୍ରତ୍ନତତ୍ତ୍ୱ ଅଧୀକ୍ଷକ ଦିବିଷାଦ ଗଡ଼ନାୟକ ସତ୍ୟପାଠ ବାବଦରେ!-->…
ଫିରିଙ୍ଗିଆ ଥାନା ପୋଡ଼ି ଘଟଣା : ଭିଡିଓ ଫୁଟେଜ ଆଧାରରେ ୧୯ ଅଭିଯୁକ୍ତ ଗିରଫ
କନ୍ଧମାଳ: ଫିରିଙ୍ଗିଆ ଥାନା ପୋଡ଼ି ଘଟଣାରେ ଆକ୍ସନ ମୁଡରେ ପୋଲିସ। ଭିଡିଓ ଫୁଟେଜ ଆଧାରରେ ୧୯ ଅଭିଯୁକ୍ତ ଗିରଫ । ଅନ୍ୟମାନଂକୁ ଖୁବଶୀଘ୍ର ଚିହ୍ନଟ କରାଯିବ । ଆକ୍ରମଣରେ ଗୁରୁତର ଏସଆଇଙ୍କୁ କଟକ ସ୍ଥାନାନ୍ତର କରଯାଇଛି । ଏହି ଘଟଣା ପରେ ଥାନା ଆଇଆଇସିଂକୁ ବଦଳି କରାଯାଇଛି । ୨ ହୋମଗାର୍ଡ!-->…
ବନ୍ୟା ପାଣିରେ ଭାସି ନିଖୋଜ ଥିବା ଯୁବକଙ୍କ ମୃତଦେହ ଉଦ୍ଧାର
ଭଦ୍ରକର ଧୁଷୁରୀ-ହସନାବାଦ ରାସ୍ତାର ହରିହଂସ ନିକଟରୁ ବନ୍ୟା ପାଣିରେ ଭାସି ନିଖୋଜ ହୋଇଯାଇଥିବା ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ହରିହଂସଠାରୁ କିଛି ଦୂରରେ ଯୁବକଙ୍କ ମୃତଦେହକୁ ଠାବ କରାଯାଇଥିଲା। NDRF ଏବଂ ଓଡ୍ରାଫ୍ ଟିମ୍ ମୃତଦେହକୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା!-->…