Browsing Category

ଓଡିଶା

ପିକଅପ ଓ ବୁଲେଟ ମୁହାଁମୁହିଁ ଧକ୍କା ; ଜଣେ ମୃତ…

ଗୋପାଳପୁର : ଗୋଳନ୍ଥରା ଥାନା ଅନ୍ତର୍ଗତ ୧୬ ନଂ  ଜାତୀୟ ରାଜପଥରେ ପିକଅପ ଭ୍ୟାନ ଓ ବୁଲେଟ ମୁହାଁମୁହିଁ ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଆହତ ହୋଇଛନ୍ତି। ମୃତ ବ୍ୟକ୍ତି ଜଣକ ହେଲେ ଜଗତସିଂହପୁର ଜିଲା ଦାସମୋହନପୁର ଗ୍ରାମର ପ୍ରଶାନ୍ତ କୁମାର ହୋତା (୩୫) ହୋଇଥିବା ବେଳେ…

ସ୍ତ୍ରୀକୁ ହତ୍ୟା ପାଇଁ ସ୍ବାମୀ ଦେଇଥିଲା ୩ ଲକ୍ଷର ସୁପାରୀ

କେନ୍ଦୁଝର ; ସ୍ବାମୀ ସାଜିଲା ସୈତାନ । ସୁପାରୀ ଦେଇ ସ୍ତ୍ରୀକୁ ହତ୍ୟା । କେନ୍ଦୁଝର ଜିଲ୍ଲା ନୟାକୋଟ ଥାନା ବସନ୍ତପୁରରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ ସୁନୀତା ଘଣାଙ୍କ ସ୍ବାମୀ ସ୍ବାମୀ ସୁରେଶ ପରିଡ଼ାକୁ ସାଙ୍ଗରେ ନେଇ ଆଜି ନେଇ କ୍ରାଇମ୍ ସିନ୍ ରିକ୍ରିଏସନ୍ କରିଛି ପୋଲିସ ।…

୩ୟ ଶ୍ରେଣୀ ଛାତ୍ରୀକୁ ଦୁଷ୍କର୍ମ ଘଟଣା: ଅଭିଯୁକ୍ତ ପିଅନକୁ ଉଠାଇନେଲା ପୋଲିସ…

ରାୟଗଡା: ରାୟଗଡା ଜିଲ୍ଲା କାଶୀପୁର ବ୍ଳକ ଡଙ୍ଗାସିଲ ଗାଁରେ ୩ୟ ଶ୍ରେଣୀ ଛାତ୍ରୀକୁ ଦୁଷ୍କର୍ମ ଘଟଣା  । ଅଭିଯୁକ୍ତ ସ୍କୁଲ ପିଅନକୁ ଉଠାଇ ନେଇଛି ପୋଲିସ  । ଘଟଣାଟି ପ୍ରଘଟ ହେବା ପରେ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି  । ପରିସ୍ଥିତି ଏତେ ଭୟାନକ ହୋଇଛି ଯେ ପୋଲିସ…

ଅକ୍ଟୋବରରେ ମୁକ୍ତିଲାଭ କରିବ ପାଟଣାଗଡ଼ ପାର୍ସଲ ବୋମା ଘଟଣା ଉପରେ ଆଧାରିତ ସମ୍ବଲପୁରୀ ଚଳଚ୍ଚିତ୍ର ‘ମାଇଣ୍ଡ ଗେମ’

ସମ୍ବଲପୁର: ସାରା ରାଜ୍ୟରେ ୨୦୧୮ ମସିହାରେ ଚହଳ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବେମା ଘଟଣା ଉପରେ ପର୍ଯ୍ୟବେଷିତ ବହୁଭାଷୀ ଚଳଚ୍ଚିତ୍ର ‘ମାଇଣ୍ଡ ଗେମ’ ଆସନ୍ତା ଅକ୍ଟୋବରରେ ମୁକ୍ତିଲାଭ କରିବାକୁ ଯାଉଛି। ଏ ସମ୍ପର୍କରେ ସମ୍ବଲପୁରର ଅଇଁଠାପାଲି ସ୍ଥିତ ହୋଟେଲ ଡଲଫିନ ଠାରେ ଶୁକ୍ରବାର…

ସନ୍ଧ୍ୟା ବେଳିଆ ଷ୍ଟ୍ରିଟ ଫୁଡ଼ ଉପରେ ଜୋରଦାର ଚଢ଼ାଉ

କଟକ: କଟକ ଗୌରୀଶଙ୍କର ପାର୍କ ଅଞ୍ଚଳରେ ପାର୍ବଣ ପୂର୍ବରୁ ଆକ୍ସନ ମୁଡ଼ରେ ସିଏମସି । ସନ୍ଧ୍ୟା ବେଳିଆ ଷ୍ଟ୍ରିଟ ଫୁଡ଼ ଉପରେ ଜୋରଦାର ଚଢ଼ାଉ। ଖାଦ୍ୟର ମାନ ଓ ଫୁଡ଼ ଲାଇସେନ୍ସ ତଦାରଖ କଲା ସିଏମସି ସ୍ୱାସ୍ଥ୍ୟ ବିଭାଗ। କଟକର ଗୌରୀ ଶଙ୍କର ପାର୍କ ନିକଟରେ ଥିବା ୫୦ରୁ…

ସୁନ୍ଦରଗଡ଼ରେ ପୁଣି ୧୦ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂଖ୍ୟା ୨୨୧କୁ ବୃଦ୍ଧି…

ସୁନ୍ଦରଗଡ଼ : ସୁନ୍ଦରଗଡରେ ଥମୁନି ସ୍କ୍ରବ୍ ଟାଇଫସ୍ ଆତଙ୍କ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଛି । ଗତକାଲି ୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ୧୦ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଅର୍ଥାତ୍ ମୋଟ୍ ସଂଖ୍ୟା ବର୍ତ୍ତମାନ ୨୨୧କୁ ବୃଦ୍ଧି…

୨୪ରୁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ…

ସମ୍ବଲପୁର: ଆସନ୍ତା ୨୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ପୁରୀ – ରାଉରକେଲା – ପୁରୀ ମଧ୍ୟରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ ହେବ। ଏ ସମ୍ପର୍କରେ ରେଳବାଇ ପକ୍ଷରୁ ଜାରି ସୂଚନାନୁଯାୟୀ, ପାର୍ବଣ ଅବସରରେ ଓଡ଼ିଶା ପାଇଁ ଏହା ଉତ୍ସବ ଭେଟି ଅଟେ।…

ଘର ଆଗରେ ଲହଡି ମାରୁଛି ପାଣି, ତୁରନ୍ତ ସମାଧାନ ପାଇଁ ଦାବି…

ଚାନ୍ଦବାଲି: ଘର ଆଗରେ ଲହଡି ମାରୁଛି ଆଣ୍ଠୁଏ ଉଚ୍ଚର ପାଣି । ଘରୁ ବାହାରକୁ ବାହାରିଲେ ପାଣିରେ ପଶି ଆସିବାକୁ ପଡୁଛି । ଗାଁ ରାସ୍ତାରେ ବି ଲହଡି ମାରୁଛି ପାଣି । ଏମିତିକି ଗାଁକୁ ଚାରିପାଖରୁ ଘେରି ରହିଛି ପାଣି । ଏ ହେଉଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ…

ଆଜି ପବିତ୍ର ରାଧାଷ୍ଟମୀ…

ପୁରୀ :ଆଜି ପବିତ୍ର ରାଧାଷ୍ଟମୀ, ଶ୍ରୀରାଧାଙ୍କ ଜନ୍ମ। ଭଗବାନ୍ ଶ୍ରୀକୃଷ୍ଣଙ୍କର ଦକ୍ଷିଣ ଅଂଶରୁ ଶ୍ରୀରାଧାଙ୍କର ଉତ୍ପତ୍ତି ବୋଲି କୁହାଯାଏ। ଶ୍ରୀକୃଷ୍ଣଙ୍କର ଜନ୍ମତିଥିକୁ ଯେପରି “ଜନ୍ମାଷ୍ଟମୀ” ଭାବରେ ପାଳନ କରାଯାଏ, ବୈଷ୍ଣବମାନେ ଶ୍ରୀରାଧାଙ୍କର ଜନ୍ମତିଥିକୁ ସେହିପରି “ରାଧାଷ୍ଟମୀ”…

ବ୍ୟବସାୟୀକ ପ୍ରତିଷ୍ଠାନ ଉପରେ ଜିଏସଟି ବିଭାଗର ଚଢାଉ…

କାମାକ୍ଷାନଗର: କାମାକ୍ଷାନଗର ସହରର ଏକ ବ୍ୟବସାୟୀକ ପ୍ରତିଷ୍ଠାନ ଉପରେ ଜିଏସଟି ବିଭାଗର ଚଢାଉ। କଟକ ଡିଭିଜନର ଏକ ୭ଜଣିଆ ଟିମ କାମାକ୍ଷାନଗର ସ୍ଥିତ ଓଝା ଟ୍ରେଡର୍ସ ନାମକ ଏକ ସିମେଣ୍ଟ, ରଡ ଦୋକାନ ଉପରେ ଚଢାଉ କରିଛି। ଜିଏସଟି ଫାଙ୍କି ଥିବାର ହେଡ ଅଫିସକୁ ଏକ ଅଭିଯୋଗ ହୋଇଥିଲା।…