Browsing Category

ଓଡିଶା

ମହାନଦୀକୁ ଡେଇଁ ଯୁବକ ନିଖୋଜ

ସମ୍ବଲପୁର: ମହାନଦୀକୁ ଡେଇଁ ଯୁବକ ନିଖୋଜ। ଭୋର ସମୟରେ ଏହି ଅଘଟଣ ଘଟିଛି। ଟାଉନ ଥାନା ଅନ୍ତର୍ଗତ ଚାଉରପୁର ବ୍ରିଜ ଉପରୁ ପାଣିକୁ ଡେଇଁ ଯୁବକ ନିଖୋଜ ହୋଇଛି। ଯୁବକ ଜଣକ ଗୋବିନ୍ଦତୋଲା ଅଞ୍ଚଳର ବୋଲି ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି କରୁଛି। ତେବେ

ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପରେଖା ଦକ୍ଷିଣ ଭାଗରୁ ଧୀରେ ଧୀରେ ତାର ସାଧାରଣ ଅବସ୍ଥାନକୁ ଫେରୁଥିବାରୁ ରାଜ୍ୟରେ ଆସନ୍ତା ୩୦ ତାରଖରୁ ବର୍ଷାର ବିସ୍ତୃତି ବଇବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ

ବୁଣାକାରଙ୍କ ହାତ ତିଆରି ଶାଢ଼ି କିଣିଲେ ରାଷ୍ଟ୍ରପତି

ଭୁବନେଶ୍ୱର : ବୁଣାକାରଙ୍କ ହାତ ତିଆରି ଶାଢ଼ି କିଣିଲେ ରାଷ୍ଟ୍ରପତି । ୩ ଦିନିଆ ଓଡ଼ିଶା ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗତକାଲି ଅନେକ ଶାଢ଼ୀ କିଣିଛନ୍ତି । ବୁଣାକାର ଚତୁର୍ଭୁଜ ମେହେରଙ୍କ ଦ୍ୱାରା ତିଆରି ହୋଇଥିବା ଶାଢ଼ି କିଣିଛନ୍ତି ରାଷ୍ଟ୍ରପତି । କୋଟପାଡ, ବୋମକାଇ,

ପ୍ରିଣ୍ଟିଂ ପ୍ରେସରୁ ଲିକ ହୋଇଥିଲା ଓଏସଏସସି ପ୍ରଶ୍ନପତ୍ର; ପର୍ଦ୍ଦାଫଶ କଲେ ଏସପି

ଭୁବନେଶ୍ୱର: କେଉଁଠୁ ଲିକ ହେଲା ପ୍ରଶ୍ନପତ୍ର ? କେମିତି ଲିକ ହେଲା ? ସାମ୍ନାକୁ ଆସିଲା ରହସ୍ୟ । ଆଉ କେଉଁଠୁ ନୁହେଁ, ପ୍ରିଣ୍ଟିଂ ପ୍ରେସରୁ ଲିକ ହୋଇଥିଲା ପ୍ରଶ୍ନପତ୍ର । ଏହା କହିଛନ୍ତି ବାଲେଶ୍ୱର ଏସପି ସାଗରିକା ନାଥ । ଓଏସଏସସି ଜେଇ ସିଭିଲ ମେନ ପ୍ରଶ୍ନପତ୍ର ଲିକ ମାମଲାରେ

ଇନଷ୍ଟାଗ୍ରାମରେ ରିଲ୍ ପୋଷ୍ଟର କେଇ ମିନିଟ୍ ପରେ ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

ବ୍ରହ୍ମପୁର: କେଇ ମିନିଟରେ ମିଳେଇଗଲା ଖୁସି । ସୋସିଆଲ୍ ମିଡିଆରେ ରିଲ୍ ଅପଲୋଡର କେଇ ମୁହୂର୍ତ୍ତରେ ଜଣେ ଯବାନଙ୍କ ଜୀବନ ଚାଲି ଯାଇଛି । ସଡ଼କ ଦୁର୍ଘଟଣାରେ ଆଖି ବୁଜିଛନ୍ତି ବିଏସଏଫ୍ ଯବାନ । ମୃତ ଯବାନ ଜଣଙ୍କ ଗଞ୍ଜାମ ଜିଲ୍ଲା କୁସରବାର ଜିତେନ୍ଦ୍ର କୁମାର ପାଢ଼ୀ । ୨୫ ବର୍ଷର

ଆନ୍ଧ୍ର ମନ୍ତ୍ରୀଙ୍କୁ ପାରଳାଖେମୁଣ୍ଡିରେ ସମ୍ବର୍ଦ୍ଧନା: ବିରୋଧ କଲେ କଂଗ୍ରେସ ଓ ବିଜେପି

ଗଜପତି : ପାରଳାଖେମୁଣ୍ଡି ରେ ଆନ୍ଧ୍ର ପ୍ରଦେଶ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ନେଇ ବିବାଦ ଓ ପ୍ରତିବାଦ । ଯାହାକୁ ନେଇ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ରାଜନୈତିକ ତାତି ବଢିବାରେ ଲାଗିଛି । ଗତକାଲି ଅପରାହ୍‌ଣରେ ଆନ୍ଧ୍ର ମନ୍ତ୍ରୀଙ୍କୁ ଗୋଷାଣୀ ବ୍ଲକ୍‌ ଅଧ୍ୟକ୍ଷଙ୍କ ତରଫରୁ ସମ୍ବର୍ଦ୍ଧନା

ଆସନ୍ତା ବୁଧବାର ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି, ନିର୍ଦ୍ଦେଶ ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ : ଆଜି ନୁହେଁ, ବୁଧବାର ହେବ ମହାପ୍ରଭୁଙ୍କ ବନକ ଲାଗି ନୀତି। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଆଦେଶ ଦେଇଥିବା ସୂଚନା ଦେଇଛନ୍ତି ସଞ୍ଜୟ ଦତ୍ତ ମହାପାତ୍ର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଭେଟିଛନ୍ତି ଦତ୍ତ ମାହାପାତ୍ର ସେବାୟତ। ଆଜି ବନକଲାଗି ନୀତି କରିବାକୁ ଦତ୍ତ

ହାଇକୋର୍ଟରେ ପବ୍ଲିକ ପ୍ରସ୍ୟୁକ୍ୟୁଟର ନିଯୁକ୍ତି ମାମଲା: ରାଜ୍ୟ ସରକାର ଓ ଓପିଏସସିକୁ ଜବାବ ଦାଖଲ କରିବାକୁ ନୋଟିସ ଜାରି

କଟକ : ହାଇକୋର୍ଟରେ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପ୍ରକାଶିତ ପବ୍ଲିକ ପ୍ରସ୍ୟୁକ୍ୟୁଟର ନିଯୁକ୍ତି ମାମଲା । ମାମଲାକୁ ବିଚାର ପାଇଁ ଗ୍ରହଣ କରି ଓଡ଼ିଶା ହାଇକୋର୍ଟ ପ୍ରତିପକ୍ଷ ରାଜ୍ୟ ସରକାର ଓ ଓପିଏସସି ଜବାବ ଦାଖଲ କରିବାକୁ ନୋଟିସ ଜାରି କରିଛନ୍ତି । ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ

ମାନସିକ ଶାନ୍ତି ନଥିଲେ, ଜଣେ ପ୍ରକୃତ ଶାନ୍ତି ପାଇବ ନାହିଁ: ରାଷ୍ଟ୍ରପତି

ଭୁବନେଶ୍ୱର: ଭୁବନେଶ୍ୱର ତମାଣ୍ଡୋ ବ୍ରହ୍ମାକୁମାରୀ କାର୍ଯ୍ୟକ୍ରମରେ ରାଷ୍ଟପ୍ତିଙ୍କ ବକ୍ତବ୍ୟ । ଓଡିଶା ସହ ବ୍ରହ୍ମାକୁମାରୀ ସଂସ୍ଥାର ଆଧ୍ୟାତ୍ମିମ ସଂପର୍କ ରହିଛି । ପରିବର୍ତ୍ତନ ହେଉଛି ଏକମାତ୍ର ଅପରିବର୍ତ୍ତନୀୟ ପ୍ରକ୍ରିୟା । ସବୁ ସମାଜରେ ସବୁ ସମୟରେ କିଛି ନା କିଛି ପରିବର୍ତ୍ତନ ହେଉଛି

ଆୟଠୁ ଅଧିକ ୩୧୩ ପ୍ରତିଶତ ସମ୍ପତ୍ତି, ଗିରଫ ହେଲେ ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର: ଜନସ୍ୱାସ୍ଥ୍ୟ ବିଭାଗର ସହକାରୀ ଯନ୍ତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ସହକାରୀ ଯନ୍ତ୍ରୀଙ୍କ ଠାରୁ ଆୟଠୁ ୩୧୩ ପ୍ରତିଶତ ଅଧିକ ସମ୍ପତ୍ତି ଠାବ ପରେ ଭିଜିଲାନ୍ସ ଗିରଫ କରିଛି । ଠାବ ସମ୍ପତ୍ତି ମଧ୍ୟରେ ଗୋଟିଏ ରାଜକୀୟ ୩ ମହଲା କୋଠା ସହ ୨ଟି ପ୍ଲଟ୍, ୧.୫୪ କୋଟିର ଜମା,