Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହୀରାକୁଦକୁ କମିଛି ଜଳ ପ୍ରବେଶ, ଆଉ ଖୋଲିବନି ଗେଟ୍
ସମ୍ବଲପୁର: ହୀରାକୁଦକୁ କମିଛି ଜଳ ପ୍ରବେଶ । ଯେତିକି ପ୍ରବେଶ କରୁଛି ସେତିକି ବାହାରୁଛି । ଏବେ ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ଆଗକୁ ଜଳ ପ୍ରବେଶ ଆହୁରି କମିବ । ଉପରମୁଣ୍ଡ ଓ ତଳମୁଣ୍ଡରେ ବି ବର୍ଷା କମିଛି । ଫଳରେ ଏବେ ଅଧିକ ଗେଟ୍ ଖୋଲିବ ନାହିଁ । ଏହି ସୂଚନା ଦେଇଛନ୍ତି!-->…
କେମିତି ହେଲା ଲେଡି ବାର୍ କର୍ମଚାରୀଙ୍କ ମୃତ୍ୟୁ? ବଢୁଛି ସସପେନ୍ସ
ଭୁବନେଶ୍ବର: ଭୁବନେଶ୍ବରରେ ଲେଡି ବାର୍ କର୍ମଚାରୀଙ୍କ ମୃତ୍ୟୁକୁ ନେଇ ବଢୁଛି ସସପେନ୍ସ । କେମିତି ହେଲା ମୃତ୍ୟୁ? ଆତ୍ମହତ୍ୟା ନା ହତ୍ୟା ? ଅସ୍ପଷ୍ଟ ରହିଛି ମୃତ୍ୟୁର କାରଣ । ଗତକାଲି ଲକ୍ଷ୍ମୀସାଗର କଟକ ରୋଡ୍ ଦୀପାଳି ବାରେର ଥିବା ଲଜ ରୁମ୍ ଭିତରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା ।!-->…
ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ, ଗାଁରେ ପଶିଲା ପାଣି
ବାଲିପାଟଣା: ବାଳକାଟୀ-ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ । ବାଳକାଟିଠାରେ ଦକ୍ଷିଣ ପାର୍ଶ୍ଵ ବନ୍ଧରେ ଥିବା ସାଇଫୋନ ପାଖରେ ଘାଇ ସୃଷ୍ଟି ହୋଇଛି । ଓଭର ଫ୍ଲୋ ଯୋଗୁ ରାତିରେ ବନ୍ଧ ଭାଙ୍ଗିଯାଇଥିଲା । ବାଳକାଟି କଲେଜ ପଡ଼ିଆରେ ପାଣି ମାଡିଯାଇଛି । ପାଣି ଗାଁରେ ମାଡିଯିବାର ଆଶଙ୍କା ରହିଛି ।!-->…
ଦୁଇ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଇଞ୍ଜିନିୟର ଗିରଫ
ନୟାଗଡ: ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ସଫ୍ଟଓ୍ୱୟାର ଇଞ୍ଜିନିୟରଙ୍କୁ ଗିରଫ କରିଛି ସାଇବର ପୋଲିସ।
ମିଳିଥିବା ସୂଚନା ଅନୁଯାୟୀ, ନୟାଗଡ଼ ରଥଗଡାସାହିର ସିଦ୍ଧାର୍ଥ ପାଣିଗ୍ରାହୀ ଓରଫ ସାଗର କମ୍ପ୍ୟୁଟର ସାଇନ୍ସରେ ଇଞ୍ଜିନିୟରିଂ!-->!-->!-->…
ଦୁଇ ଏନଏଚ ପ୍ରକଳ୍ପର ଉଦ୍ଘାଟନ କଲେ ଅମିତ ଶାହ-ନବୀନ ପଟ୍ଟନାୟକ
ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ସାରା ଦେଶକୁ ମାର୍ଗଦର୍ଶନ କରିଛି: ଅମିତ ଶାହ
ନୂଆ ଓଡ଼ିଶା ଗଠନ ଦିଗରେ ଆମେ ଆଗେଇ ଚାଲିଛୁ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ!-->!-->!-->!-->!-->…
ପଥର ମାଫିଆଙ୍କ ଆକ୍ରମଣରେ ଆରଆଇଙ୍କ ଫାଟିଲା ମୁଣ୍ଡ
ଉଦଳା : ଆରଆଇଙ୍କ ମୁଣ୍ଡ ଫଟାଇଲେ ମାଫିଆ । ମୟୁରଭଞ୍ଜ ଜିଲା ଖୁଣ୍ଟା ତହସିଲ ଅଧୀନ ସପଞ୍ଚୁଆ ପଞ୍ଚାୟତର ସୁବର୍ଣ୍ଣମଞ୍ଜରୀ ଗ୍ରାମ ନିକଟରେ ଶନିବାର କାର୍ଯ୍ୟରତ ବଡପଥରା ରାଜସ୍ୱ ନିରୀକ୍ଷକଙ୍କୁ ପଥର ମାଫିଆ ମାଡ ମାରି ମୁଣ୍ଡ ଫଟାଇ ଦେଇଥିବା ଜଣାପଡ଼ିଛି। ତାଙ୍କୁ ଡୁକୁରା ଗୋଷ୍ଠୀ!-->…
ଛାତ ଉପରୁ ବିବାହିତା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
ଜଳେଶ୍ୱର: ଘରର ଛାତ ଉପରୁ ବିବାହିତା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଜୟନଗର ଗ୍ରାମରେ ଘଟିଛି ଏପରି ଅଭାବନୀୟ ଘଟଣା। ତେବେ ଏହି ହତ୍ଯା ନା ଆତ୍ମହତ୍ଯା କାରଣ ଅସ୍ପଷ୍ଟ ରହିଛି। ମୃତକ ହେଲେ ସ୍ତ୍ରୀ ମିଲି ପରିଡ଼ା। ଏହି ଘଟଣାକୁ ନେଇ!-->…
ଘାଟି ତଳକୁ ଖସିଲା ଟ୍ରକ; ଡ୍ରାଇଭର ମୃତ, ହେଲପର ଆହତ
ବାଙ୍ଗିରିପୋଷି : ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରକ। ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥ ଦ୍ୱାରସୁଣୀ ଘାଟି ତଳକୁ ଟ୍ରକ ଖସି ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ମୃତ ଟ୍ରକ ଚାଳକ ହେଲେ ଶ୍ୟାମସୁଦ୍ଦିନ ଖାନ(୪୫) ଓ!-->…
୮ ଦିନ ପରେ ମାଟି ତଳୁ ମହିଳାଙ୍କ ଶବ ଜବତ
ମୋହନା : ଗଜପତି ଜ଼ିଲ୍ଲା ଅଡବା ଥାନା ଅନ୍ତର୍ଗତ ରାଇଜୁକା ଗ୍ରାମରେ ପୋଡି ହୋଇ ମହିଳାଙ୍କ ମୃତ୍ୟୁ ଘଟଣାର ନୂଆ ମୋଡ଼ ନେଇଛି । ୮ ଦିନ ପରେ ଶ୍ମଶାନରୁ ମାଟି ଖୋଳି ଶବ ଜବତ କଲା ପୋଲିସ । ଝିଅକୁ ତାଙ୍କ ସ୍ୱାମୀ ଓ ଶାଶୁ ଘର ଲୋକେ ହତ୍ୟା କରି ପୋତି ଦେଇଥିବା ନେଇ ଝିଅର ବାପା ଥାନାରେ!-->…
ସାନ ଭାଇକୁ ହତ୍ୟା କଲା ବଡ଼ ଭାଇ
ତୁଚ୍ଛ ହେଲା ରକ୍ତ ସମ୍ପର୍କ। ସାନ ଭାଇକୁ ଜଣେ ବ୍ୟକ୍ତି କଟୁରୀରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଢେଙ୍କାନାଳ ସଦରଥାନା ଅନ୍ତର୍ଗତ ସୋଗରପଷୀ ଦେହୁରୀ ସାହିରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଅଭୟ ଦେହୁରୀ। ପୁଲିସ ପ୍ରଶାନ୍ତ ଦେହୁରୀଙ୍କୁ ଗିରଫ କରି ପଚରାଉଚରା କରୁଛି।
!-->!-->!-->…