Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମୟୂରଭଞ୍ଜ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ଔଷଧ
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ଥିବା ଔଷଧ ଷ୍ଟୋର ରୁମରେ ଗତକାଲି ରାତି ପ୍ରାୟ ୮ଟା ସମୟରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି । ଷ୍ଟୋର ରୁମଟି ବନ୍ଦ ଥିବାବେଳେ ଭିତର ପଟୁ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ପରେ ନିଆଁର ପ୍ରକୋପ!-->…
ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ
ଚାନ୍ଦବାଲି : ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନା ଭାଟପଡା ପଂଚାୟତ ଭଉଁରୀ ଗାଁରେ ଯୌତୁକକୁ ନେଇ ବଧୂହତ୍ୟା ଅଭିଯୋଗ ହୋଇଛି । ମୃତ ଯୁବତୀଙ୍କ ନା ରୁକ୍ମଣୀ ନାୟକ ବୋଲି ଜଣାପଡିଛି।
ଅଭିଯୋଗ ମୁତାବକ ମାଧପୁର ପଂଚାୟତ ବଡସିଂହପୁର ଗ୍ରାମର ନାରାୟଣ!-->!-->!-->…
ଧାମନଗର ବ୍ଲକର ସମସ୍ତ ସ୍କୁଲ ବନ୍ଦ
ଭଦ୍ରକ : ଧାମନଗରରେ ସବୁ ସ୍କୁଲ ଛୁଟି । ବନ୍ୟା ପାଣି ସବୁ ସ୍କୁଲରେ ପଶିଥିବାରୁ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭଦ୍ରକ ଜିଲ୍ଲାପାଳ। ଅନ୍ୟ ବ୍ଲକ ଗୁଡିକରେ ବନ୍ୟା ସ୍ଥିତି ଦେଖି ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ ବ୍ଲକ ଶିକ୍ଷଧିକାରୀ । ସ୍ଥିତି ଭଲ ନଥିଲେ ସ୍କୁଲ ବନ୍ଦ!-->…
୨.୫ ଲକ୍ଷ ଟଙ୍କା ଲୋଭରେ ପୁଅକୁ ବିକିଦେଲା ବାପା
ଟିଟିଲାଗଡ଼ : ଟିଟିଲାଗଡ଼ରେ ପୁଣି ଚାଞ୍ଚଲ୍ୟ। ୫ଦିନର ଶିଶୁ ପୁତ୍ରକୁ ବିକିଲା ବାପା । ୨.୫ ଲକ୍ଷ ଟଙ୍କାରେ ବିକ୍ରି କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ବାପା ହେଲେ ଟିଟିଲାଗଡ ଝାଙ୍କରପଡାର ସନ୍ତୋଷ ପଟେଲ।
ସୂଚନା ଅନୁସାରେ ସନ୍ତୋଷ ଓ ପୁଷ୍ପା ପଟେଲଙ୍କର ପୂର୍ବରୁ ୩ଟି ସନ୍ତାନ!-->!-->!-->…
ଟମାଟୋ କିଣା ବିକାକୁ ନେଇ ତୁମୁଳକାଣ୍ତ ; ଛୁରାମାଡରେ ଜଣେ ଆହତ, ଜଣେ ଗୁରୁତର
ଆନନ୍ଦପୁର: ଏପଟେ ଟମାଟୋ ଦର ଗ୍ରାହକଙ୍କୁ କନ୍ଦାଉଥିବା ବେଳେ ସେପଟେ ଟମାଟୋ ପାଇଁ ମହାଭାରତ । ଟମାଟୋ କିଣାକୁ ନେଇ ପରିବା ଦୋକାନୀଙ୍କ ଛୁରା ମାଡରେ ଜଣେ ଆହତ, ଅନ୍ୟ ଜଣେ ଗୁରତର । ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ବାଲିପାଳ ସାପ୍ତାହିକ ବଜାର ହାଟରେ ।
ସୂଚନା!-->!-->!-->…
ଆସିଲା ବନ୍ୟା କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ: ୨୧ ଜିଲ୍ଲା ବେହାଲ; ୪ ଲକ୍ଷ ୧୧ ହଜାର ଲୋକ ପ୍ରଭାବିତ
ଭୁବନେଶ୍ୱର : ରାଜ୍ୟବ୍ୟାପୀ ଲଗାଣ ବର୍ଷା ଓ ପରେ ବନ୍ୟା । ବର୍ଷା ଓ ବନ୍ୟା ପ୍ରଭାବ କମୁଛି । କିନ୍ତୁ ଲୋକଙ୍କ ଦୁର୍ଦ୍ଦଶା ବଢୁଛି । ଏହାରି ଭିତରେ ଆସିଛି ରାଜ୍ୟ ସରକାରଙ୍କ ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ । ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରୁ ଜାରି ହୋଇଛି ଏହି ରିପୋର୍ଟ ।!-->…
ଛତିଶଗଡ଼ ଖୋଲିଦେଲା କଲମା ବ୍ୟାରେଜର ସମସ୍ତ ଗେଟ୍, ବଢୁଛି ହୀରାକୁଦ ଜଳସ୍ତର
ସମ୍ବଲପୁର : ଗେଟ୍ ଖୋଲିଲା ଛତିଶଗଡ଼ । ବଢ଼ାଇଲା ଓଡ଼ିଶାର ଟେନସନ୍ । ହୀରାକୁଦରେ ବଢୁଛି ଜଳସ୍ତର । କଲମା ବ୍ୟାରେଜର ସମସ୍ତ ୬୬ଟି ଗେଟ୍ ଖୋଲିଛି ଛତିଶଗଡ଼ । ଏହାପରେ ମହାନଦୀରେ କ୍ରମାଗତ ଜଳସ୍ତର ବଢୁଛି । ଏବେ ହୀରାକୁଦର ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି ।!-->…
ସୁବ୍ରତୋ ବାଗଚୀଙ୍କୁ ନବୀନ ଦେଲେ ନୂଆ ଦାୟିତ୍ୱ
ଭୁବନେଶ୍ୱର: ରାଜ୍ୟର ସମସ୍ତ ସିଭିଲ ସର୍ଭିସ ଟ୍ରେନିଂ ଇନଷ୍ଟିଚ୍ୟୁସନରେ ଦକ୍ଷତା ବିକାଶ ବା ବୃଦ୍ଧି ପାଇଁ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ସୁବ୍ରତୋ ବାଗଚୀ ଏଣିକି କାମ କରିବେ। ଏଥିପାଇଁ ଶୁକ୍ରବାର ନବୀନ ପଟ୍ଟନାୟକ ତାଙ୍କୁ ନିଯୁକ୍ତି ଦେଇଛନ୍ତି।
ଗତ ୨୯ ତାରିଖରେ ଓଡ଼ିଶା ଦକ୍ଷତା!-->!-->!-->…
ବିଧାୟକ ମୋକିମଙ୍କୁ ୧୦ ହଜାର ଟଙ୍କା ଜରିମାନା
କଟକ : ଏକ ମିଥ୍ୟା ସତ୍ୟପାଠ ମାମଲାରେ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ ସମୟରେ ହାଜର ନ ହେବାରୁ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ଶୁକ୍ରବାର ଓଡ଼ିଶା ହାଇକୋର୍ଟ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି।
ବିଧାୟକ ହାଜର ହେବା ପାଇଁ ଅଧିକ ସମୟ ମାଗିଥିଲେ। ଏଥିରେ ଅସନ୍ତୋଷ ପ୍ରକାଶ କରି!-->!-->!-->…
ଭୁବନେଶ୍ୱରରେ ଅମିତ ଶାହ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପହଁଚିଲେ ଗୃହମନ୍ତ୍ରୀ ଅମିତ ଶାହ। ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ଶାହ ପାଖାପାଖି ରାତି 12ଟା ସମୟରେ ବିମାନ ବନ୍ଦରରେ ଭାରତୀୟ ବାୟୁସେନାର ବିମାନ ଯୋଗେ ଆସି ଅବତରଣ କରିଛନ୍ତି। ସ୍ବାଗତ କରିବାକୁ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ!-->…