Browsing Category

ଓଡିଶା

ଗାଧୋଇବା ବେଳେ ଭାସିଗଲେ ମହିଳା: ଅଗ୍ନିଶମ ବାହିନୀ ଦ୍ୱାରା ହେଲେ ଉଦ୍ଧାର

କେନ୍ଦୁଝର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବୈତରଣୀରେ ବଢୁଛି ଜଳସ୍ତର । ସେପଟେ ଲଘୁଚାପ ପ୍ରଭାବରୁ କେନ୍ଦୁଝରରେ ମଙ୍ଗଳବାରଠାରୁ ଲାଗିରହିଛି ବର୍ଷା l ବୁଧବାର ସକାଳ ଯାଏଁ ଚମ୍ପୁଆରେ ୧୧୧.୪ ମିଲି ବର୍ଷା ହୋଇଥିବା ବେଳେ ଆନନ୍ଦପୁରରେ ୯୬.୨ ମିଲିମିଟର ବର୍ଷା ହୋଇଛି l ଲଗାଣ ବର୍ଷା

ବିଜେଡିର ମହିଳା ବିରୋଧୀ ଚେହେରା ପାର୍ଲିଆମେଣ୍ଟରେ ସ୍ପଷ୍ଟ ହୋଇଛି-ଆପ୍

ଭୁବନେଶ୍ୱର: ଘରେ କଳି । ବାହାରେ ମେଳି । ବିଜୁ ଜନତା ଦଳର ଏପରି ନୀତିକୁ ତୀବ୍ର ସମାଲୋଚନା କରିଛି ଆପ । ଦିଲ୍ଲୀ ବିଲ ଓ ଅନାସ୍ଥା ପ୍ରସ୍ତାବ ବିଲରେ କେନ୍ଦ୍ରରେ ବିଜେପିକୁ ସମର୍ଥନ କରୁଥିବାରୁ ବିଜେଡି ସରକାର ଉପରେ ବର୍ଷିଛି ଆପ । ଆପ ରାଜ୍ୟ ସଭାପତି ନିଶିକାନ୍ତ ମହାପାତ୍ର କହିଛନ୍ତି,

ଅର୍ଚ୍ଚନା ନାଗଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ…

କଟକ: ଅର୍ଚ୍ଚନା ନାଗଙ୍କୁ ମିଳିଲା ହାଇକୋର୍ଟରୁ ଜାମିନ। ଖଣ୍ଡଗିରି ଥାନାରେ ହୋଇଥିବା ମାମଲାରେ ମିଳିଲା ସର୍ତ୍ତମୂଳକ ଜାମିନ। କିନ୍ତୁ ଇଡି ମାମଲାରେ ଜାମିନ ମିଳି ନ ଥିବାରୁ ଏବେ ବି ଜେଲରେ ରହିବେ ଅର୍ଚ୍ଚନା। ପୂର୍ବରୁ ଏପ୍ରିଲ ମାସରେ ଅକ୍ଷୟ ପରିଜା ବ୍ଲାକମେଲ କେସରେ ଅର୍ଚ୍ଚନା ନାଗଙ୍କୁ

“ମୋ ସ୍କୁଲ” ନାଁରେ ବଡ଼ ଧରଣର ସାଇବର ଠକେଇ: ମାମଲା ରୁଜୁ…

ଭୁବନେଶ୍ବର:  ନକଲି ୱେବସାଇଟ ପ୍ରସ୍ତୁତ କରି ଆଶାୟୀଙ୍କୁ ଠକୁଛନ୍ତି ସାଇବର ଲୁଟେରା। ପୁଲିସ୍ କମିଶନରଙ୍କୁ ଚିଠି ଲେଖି ଏ ସମ୍ପର୍କରେ ଅବଗତ କଲେ ଗଣଶିକ୍ଷା ବିଭାଗ ସଚିବ ଅଶ୍ଵଥି ଏସ। ଏହି ନକଲି ୱେବସାଇଟରେ ମୋ ସ୍କୁଲ ଅଫିସରେ ଡାଟା ଏଣ୍ଟ୍ରି ଅପରେଟର, ପିଅନ, ଅଫିସ ଆସିଷ୍ଟାଣ୍ଟ ଇତ୍ୟାଦି

ବଢ଼ୁଛି ଜଳକା ଓ ସୁବର୍ଣ୍ଣରେଖା: ଉତ୍ତର ବାଲେଶ୍ଵରରେ ବନ୍ୟା ପରିସ୍ଥିତି…

ଜଳେଶ୍ଵର: ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର ବାଲେଶ୍ଵରର ୪ ଟି ବ୍ଲକ ଅଞ୍ଚଳରେ ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାରୁ ତଳିଆ ଅଞ୍ଚଳଗୁଡ଼ିକ ଜଳାର୍ଣ୍ଣବ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଗତକାଲି ପୂର୍ବାହ୍ନ ୮ଟାରୁ ଆଜି ପୂର୍ବାହ୍ନ ୮ ଟା ମଧ୍ୟରେ ବସ୍ତା ବ୍ଲକରେ ସର୍ବାଧିକ ୧୮୦ ଏମଏମ,

ରାଜ୍ୟରେ ଲଗାଣ ବର୍ଷାର ସମୀକ୍ଷା କଲେ ସ୍ୱତନ୍ତ୍ର ରିଲିଫ କମିଶନର

ଭୁବନେଶ୍ବର: ରାଜ୍ୟରେ ଲଗାଣ ବର୍ଷାର ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ୧୭ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ସ୍ଥିତି ନେଇ ଆଲୋଚନା କରିଛନ୍ତି। ଅନୁଗୁଳ, ବାଲେଶ୍ଵର, ବରଗଡ଼, ବୌଦ୍ଧ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି, ଝାରସୁଗୁଡ଼ା, ଯାଜପୁର, କନ୍ଧମାଳ, କେଉଁଝର,

୧୪ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ନିଯୁକ୍ତ ହେଲେ ଅଧ୍ୟକ୍ଷ

ଭୁବନେଶ୍ୱର: ରାଜ୍ୟର ୧୪ଟି ନୂତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ପାଇଁ ରାଜ୍ୟ ସରକାର ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ଏହି ନିଯୁକ୍ତି ଦିଆଯାଇଛି । ୧୪ ଜିଲ୍ଲାରେ ନୂତନ ଅଧ୍ୟକ୍ଷ ଅନୁଗୁଳ: ସଦାଶିବ ନାୟକବାଲେଶ୍ୱର: ମଦନ ମୋହନ

ଆନ୍ଦୋଳନ ପ୍ରତ୍ୟାହାର କଲା ଆଉଟ୍‌ସୋର୍ସିଂ କର୍ମଚାରୀ ମହାସଂଘ…

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଲଗାଣ ବର୍ଷାକୁ ଖାତିର ନକରି ଲୋୟର ପିଏମ୍‌ଜି ଛକରେ ଦୁଇ ଦିନ ଧରି ଆନ୍ଦୋଳନ କରିଥିବା ସରକାରୀ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ମଙ୍ଗଳବାର ପ୍ରତିଶ୍ରୁତି ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଲୋଚନାରେ ପ୍ରତିଶ୍ରୁତି ମିଳିବା ପରେ

ବାହାନଗା ଟ୍ରେନ୍ ଦୁର୍ଘଟଣା, ଏବେ ବି ପରିଚୟ ଅପେକ୍ଷାରେ ଭୁବନେଶ୍ୱର ଏମ୍ସରେ ୨୯ ଶବ

ଭୁବନେଶ୍ୱର: ଆଉ ମାତ୍ର କେଇ ଘଣ୍ଟା ପରେ ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାକୁ ୨ ମାସ ବିତିବ । ହେଲେ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୨୯ ଜଣଙ୍କ ମୃତଦେହ ୨ ମାସ ପରେ ବି ସତ୍କାର ହୋଇ ପାରିନି । ଭୁବନେଶ୍ୱର ଏମ୍ସ ପରିସରରେ କଣ୍ଟେନରରେ ୨୯ଟି ମୃତଦେହ ଥିବା ବେଳେ ସେମାନେ

ବିଜେଡିର ‘ମାଆଙ୍କୁ ସମ୍ମାନ’ ନାରାକୁ ମିଛ କହି ସମାଲୋଚନା କଲା କଂଗ୍ରେସ

ଭୁବନେଶ୍ୱର: ଦିଲ୍ଲୀ ଅଧ୍ୟାଦେଶକୁ ସମର୍ଥନ ଓ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବକୁ ବିଜେଡି ବିରୋଧ କରିବା ନେଇ ନିଷ୍ପତ୍ତି ନେବା ପରେ ବର୍ଷିଛି କଂଗ୍ରେସ । ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାରକୁ ସମାଲୋଚନା କରିଛନ୍ତି ଓଡ଼ିଶା କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ