Browsing Category

ଓଡିଶା

ମୋ ବସ୍ ଭଳି ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା

ଭୁବନେଶ୍ୱର: ମୋ ବସ୍ ଭଳି ଆସୁଛି ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା । ରାଜ୍ୟର ୬ ଟି ଜିଲ୍ଲାରେ ଚାଲିବ ଲକ୍ଷ୍ମୀ ବସ୍। ଆଦିବାସୀ ଅଧ୍ୟୁଷିତ ଓ ମାଓ ଉପଦ୍ରୁତ ଅଞ୍ଚଳରେ ଏହି ବସ୍ ଚାଲିବ । ଗଜପତି, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡାରେ ଚାଲିବ ଏହି

ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

ଭୁବନେଶ୍ୱର: ଆସନ୍ତାକାଲିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ସେ ଭୁବନେଶ୍ୱରରେ ପହଞ୍ଚିବେ ।  ଶନିବାର ପୂର୍ବାହ୍ନ ୧୧ଟାରୁ ୧୨ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ ଅମିତ ଶାହ।

ବଢିଲା ରୋଗୀଙ୍କ ଖାଦ୍ୟ ଅନୁଦାନ: ଦୈନିକ ଖାଦ୍ୟ ୮୫ରୁ ୧୧୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ଡାକ୍ତରଖାନାରେ ରୋଗୀଙ୍କୁ ମିଳିବ ଉତ୍ତମ ଖାଦ୍ୟ । ସ୍ୱାଦିଷ୍ଟ ଆଉ ପୁଷ୍ଟିକର ଖାଦ୍ୟ । ଏଥିପାଇଁ ଖର୍ଚ୍ଚ କରିବେ ସରକାର ।   ରୋଗୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ଉଦ୍ଦେଶ୍ୟେରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧି କରାଯାଇଛି ।

ସମ୍ଭାବ୍ୟ ବନ୍ୟା : କର୍ମଚାରୀଙ୍କ ଛୁଟି ବାତିଲ କଲେ ଜିଲ୍ଲାପାଳ

ଭୁବନେଶ୍ୱର: ସମ୍ଭାବ୍ୟ ବନ୍ୟା ପାଇଁ କର୍ମଚାରୀଙ୍କ ଛୁଟି ବାତିଲ କଲେ ଜିଲ୍ଲାପାଳ। ଏସ ଆର ସିଙ୍କ ସୂଚନା ଅନୁସାରେ ମହାନଦୀ ସିଷ୍ଟମରେ ବନ୍ୟାର ଆଶଙ୍କା ଅଛି ଓ ତଳିଆ ଅଞ୍ଚଳରେ ପାଣି ଜମି ଯିବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବନ୍ୟା ପାଇଁ ପ୍ରଭାବିତ ହେବାକୁ ଥିବା ୭ ଜିଲ୍ଲାକୁ ସତର୍କ

ଦୁର୍ବଳ ନଦୀବନ୍ଧରେ ୨୪ ଘଣ୍ଟିଆ ପାଟ୍ରୋଲିଂ ପାଇଁ SRCଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଦୁର୍ବଳ ନଦୀବନ୍ଧରେ ହେବ ୨୪ ଘଣ୍ଟିଆ ପାଟ୍ରୋଲିଂ । ଏ ନେଇ ଏସଆରସି ସତ୍ୟବ୍ରତ ସାହୁ ନିର୍ଦ୍ଦେଶ ଦେଇଛନ୍ତି । ସ୍ଥାନୀୟ ପୋଲିସ ଓ ଜଳସମ୍ପଦ ବିଭାଗ ଯନ୍ତ୍ରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ରହିଛି । ତଳିଆ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ କୁହାଯାଇଛି ।

୧୫ ଦିନ ପରେ ଖୋଲିଲା ମାର୍କେଟ ବିଲ୍ଡିଂ

ଭୁବନେଶ୍ୱର: ବଢିବ ଗହଳି ଆଉ ପୁଣି ଜମିବ କିଣାବିକା । ଖୋଲିଲା ୟୁନିଟ୍ ୨ ମାର୍କେଟ୍ ବିଲ୍ଡିଂ । ହେଲେ ଖୋଲିଲାନି ସୋ ରୁମ୍ । ମାକେର୍ଟ୍ ବିଲ୍ଡିଂର କେବଳ ରିଟେଲ୍ ଦୋକାନ ଗୁଡିକ ଖୋଲିଲା । ମାତ୍ର ମାର୍କେଟ୍ ବିଲ୍ଡିଂ ଭିତରେ ଥିବା ପ୍ରମୁଖ ସୋ ରୁମ୍ ଗୁଡିକ ଖୋଲିନି । କାରଣ ଏ ପର୍ଯ୍ୟନ୍ତ

ବାଘ ସଫାରୀରେ ଖସି ପଡିଲା ପର୍ଯ୍ୟଟକ ବସ: ଅଳ୍ପକେ ବର୍ତିଲେ ଯାତ୍ରୀ

ଭୁବନେଶ୍ୱର: ନନ୍ଦନକାନନରେ ଘଟିଛି ଏକ ବଡ ଅଘଟଣ। ମୁଖ୍ୟ ରାସ୍ତାରୁ ଖସି ବାଘ ସଫାରୀରେ ପଡିଲା ବସ । ଅଳ୍ପକେ ବର୍ତ୍ତିଲେ ବସରେ ଥିବା ପାଖାପାଖି ୩୦ ଜଣ ପର୍ଯ୍ଯଟକ। ଅଧଘଣ୍ଟା ପରେ ହେଲେ ଉଦ୍ଧାର। ଖବର ଅନୁଯାୟୀ, ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଗତକାଲି ଅପରାହ୍ନରେ ବାଘ

ଘାଟୀରୁ ଖସିଲା ପଥର : କେନ୍ଦୁଝର ୪୯ ନମ୍ବର ଜାତୀୟ ରାଜପଥ ବନ୍ଦ

କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ଭୀଷଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ସକାଳେ ଜୁଡ଼ିଆ ଘାଟିରୁ ପଥର ଖସିଛି। ବଡ଼ ପଥରଟି ଗଡ଼ି ଆସି ୪୯ ନମ୍ବର ଜାତୀୟ ରାଜପଥ ମଝିରେ ପଡ଼ିଥିଲା। ସୌଭାଗ୍ୟକୁ ଏହି ସମୟରେ କୌଣସି ଗାଡ଼ି ସେହି ରାସ୍ତାରେ ଯାଉନଥିଲା। ତେବେ ଏହି କାରଣରୁ ଦୀର୍ଘ ସମୟ

ବନ୍ୟା ସ୍ଥିତି ମୁକାବିଲା ନେଇ ଏସଆରସିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର: ବନ୍ୟା ସ୍ଥିତି ମୁକାବିଲା ନେଇ ଏସଆରସିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ବନ୍ୟା ନେଇ ୭ଟି ଜିଲ୍ଲାକୁ ଆଲର୍ଟ କରାଯାଇଛି। ତଳିଆ ଅଞ୍ଚଳ ଗୁଡ଼ିକୁ ଏନଡିଆରଏଫ, ଓଡ୍ରାଫ ଟିମ୍ ପଠାଯାଇଛି। ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ

ବୁଡ଼ିଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିର, ୧୪୪ ଧାରା ଜାରି କଲା ପ୍ରଶାସନ

ବଡମ୍ବା: ମହାନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ବନ୍ୟାଜଳ ପ୍ରବେଶ କରିଛି । ଏନେଇ ଭଟ୍ଟାରିକା ପୀଠରେ ୧୪୪ ଧାରା ଜାରି କରାଯାଇଛି । ଆଠଗଡ଼ ଦେବୋତ୍ତର ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି ହୋଇଛି । ବନ୍ୟାରେ ଜନଗହଳିକୁ