Browsing Category

ଓଡିଶା

ଅଙ୍ଗନବାଡ଼ି କେନ୍ଦ୍ରରେ ପଶି ଗୋଡ଼େଇ ଗୋଡ଼େଇ କାମୁଡିଲା ଶିଆଳ, ୧୨ ଆହତ

ସୋର: ଅଙ୍ଗନବାଡ଼ି କେନ୍ଦ୍ର ପଶିଗଲା ଶିଆଳ । ଗୋଡ଼େଇ କାମୁଡିଲା । ଶିଆଳ କାମୁଡିବାରୁ ୧୨ ଜଣ ଆହତ ହୋଇଛନ୍ତି । ବାଲେଶ୍ୱର ଜିଲ୍ଲା ସୋର ଡାଲଙ୍ଗ ଗାଁରେ ଏହି ଘଟଣା ଘଟିଛି । ଆଜି ସକାଳେ ଅଙ୍ଗନବାଡି କେନ୍ଦ୍ରରେ ଅଚାନକ ପଶିଥିଲା ଶିଆଳ । ପିଲାମାନଙ୍କ ଉପରେ ଆକ୍ରମଣ କରିଥିଲା ।

ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଗୁମୁଟରୁ ଦାନବାକ୍ସ ଭାଙ୍ଗି ଲୁଟ୍‌

ପୁରୀ: ଶ୍ରୀମନ୍ଦିରକୁ ନେଇ ବିବାଦ ଶେଷ ହେବାର ନାଁ ଧରୁନି । ଗୋଟିଏ ପରେ ଗୋଟିଏ ଅଘଟଣ ଘଟି ଚାଲିଛି । ଶ୍ରୀମନ୍ଦିର ପ୍ରଶାସନ-ସେବାୟତଙ୍କ ମଧ୍ୟରେ ବୁଝାମଣା ଅଭାବରୁ ପ୍ରଭୁଙ୍କ ବନକଲାଗି ନୀତି ବନ୍ଦ ରହିଥିବାବେଳେ ଏବେ  ଦକ୍ଷିଣ ଦ୍ୱାର ଗୁମୁଟରୁ ଦାନବାକ୍ସ  ଲୁଟ ହୋଇଗଲାଣି ଅଭିଯୋଗ ।

ରାଜଧାନୀରୁ ଦିନକରେ ୪୩ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର: ମାଡିଚାଲିଛି ଡେଙ୍ଗୁ। ରାଜ୍ୟରେ ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା। ଜଳାଳୟ ପାଲଟିଛି ମଶାଙ୍କ ଘର। ରାଜଧାନୀର ବିଭିନ୍ନ ସ୍ଥାନରେ ଜମିରହୁଛି ପାଣି। ଏଥିଯୋଗୁଁ ଡେଙ୍ଗୁ ମଶାଙ୍କ ବଂଶ ବିସ୍ତାର ଦୃତଗତିରେ ବୃଦ୍ଧି ପାଇଚାଲିଛି। ଗତ ୨୪ ଘଣ୍ଟାରେ ରାଜଧାନୀରୁ ୪୩ ଜଣ ଡେଙ୍ଗୁ ରୋଗୀ

ଭିଜିଲାନ୍ସ ଜାଲରେ ନୟାଗଡ ଜିଲ୍ଲା ଗଣିଆ ଅତିରିକ୍ତ ତହସିଲଦାର

ନୟାଗଡ: ଲାଞ୍ଚ ନେବା ପଡିଲା ମହଙ୍ଗା । ଭିଜିଲାନ୍ସ ଜାଲରେ ପଡ଼ିଲେ ସରକାରୀ ବାବୁ । ନୟାଗଡ ଜିଲ୍ଲା ଗଣିଆ ତହସିଲର ଅତିରିକ୍ତ ତହସିଲଦାର ବନମାଳି  ପରିଡା ଭିଜିଲାନ୍ସ ଜାଲରେ ପଡିଛନ୍ତି । ୧୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ସେ ଧରା ପଡିଛନ୍ତି । ଏକ ବାଲି ବୋଝେଇ ହାଇୱା ଟ୍ରକକୁ ଛାଡି

ମହରମ୍ ପୂର୍ବରୁ ଭଦ୍ରକ ସହରରେ ପୋଲିସର ଫ୍ଲାଗ୍ ମାର୍ଚ୍ଚ

ଭଦ୍ରକ: ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଭଦ୍ରକ ସହରରେ ଫ୍ଲାଗ ମାର୍ଚ୍ଚ କରାଯାଇଛି । ଶନିବାର ୨୯ ତାରିଖରେ ମୁସଲିମ୍ ସମ୍ପ୍ରଦାୟର ମହରମ୍ ପର୍ବ ପାଳନକୁ ଦୃଷ୍ଟିରେ ରଖି ଆଜି ଠାରୁ ଭଦ୍ରକ ଜିଲ୍ଲାରେ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସହରର ରାଜଘାଟ ଛକରୁ

୨୦୨୪ ଫେବ୍ରୁଆରୀ ୨୦ ତାରିଖରେ ହେବ ବୋର୍ଡ ପରୀକ୍ଷା, ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର : ଆସନ୍ତା ବର୍ଷ ଆଗୁଆ ହେବ ମାଟ୍ରିକ ପରୀକ୍ଷା । ୨୦୨୪ ଫେବ୍ରୁଆରୀ ୨୦ ତାରିଖରେ ହେବ ବୋର୍ଡ ଏକ୍‌ଜାମ । ଏନେଇ ସୂଚନା ଦେଇଛି ମାଧ୍ୟମିକ ଶିକ୍ଷା ପରିଷଦ । ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା। ଏକାଠି ହେବ ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ମୁକ୍ତ

ତିନି ଦିନିଆ ଓଡିଶା ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ତିନି ଦିନିଆ ଓଡିଶା ଗସ୍ତ ସାରି ଦିଲ୍ଲୀ ଫେରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରିଛନ୍ତି ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ବିଦାୟ ଦେଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ନାବାଳକ ପୁଅ ସହ ମିଶି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ଭଦ୍ରକ: ଭଦ୍ରକରେ ଚାଞ୍ଚଲ୍ୟ। ଭଦ୍ରକ ଗ୍ରାମାଞ୍ଚଳ ଥାନା ବାଣିତିଆ ପଞ୍ଚାୟତ ମହଲା ସାହିରେ ନାବାଳକ ପୁଅ ସହ ମିଶି ସ୍ତ୍ରୀ ସ୍ୱାମୀକୁ ଛୁରି ଭୁସି ହତ୍ୟା କରିଛି। ଘଟଣାରେ ଉଭୟ ସ୍ତ୍ରୀ ଓ ପୁଅକୁ ଥାନାରେ ଅଟକ ରଖିଛି ପୁଲିସ। ପାରିବାରିକ କଳହରୁ ଏଭଳି କାଣ୍ଡ ଘଟିଥିବା କୁହାଯାଉଛି। ସୂଚନା

କଟକ-ସମ୍ବଲପୁର ଜାତୀୟ ରାଜପଥର ଅଗ୍ରଗତି ନେଇ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କ ସହ ଆଲୋଚନା କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଓଡ଼ିଶାରେ କ୍ରିୟାନ୍ୱୟନ ହେଉଥିବା ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ଏବଂ ନିର୍ମାଣ କାର୍ଯ୍ୟ ନେଇ ସମୀକ୍ଷା କରିବା

ପରିବହନ ନିଗମକୁ ରାଜ୍ୟ ମହିଳା ଆୟୋଗଙ୍କ ତାଗିଦ: ବସରେ ପ୍ରଥମ ମହିଳା ଯାତ୍ରୀ ବାରଣ ପ୍ରଥା ବନ୍ଦ କରାଯାଉ

ଭୁବନେଶ୍ୱର:ବସର ପ୍ରଥମ ଯାତ୍ରୀ ଯଦି ମହିଳା ହୋଇଥାନ୍ତି ତେବେ ତାଙ୍କୁ ଉଠିବାକୁ ଦିଆ ଯାଇ ନ ଥାଏ । ଜଣେ ବା ଦୁଇଜଣ ପୁରୁଷ ଯାତ୍ରୀ ଉଠିବା ପରେ ମହିଳାଙ୍କୁ ଉଠିବା ପାଇଁ ଅନୁମତି ମିଳିଥାଏ ।  ଏପରି ସ୍ଥିତି ପ୍ରତିଦିନ  ବସଷ୍ଟାଣ୍ଡରେ ଦେଖିବାକୁ ମିଳିଥାଏ ।  ଅନେକ ମହିଳାଙ୍କୁ ଏପରି