Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କିସ୍ର ୩ ଛାତ୍ର କୃତକାର୍ଯ୍ୟ
ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ଅନୁଷ୍ଠିତ ୨୦୨୧-୨୨ ପ୍ରଶାସନିକ ସେବା ପରୀକ୍ଷା ଫଳ ଆଜି ପ୍ରକାଶ ପାଇଥିବା ବେଳେ ଏଥିରେ କିସ୍ର ୩ଜଣ ଛାତ୍ର କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ହେଲେ ସୁନ୍ଦରଗଡ଼ର ବିଶ୍ୱନାଥ ରଞ୍ଜନ କିଷାନ, ନୂଆପଡ଼ାର ଫାଲ୍ଗୁନୀ ଶବର ଓ କଳାହାଣ୍ଡିର!-->…
କଲର୍ଭଟ ଭୁଶୁଡି ୫ ମୃତ ଘଟଣା: ପୁଅ ଓ ସ୍ୱାମୀଙ୍କୁ ହରାଇବା ପରେ ବିଷ ପିଇଦେଲେ ମହିଳା
ରାୟଗଡା: କଲଭର୍ଟ ଭୁଶୁଡିବା ଘଟଣାର ପୁଣି ଏକ ବିକଳ ଦୃଶ୍ୟ ସାମ୍ନାକୁ ଆସିଛି । ସକାଳୁ ସକାଳୁ କଲଭର୍ଟ ଭୁଶୁଡିବା ଘଟଣାରେ ଚାଲିଗଲା ସ୍ୱାମୀ ଓ ପୁଅଙ୍କ ଜୀବନ । ଏମିତି ଦୁଃଖଦ ଖବର ଶୁଣିବା ପରେ ମାନସିକ ଭାରସାମ୍ୟ ହରାଇ ବିଷ ପିଇ ଦେଇଛନ୍ତି ମହିଳା । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର!-->…
ବରିଷ୍ଠ କଂଗ୍ରେସ ନେତାଙ୍କୁ ଭେଟିଲେ ଦଳରୁ ନିଲମ୍ବିତ ଚିରଞ୍ଜୀବ ବିଶ୍ୱାଳ
ଭୁବନେଶ୍ୱର: ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ କଂଗ୍ରେସରୁ ନିଲମ୍ବିତ ହୋଇଥିବା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳର ବରିଷ୍ଠ ନେତାଙ୍କୁ ଭେଟିଛନ୍ତି । ସୋମବାର ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଓ ଶରତ ରାଉତଙ୍କୁ ଭେଟି ଆଲୋଚନା କରିଛନ୍ତି ଚିରଞ୍ଜୀବ ବିଶ୍ୱାଳ ।
ମିଳିଥିବା!-->!-->!-->…
ଅବହେଳିତ ସରକାରୀ କର୍ମଚାରୀଙ୍କ ଗର୍ଜନରେ କମ୍ପିଲା ଲୋୟର ପିଏମଜି
ଭୁବନେଶ୍ୱର: ସକାଳୁ ସକାଳୁ କମ୍ପୁଥିଲା ଲୋୟର ପିଏମଜି । ସରକାରଙ୍କ ଦ୍ୱାରା ଅବହେଳିତ, ଉପେକ୍ଷିତଙ୍କ ଗର୍ଜନରେ ଥରୁଥିଲା ରାଜଧାନୀ ଛାତି। ଗୋଟିଏ ପଟେ ବିଭିନ୍ନ ଦାବି ନେଇ ଏକାଠି ହୋଇଥିଲେ ସରକାରୀ ଆଉଟସୋର୍ସିଂ କର୍ମଚାରୀ । ଅନ୍ୟପଟେ ଗର୍ଜୁଥିଲେ ଏକ୍ସ କ୍ୟାଡର ପ୍ରାଥମିକ ଶିକ୍ଷକ ମହାସଂଘ!-->…
୫ ଲକ୍ଷ ଟଙ୍କା ନେଇ ବସରେ ଯାଉଥିଲେ ପୂର୍ବତନ ଜିଏମ; ଧରିଲା ଭିଜିଲାନ୍ସ
ଭୁବନେଶ୍ୱର: ୫ ଲକ୍ଷ ୫୪ ହଜାର ଟଙ୍କା ସହ ଧରାପଡ଼ିଲେ ଅବସରପ୍ରାପ୍ତ ସରକାରୀ ଅଧିକାରୀ । ବସରେ ଭୁବନେଶ୍ୱର ଆସୁଥିବା ବେଳେ ଚନ୍ଦ୍ରଗିରିରେ ଧରିଲା ଭିଜିଲାନ୍ସ । ଏତେ ଟଙ୍କା ନେଇ କୁଆଡେ ଯାଉଥିଲେ ? ସେ ନେଉ ଖୋଳତାଡ ଚଲାଇି ଭିଜିଲାନ୍ସ ।
ଆର୍. ଉଦୟଗିରି!-->!-->!-->…
କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁରେ ଚାଲିଗଲା ପ୍ରସୂତିଙ୍କ ଜୀବନ
ଭୁବନଶ୍ୱର:ରାଜଧାନୀରେ ବଢୁଛି ଡେଙ୍ଗୁର ପ୍ରକୋପ । ଇତିମଧ୍ୟରେ ଡେଙ୍ଗୁରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଜି ପୁଣି ଜଣଙ୍କର ମୃତ୍ୟୁ ଘଟିଥିବା ଖବର ମିଳିଛି । କ୍ୟାପିଟାଲ ହସ୍ପିଟାଲରେ ଜଣେ ପ୍ରସୂତିଙ୍କର ଡେଙ୍ଗୁରେ ମୃତ୍ୟୁ ଘଟିଥିବା ଜଣାଯାଇଛି । ଏ ନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ!-->…
୭ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ
ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ସରସଂଘ ଚାଳକ ଡ଼. ମୋହନ ଭାଗବତ ଆଜିଠାରୁ ୭ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସେ ସୋମବାର ଓଡ଼ିଶା ଗସ୍ତରେ ବାହାରି ଭୁବନେଶ୍ୱର ପହଞ୍ଚିବେ। ଏହି ଗସ୍ତ ସମୟରେ ଡ଼. ଭାଗବତ ଗଣ୍ଡମୁଣ୍ଡାସ୍ଥିତ ସ୍ୱାମୀ ବିବେକାନନ୍ଦ ପାଠ୍ୟକ୍ରମ!-->…
ବର୍ଷା ପ୍ରିୟଦର୍ଶିନୀଙ୍କୁ ପଚରାଗଲା ୧୮୦ରୁ ୧୮୫ ପ୍ରଶ୍ନ
ଭୁବନେଶ୍ବର : ରାଜ୍ୟର ବହୁ ଚର୍ଚ୍ଚିତ ବର୍ଷା ପ୍ରିୟଦର୍ଶିନୀ ଓ ତାଙ୍କ ସ୍ୱାମୀ ଅନୁଭବ ମହାନ୍ତି ବିବାହ ବିଚ୍ଛେଦ ମାମଲାରେ ଆଜି ଚୂଡ଼ାନ୍ତ ସାକ୍ଷ୍ୟଗ୍ରହଣ ଶେଷ ହୋଇଛି। ବର୍ଷା ପ୍ରିୟଦର୍ଶିନୀଙ୍କୁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୨ ଘଣ୍ଟାରୁ ଅଧିକ ସମୟ ଧରି ଜେରା କରାଯାଇଥିଲା। ଆଉ ଜେରା କରିଥିଲେ!-->…
ଚିଲିକାକୁ ମାଛ ମାରିବାକୁ ଯାଇଥିବାବେଳେ ବଜ୍ରପାତ ଘଟି ବାପା-ପୁଅ ମୃତ
ବାଲୁଗାଁ: ବାଲୁଗାଁ ଚିଲିକାକୂଳରେ ଥିବା ଶାନ୍ତିନଗର ବାସିନ୍ଦା ବିଧାନ ବିଶ୍ୱାସ ଓ ତାଙ୍କ ପୁଅ ଉତ୍ତମ ବିଶ୍ୱାସ ଚିଲିକାକୁ ମାଛ ମାରିବା ସମୟରେ ଗତ ରବିବାର ରାତ୍ରିରେ ବଜ୍ରପାତରେ ସେମାନଙ୍କର ମୃତ୍ୟୁ ହୋଇଯାଇଛି | ତେବେ ମୃତ ଉତ୍ତମଙ୍କ ସ୍ତ୍ରୀ ମୋନାଲି ଗତକାଲି ରାତିରେ ହିଁ ଏକ ଶିଶୁ କନ୍ୟା!-->…
ପ୍ରକାଶ ପାଇଲା ଓଏଏସ୍ ପରୀକ୍ଷାଫଳ
ଭୁବନେଶ୍ୱର: ଆଜି ଓଡିଶା ସିଭିଲ ସର୍ଭିସ ରେଜଲ୍ଟ ପ୍ରକାଶ ପାଇଛି | ଆଉ ଏଥିରେ ୧୬୪ ଜଣ ମହିଳାଙ୍କ ସହ ୪୩୨ ଜଣ ପ୍ରାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି | ସୁଦେବ କୁମାର ପୃଷ୍ଟି ଓଏଏସ୍ ଟପ୍ପର ହୋଇଥିବାବେଳେ ଦ୍ଵିତୀୟ ସ୍ଥାନରେ ଅଛନ୍ତି ସୂଚିସ୍ମିତା ପାଣିଗ୍ରାହୀ | ସେହିପରି ତୃତୀୟ ସ୍ଥାନରେ ପ୍ରଣବ!-->…