Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନୂଆ ଟିମ ଘୋଷଣା କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
ଭୁବନେଶ୍ୱର: ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ତାଙ୍କର ନୂଆ ଟିମ ଘୋଷଣା କରିଛନ୍ତି | ଆଜି ବିଜେପି ରାଜ୍ୟ ପଦାଧିକାରୀ ଓ ମୋର୍ଚ୍ଚା ସଭାପତିଙ୍କ ନାମ ଘୋଷଣା କରାଯାଇଛି | ବିଜେପି ରାଜ୍ୟ ସଭାପତି ୩୫ ଜଣିଆ ତାଲିକା ଜାରି କରିଥିବାବେଳେ ଏଥିରେ ୧୦ ଜଣ ଉପସଭାପତି ଓ ୫ ଜଣ ସାଧାରଣ ସମ୍ପାଦକ!-->…
ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍, ଡ୍ରାଇଭର ଜୀବନ୍ତ ଦଗ୍ଧ
କେନ୍ଦୁଝର: କେନ୍ଦୁଝର ସଦର ଥାନା ୪୯ ନମ୍ବର ଜାତୀୟ ରାଜପଥର ମହୁଲଡ଼ିହା ଗାଁ ନିକଟରେ ଅଭାବନୀୟ ଘଟଣା । ଦୁର୍ଘଟଣାରେ ଗୋଟିଏ ଟ୍ରକ ଜଳିବା ସହ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଛନ୍ତି । ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରର ମୃତ ଶରୀରକୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ!-->…
ବନ୍ୟା ସ୍ଥିତି ପାଇଁ ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକର ସବୁ ସ୍କୁଲ ଛୁଟି
ଭଦ୍ରକ: ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜଗତସିଂହପୁରର ୩ଟି ଓ ଭଦ୍ରକର ୪ଟି ବ୍ଲକର ସମସ୍ତ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । ଭଦ୍ରକର ଭଣ୍ଡାରିପୋଖରୀ, ତିହିଡ଼ି, ଧାମନଗର, ଚାନ୍ଦବାଲି ବ୍ଲକରେ ସ୍କୁଲ୍ ଛୁଟି ଘୋଷଣା ହୋଇଥିବା ବେଳେ ଜଗତସିଂହପୁରର ରଘୁନାଥପୁର, ତିର୍ତ୍ତୋଲ!-->…
ମହାନଦୀରେ ୨୦ ଫୁଟର ଘାଇ, ଚାଲିଛି ମରାମତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତେରମାଣପୁରରେ ମହାନଦୀରେ ବଡ଼ ଘାଇ । କୁଜଙ୍ଗ ବ୍ଲକ ରାହାମା ତେରମାଣପୁରଠାରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି । ଫଳରେ ସ୍ଥାନୀୟ ଅଞ୍ଚଳ ଜଳବନ୍ଦୀ ହୋଇଛି ।
ଜିଲ୍ଲାର ତେରମାଣପୁର, ପୋଟସାହି ଓ ମଠ ସାହି ଭିତରେ ଘାଇ ସୃଷ୍ଟି ହୋଇ ବନ୍ୟାଜଳ ପ୍ରବେଶ କରିଛି ।!-->!-->!-->…
ବନ୍ୟାଞ୍ଚଳ ପରିଦର୍ଶନ କଲେ ରାଜସ୍ବ ମନ୍ତ୍ରୀ
ଯାଜପୁର: ଚଳିତ ଲଘୁଚାପ ଜନିତ ଲଗାଣ ବର୍ଷାରେ ଉପୁଜି ଥିବା ବନ୍ୟା ପରିସ୍ଥିତିର ମୁକାବିଲା କରିବା ଲାଗି ବୁଧବାର ଦିନ ଏକ ଜରୁରୀ ବୈଠକ ସ୍ୱତନ୍ତ୍ର ରିଲିଫ କମିସନର(ଏସ୍ଆରସି)ଙ୍କ ସହିତ କରି ସାରିବା ପରେ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯାଜପୁର ଜିଲ୍ଲା!-->…
ଅଗଷ୍ଟ ୫ ତାରିଖରୁ ଆପଣ ବି ବୁଲି ଦେଖି ପାରିବେ ଓଡ଼ିଶା ହାଇକୋର୍ଟ
କଟକ: ହାଇକୋର୍ଟ କମ୍ପ୍ଲେକ୍ସରେ କଣ ଅଛି ? କେଉଁଠି କେଉଁ ସୁବିଧା ମିଳେ । ଏଣିକି ଏ ସମସ୍ତ ବିଷୟରେ ଜାଣି ପାରିବେ ସର୍ବସାଧାରଣ । ଅଗଷ୍ଟ ୫ ତାରିଖରୁ କଟକ ସ୍ଥିତ ଓଡ଼ିଶା ହାଇକୋର୍ଟ କମ୍ପ୍ଲେକ୍ସରେ ଆରମ୍ଭ ହେଉଛି ଗାଇଡେଡ୍ ଟୁର୍ ।
ମିଳିଥିବା ସୂଚନା ଅନୁସାରେ, ଯେଉଁମାନେ ହାଇକୋର୍ଟ!-->!-->!-->…
ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
ପୁରୀ: ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କାଲି ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ଭକ୍ତ ନିବାସରେ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।
ମହାପ୍ରଭୁଙ୍କ ବନକ ଲାଗି ନୀତି ମୁଖ୍ୟ ପ୍ରସଙ୍ଗ ରହିବ । ନୀଳାଦ୍ରି ବିଜେ ପରଠୁ ମହାପ୍ରଭୁଙ୍କ!-->!-->!-->…
ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ସିଇଓ ହେଲେ ଶିବପ୍ରସାଦ ସାମନ୍ତରାୟ
ଭୁବନେଶ୍ୱର: ଶିବପ୍ରସାଦ ସାମନ୍ତରାୟଙ୍କୁ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନର ମୁଖ୍ଯ କାର୍ଯ୍ୟନିର୍ବାହା ଅଧିକାରୀ (ସିଇଓ) ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ଏହା ପୂର୍ବରୁ ଶିବପ୍ରସାଦ ପୂର୍ବତଟ ରେଳପଥ (ବ୍ରିଜ୍ ୱାର୍କ୍ସ)ର ମୁଖ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ!-->…
ମୁଣ୍ଡଳିରେ ବଢ଼ୁଛି ଜଳସ୍ତର, ଆଜି ରାତି ଗୁରୁତ୍ୱପୂର୍ଣ୍ଣ
ଭୁବନେଶ୍ୱର: ବର୍ତ୍ତମାନ ମହାନଦୀ ମୁଣ୍ଡଳୀ ଠାରେ ପିକ୍ ଜଳ ପ୍ରବାହିତ ହେଉଛି । ଏବେ ମୁଣ୍ଡୁଳିରେ ୯.୨୦ ଲକ୍ଷ କ୍ୟୁସେକ୍ ବନ୍ୟା ଜଳ ପ୍ରବାହିତ ହେଉଛି । ଅପରାହ୍ଣ ୪ଟାରୁ ପିକ୍ ଜଳ ପ୍ରବାହିତ ହେଉଛି । ଆସନ୍ତା ୮ ଘଣ୍ଟା ପର୍ଯ୍ୟନ୍ତ ବନ୍ୟା ଜଳ ପ୍ରବାହ ଏମିତି ସ୍ଥିର ରହିବ ।
!-->!-->!-->…
କିମ୍ସରେ ହାର୍ଟ-ଲଙ୍ଗ୍ସ ମେସିନ୍ ସାହାଯ୍ୟରେ ହେଲା ବିରଳ ଶ୍ୱାସନଳୀ ଟ୍ୟୁମର ଅସ୍ତ୍ରୋପଚାର
ଭୁବନେଶ୍ୱର: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ୍ (କିମ୍ସ)ର କର୍ଣ୍ଣ-ନାସା-ଗଳା ସର୍ଜନମାନେ ହାର୍ଟ-ଲଙ୍ଗ୍ସ ମେସିନ୍ ସାହାଯ୍ୟରେ ଦୁଇଟି ବିରଳ ଅସ୍ତ୍ରୋପଚାର କରି ଉଦାହରଣ ସୃଷ୍ଟି କରିଛନ୍ତି । ଦୁଇ ସପ୍ତାହରେ ଦୁଇ ଦୁଇ ଜଣ ରୋଗୀଙ୍କଠାରେ ମିନିମାଲ ଇନ୍ଭାସିଭ୍!-->…