Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ RSS ମୁଖ୍ୟ ମୋହନ ଭାଗବତ
ପୁରୀ: ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ମୋହନ ଭାଗବତ। ପୁରୀ ଗୋବର୍ଦ୍ଧନ ମଠରେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ଵତୀ ମହାରାଜାଙ୍କ ସହ ରାଷ୍ଟ୍ର ଗଠନ ସମ୍ପର୍କରେ ଆଲୋଚନା କରିଥିଲେ । ଦୀର୍ଘ ସମୟ ଧରି ରୁଦ୍ଧଦ୍ୱାର କୋଠରୀରେ ଆଲୋଚନା କରାଯାଇଥିଲା । ଆଧ୍ୟାତ୍ମିକ!-->…
୨ ହଜାର ଟଙ୍କିଆ ନୋଟ୍ ବଦଳକୁ ନେଇ ୨୦ ଲକ୍ଷ ଠକେଇ ମାମଲା, ଆଉ ୨ ଗିରଫ
ସୋନପୁର: ୨ ହଜାର ଟଙ୍କିଆ ନୋଟ୍ ବଦଳକୁ ନେଇ ୨୦ ଲକ୍ଷ ଠକେଇ ମାମଲାରେ ସୋନପୁର ପୋଲିସ ଆଉ ୨ ଜଣଙ୍କୁ ଗିରଫ କରିଛି । ଏହି ମାମଲାରେ ପୋଲିସ ପୂର୍ବରୁ ୩ ଜଣଙ୍କୁ ଗିରଫ କରିଥିଲା । ଏବେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।
ସୂଚନା ଅନୁସାରେ, ସୋନପୁର ସହରରେ ଗତ ଜୁଲାଇ ୩୦!-->!-->!-->…
ନକଲି ଯୁକ୍ତ ୨ ସାର୍ଟିଫିକେଟ୍ ମାମଲାରେ ଅଧ୍ୟାପକ ଗିରଫ
ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ପୋଲିସ ଏକ ନକଲି ସାର୍ଟିଫିକେଟ୍ ରାକେଟର ପର୍ଦ୍ଦାଫାସ୍ କରିଛି । ମାମଲାରେ କାଇପଦର ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ରାଜନୈତିକ ବିଜ୍ଞାନ ଅଧ୍ୟାପକଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଧ୍ୟାପକ ଜଣଙ୍କ ତପନ କୁମାର ପୃଷ୍ଟି, ଘର ଯାଜପୁର ବୋଲି ଜଣା ପଡ଼ିଛି ।
!-->!-->…
ଅକାଳରେ ଚାଲିଗଲେ ଓଡ଼ିଆ ନୌସେନା ଯବାନ୍ ଜନ୍ସନ୍
ଆଠଗଡ଼ : ବୋଧହୁଏ ଦୁଃଖ ଏମିତି ଅଚାନକ ଆସେ । ଗାଁ ସରା ଲୋକ ରୁଣ୍ଡ ହୋଇଛନ୍ତି କାହାକୁ ଅପେକ୍ଷା କରି । କିଛି ସମୟ ପୂର୍ବରୁ ଅଶୁଭ ଖବରଟିଏ ଆସିଥିଲା । ନୌବାହିନୀରେ ଥିବା ଗାଁର ପୁଅ ଜନ୍ସନ୍ ଆଉ ଏ ଦୁନିଆଁରେ ନାହିଁ । ପରିବାର ଲୋକଙ୍କ ଆଖିରେ ଲୁହର ବନ୍ୟା । ଦୁଃଖରେ ଛତି!-->…
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା
ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହାର ପ୍ରଭାବରେ ଆଜି ୯ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲ୍ଲାରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ!-->…
ଭଦ୍ରକରୁ ୧୭ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ
ଭଦ୍ରକ: ଗ୍ରାମାଞ୍ଚଳ ପୋଲିସକୁ ବଡ଼ ସଫଳତା। ବିପୁଳ ପରିମାଣରେ ବ୍ରାଉନ ସୁଗାର ଜବତ କଲା ଭଦ୍ରକ ଗ୍ରାମାଞ୍ଚଳ ପୋଲିସ। ୧୧୮ ଗ୍ରାମର ବ୍ରାଉନ ସୁଗାର ଜବତ କରି ଜଣଙ୍କୁ ଗିରଫ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୧୭ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି। ପୋଲିସ ପାଟ୍ରୋଲିଂ ବେଳେ!-->…
ଦୁଇ ଡଙ୍ଗରିଆ କନ୍ଧଙ୍କୁ ଉଠାଇ ନେବା ପ୍ରତିବାଦରେ ହଙ୍ଗାମା : ଥାନା ଘେରିଲେ ଶତାଧିକ ଲୋକ
ରାୟଗଡା: ଦୁଇଜଣ ଡଙ୍ଗରିଆ ଯୁବକଙ୍କୁ ପୋଲିସ ଉଠାଇନେବା ଘଟଣାର ପ୍ରତିବାଦ । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଥାନା ଘେରାଉ କରିଛନ୍ତି ୧୧୨ ଖଣ୍ଡ ଗାଁର ଡଙ୍ଗରିଆ ମହିଳା ଓ ପୁରୁଷ । ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଡଙ୍ଗରିଆମାନେ ଥାନା ଘେରାଉ କରିଛନ୍ତି । ତୁରନ୍ତ ଦୁଇ ଯୁବକଂକୁ!-->…
୨ ଦିନିଆ ବଲାଙ୍ଗିର ଗସ୍ତରେ 5T ସଚିବ
ବଲାଙ୍ଗିର: ଦୁଇ ଦିନିଆ ବଲାଙ୍ଗିର ଗସ୍ତରେ 5t ସଚିବ ଭିକେ ପଣ୍ଡିଆନ । ପ୍ରଥମରେ ତୁଷୁରାରେ ପହଞ୍ଚି ସମଲେଶ୍ବରୀ ମନ୍ଦିରକୁ ଯାଇ ସମଲେଶ୍ବରୀ ମାଁଙ୍କୁ ଦର୍ଶନ କରିବା ସହ ମନ୍ଦିର କମିଟି ସହିତ ଆଲୋଚନା କରିଛନ୍ତି । ଆଜି ବେଳପଡା ଓ ଟିଟିଲାଗଡ଼ ରେ ସାଧାରଣ ଜନଶୁଣାଣୀରେ ଯୋଗଦେବେ ପରେ ସେ!-->…
୮ କୋଟିର ବ୍ୟାଙ୍କ ଋଣ ଜାଲିଆତି ମାମଲା, ଆଉ ୨ ଜଣଙ୍କୁ ଗିରଫ କଲା ଇଓଡବ୍ଲୁ
ଭୁବନେଶ୍ୱର: ବ୍ୟାଙ୍କ ଋଣ ଘୋଟାଲା ମାମଲାରେ ରବିବାର ଅର୍ଥନୈତିକ ଅପରାଧ ଶାଖା (EOW) ଆଉ ୨ ଜଣଙ୍କୁ ଗିରଫ କରିଛି । ଭାରତୀୟ ଷ୍ଟେଟ ବ୍ୟାଙ୍କର ଫୁଲବାଣୀ ଶାଖାରେ ପ୍ରାୟ ୮ କୋଟି ଟଙ୍କାର ଋଣ ଜାଲିଆତି ମାମଲାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଇଓଡବ୍ଲୁ ।
ଗିରଫ ଅଭିଯୁକ୍ତ!-->!-->!-->…
ବଦଳିଲେ ଫିରିଙ୍ଗିଆ ଥାନା IIC ତପନ କୁମାର ନାହାକ
ଫୁଲବାଣୀ: ପୋଲିସ ଗଞ୍ଜେଇ କାରବାର କରୁଥିବା ଅଭିଯୋଗକୁ ନେଇ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନାରେ ଲଙ୍କାକାଣ୍ଡ ଘଟଣାରେ ଆଇଆଇସିଙ୍କୁ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯାଇଛି। ସେହିପରି ଅଭିଯୋଗ ଥିବା ୨ ହୋମଗାର୍ଡଙ୍କୁ ମଧ୍ୟ କାର୍ଯ୍ୟରୁ ଅନ୍ତର କରାଯାଇଛି । ଏସମ୍ପର୍କରେ ସୂଚନା ଦେଇଛନ୍ତି!-->…