Browsing Category

ଓଡିଶା

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଗଠନ ହେଲା କ୍ଲବ୍ ବ୍ୟବସ୍ଥା

ଭୁବନେଶ୍ୱର: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ଗଠନ ହେଲା କ୍ଲବ୍ ବ୍ୟବସ୍ଥା। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ମାଟ୍ରିକ ବୋର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀ ୮୦ ପ୍ରତିଶତ ମାର୍କର ପରୀକ୍ଷା ଦେବେ। ସ୍ଲୁଲ ସ୍ତରରେ ପରୀକ୍ଷାର୍ଥୀ ଆଉ ୨୦ମାର୍କ ପାଇବେ।

ଧରାପଡ଼ିଲେ ୫ ପେଷାଦାର ବନ୍ଧୁକ ବେପାରୀ, ୫୦ ରାଉଣ୍ଡ ଗୁଳି ଜବତ

କଟକ: କମିଶନରେଟ ପୁଲିସ ସ୍ୱତନ୍ତ୍ର ଟିମ ପଞ୍ଝାରେ ଧରାପଡ଼ିଲେ ୫ ପେଷାଦାର ବନ୍ଧୁକ ବେପାରୀ। ସେମାନଙ୍କ ଠାରୁ ଜବତ ହୋଇଛି ୫ ବନ୍ଧୁକ ସାଙ୍ଗକୁ ୫୦ ରାଉଣ୍ଡ ଜୀବନ୍ତ ଗୁଳି। ଏହି କାରବାରରେ ବ୍ୟବହାର ହେଉଥିବା ଗୋଟିଏ କାର, ୨ଟି ବାଇକକୁ ଜବତ କରାଯାଇଛି। ଅଭିଯୁକ୍ତମାନେ କଟକ ସହରରରେ ବଡ଼ ଧରଣର

କାନ୍ଥ ଭୁଶୁଡ଼ି ଜଣେ ମୃତ, ୬ ଆହତ

କେନ୍ଦୁଝର : ଲଗାଣ ବର୍ଷା ନେଲା ଜୀବନ। ଦୁଇଟି ଘଟଣାରେ କାନ୍ଥ ଭୁଶୁଡ଼ିବାରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଆହତ ହୋଇଛନ୍ତି। ଆଜି କେନ୍ଦୁଝର ଜିଲ୍ଲା ଝୁମ୍ପୁରା ବ୍ଲକ ନାହବେଡ଼ାର ଗାଁରେ ବର୍ଷା ଭିଜିଯାଇଥିବା କାନ୍ଥ ଭୁଶୁଡ଼ି ପଡ଼ିବାରୁ ଏହା ତଳେ ଚାପି ହୋଇ ଜଣଙ୍କ ଜୀବନ ଯାଇଛି। ମୃତକ

ଶ୍ରମିକ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ ହେଲେ ୫୦ ବର୍ଗ

ଭୁବନେଶ୍ୱର:ଶ୍ରମିକ ଶ୍ରେଣୀରେ ସାମିଲ ହେଲେ କୁମ୍ଭାର, କମାର, ବୁଣାକାର, ଲୋକକଳା କଳାକାର, ଚିତ୍ରଶିଳ୍ପୀ, ଫଟୋଗ୍ରାଫର, ଭିଡଓଗ୍ରାଫର,ଡେଲିଭରି ବୟଙ୍କ ପରି ୫୦ ବର୍ଗ  ।  ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ଏମାନଙ୍କୁ ସରକାର ଯୋଗାଇ ଦେବେ ସହାୟତା । ଶ୍ରମିକ ତଥା

ଆଖୁଆପଦାରେ ବୈତରଣୀ ବିପଦ ସଂକେତ ଟପିଲା; ୧୯.୧୬ମିଟର ଜଳ ପ୍ରବାହିତ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ଗତ ୨୪ ଘଣ୍ଟା ଧରି ଉପର ମୁଣ୍ଡରେ ଲଗାଣ ବର୍ଷା ଲାଗିରହିବା ଯୋଗୁ ଭଣ୍ଡାରିପୋଖରୀ ବ୍ଲକଦେଇ ଯାଇଥିବା ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଖୁଆପଦା ଠାରେ ୧୯.୧୬ମିଟର ବନ୍ୟାଜଳ ପ୍ରବାହିତ ହେଉଛି। ଏଠାରେ ୧୭.୮୩ ମିଟର ବିପଦ ସଂକେତ ରହିଛି। ସ୍ଥାନୀୟ

ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲାରେ ଜୋରଦାର ବର୍ଷା ଲାଗି ରହିଛି। ସହରର ତଳି ଅଂଚଳରେ ବର୍ଷା ପାଣି ପଶି ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେପଟେ ବଲାଙ୍ଗୀର ସହରର ଇଷ୍ଟଦେବୀ ମାଁ ପାଟଣେଶ୍ୱରୀଙ୍କ ମନ୍ଦିରରେ ମଧ୍ୟ ପାଣି ପଶିଛି। ମନ୍ଦିରର ଛାତରୁ ପାଣି ଗଳୁଥିବା ବେଳେ ତଳପଟେ

ବିଜେଡି ସହ ବିଜେପି ମିଶିକି ଅଛି: ଶରତ ପଟ୍ଟନାୟକ

ଭୁବନେଶ୍ୱର : ବିଜେଡି ସହ ବିଜେପି ମିଶିକି ଅଛି। ମଣିପୁର ହିଂସା ପ୍ରସଙ୍ଗରେ ପଦୁଟିଏ କହିଲେ ନାହିଁ ନବୀନ ସରକାର। ବିଜେଡିର ମହିଳାଙ୍କ ପାଇଁ ଦରଦ ନାହିଁ। ଡରି ଅନାସ୍ଥା ପ୍ରସ୍ତାବକୁ ବିରୋଧ କଲେ। ଆଉ ବିଜେପିକୁ ସମର୍ଥନ କଲେ। ଏଭଳି କହି ବିଜେଡି ଉପରେ ବର୍ଷିଛନ୍ତି ପିସିସି ସଭାପତି ଶରତ

ପୋଲ ଉପରେ ୫ଫୁଟର ବନ୍ୟାଜଳ; ସୁଆକାଟି-ରାଉରକେଲା ଯୋଗାଯୋଗ ବିଚ୍ଛିନ୍ନ

ବାଂଶପାଳ: ଲଘୁଚାପ ଜନିତ ଲଗାଣ ବର୍ଷାରେ ବେହାଲ କେନ୍ଦୁଝର ଜିଲ୍ଲା ବାଂଶପାଳ ସିଂପୁର ବଇଙ୍ଗା ନାଳ। ପୋଲ ଉପରେ ୫ଫୁଟର ବନ୍ୟା ଜଳ ପ୍ରବାହିତ। ଅଁରାବ୍ରାହ୍ମଣୀ ନାଳରେ ୧୦ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ପାଣିରେ ବୁଡ଼ି ରହିଛି ଟ୍ରକ୍‌। ସୁଆକାଟି-ରାଉରକେଲା ଓ ଦବୁନା ସମେତ ଅଁରା ରାଇଗୋଡା

ବାଘ ସୁରକ୍ଷା ପାଇଁ ସଶସ୍ତ୍ର ପୁଲିସ ଫୋର୍ସଙ୍କୁ ନେଇ ଗଠନ ହେଲା ସ୍ୱତନ୍ତ୍ର ଜଏଣ୍ଟ ଟାସ୍କଫୋର୍ସ

ମୟୁରଭଞ୍ଜ : ମୟୂରଭଞ୍ଜ ଜିଲ୍ଲାରେ ଥିବା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ୨ ବନ ଅଧିକାରୀଙ୍କୁ ହତ୍ୟା ପରେ ବନ ବିଭାଗର ବଡ଼ ପଦକ୍ଷେପ। ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ସୁରକ୍ଷା ପାଇଁ ଗଠନ ହୋଇଛି ସ୍ୱତନ୍ତ୍ର ଜଏଣ୍ଟ ଟାସ୍କଫୋର୍ସ (JTF)। ଏହି ଟାସ୍କ ଫୋର୍ସରେ ରହିବେ ୧୦୦ ସଶସ୍ତ୍ର ପୁଲିସ

କାମ ନସରୁଣୁ ନାଗାବଳୀ ନଦୀ ପୋଲରେ ଫାଟ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ମହକୁମାଠାରେ ପୂର୍ତ୍ତ ବିଭାଗ ଦ୍ୱାରା ନବନିର୍ମିତ ନାଗାବଳୀ ପୋଲ ଦବିଲା । ନାଗାବଳୀ ନଦୀ ଉପରେ ନିର୍ମିତ ଏହି ପୋଲ ଦବିବା ସହିତ ସୁରକ୍ଷା କାନ୍ଥର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇ ଆଁ ହୋଇଛି। ଫଳରେ ପୋଲର ସ୍ଥାୟିତ୍ବ ନେଇ