Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନୟାପଲ୍ଲୀରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଭୁବନେଶ୍ୱର : ନୟାପଲ୍ଲୀରେ ଯୁବକଙ୍କ ଝୁଲନ୍ତା ମୃତଦେହ । ଆର.କେ ମାର୍ବଲ ରେଷ୍ଟ ରୁମ୍ରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଖୋର୍ଦ୍ଧା ଜିଲ୍ଲା ଗୋଲାବାଇ ଗାଁର ଅଭିମନ୍ୟୁ ସାମନ୍ତରାୟ । ଗତକାଲି ରାତିରେ ସ୍ତ୍ରୀ ସହ ଭିଡିଓ କଲ୍ରେ କଥା ହେବା ପରେ ଆତ୍ମହତ୍ୟା!-->…
ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର । ଏହି ଅବସରରେ ରାଜ୍ୟର ପ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା । ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ୍ ଗ୍ଲୋବାଲ!-->…
ଆଜି ବି ହୋଇପାରିନି ବନକଲାଗି ନୀତି
ପୂରୀ : ଆଜି ବି ହୋଇପାରିନି ଜଗାର ବନକଲାଗି। ଆଜି ବନକଲାଗି ନୀତି କରିବା ନେଇ ପ୍ରଶାସନିକ ନିର୍ଦ୍ଦେଶକୁ ଫୁସ୍ କିନା ଉଡ଼ାଇ ଦେଲେ ସମ୍ପୃକ୍ତ ସେବକ। ଥରେ ନୁହେଁ, ଏହାକୁ ମିଶାଇ ଦୁଇଥର ନିର୍ଦ୍ଦେଶକୁ ବେଖାତିର କରାଗଲା। ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବନକଲାଗି ନୀତି କରିବାକୁ!-->…
ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ନେତୃତ୍ୱ ଦେଉଥିଲେ ବହୁ ଓଡ଼ିଆ ଓକିଲ: ରାଷ୍ଟ୍ରପତି
କଟକ : ଭାରତୀୟ ସ୍ୱାଧୀନତା ସଂଗ୍ରାମକୁ ନେତୃତ୍ୱ ଦେଉଥିଲେ ବହୁ ଓକିଲ। ଓଡ଼ିଶାର ମଧୁ ବାରିଷ୍ଟର ଏହି ମୁକ୍ତି ସଂଗ୍ରାମରେ ଜଣେ ପ୍ରମୁଖ ଯୋଦ୍ଧା ଥିଲେ। ଆଜି କଟକ ନ୍ୟାସନାଲ ଲ’ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ବକ୍ତବ୍ୟ ରଖି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହା କହିଛନ୍ତି।
ସେ!-->!-->!-->…
ଏହି କାରଣ ପାଇଁ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ନେଇ ପ୍ରଶାସନ ସମାଲୋଚିତ…
କଟକ: ଏଥର କଟକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ବେଳେ କୌଣସି ବିଦ୍ୟୁତ ବିଭ୍ରାଟ ହୋଇନି କିନ୍ତୁ ଯେଉଁ ସ୍ଥାନରେ ମହାମହିମ ଅଭିଭାଷଣ ରଖୁଥିଲେ ତାର ଛାତକୁ ଜରି ପାଲରେ ଘୋଡାଇ ରଖିବାକୁ ନେଇ ଏବେ ବିବାଦ ଦେଖାଦେଇଛି। ଯାହା ପ୍ରଶାସନ ରାଷ୍ଚ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପ୍ରତି କେତେ!-->…
ଲଘୁଚାପ ସକ୍ରିୟ, ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା
ଭୁବନେଶ୍ୱର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ରାଜ୍ୟରେ ଆଗାମୀ ୫ ଦିନ ଯାଏ ପ୍ରବଳ ବର୍ଷା ହେବ । ଏନେଇ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଆଜି!-->!-->!-->…
ନିଜ ବନ୍ଧୁକରୁ ଗୁଳି ଫଟାଇ ଆତ୍ମହତ୍ୟା ଉଦ୍ୟମ କଲେ ପୋଲିସ ଅଫିସର
କୋରାପୁଟ: ପୋଲିସ ଇନ୍ସପେକ୍ଟରଙ୍କ ଆତ୍ମହତ୍ୟା ଉଦ୍ୟମ । ନିଜ ବନ୍ଧୁକରୁ ଗୁଳିକଲେ ଇନ୍ସପେକ୍ଟର । ତାଙ୍କର ବେକ ଓ ମୁଣ୍ଡରେ ଗୁଳି ବାଜିଥିବା ଜଣାଯାଇଛ । ଏମିତି ଖବର ଆସିଛି କୋରାପୁଟ ଜିଲ୍ଲାରୁ ।
ଆଜି ସକାଳ ୧୧ଟା ୪୦ ମିନିଟରେ କୋରାପୁଟ ଏସପିଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ!-->!-->!-->…
ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
କଟକ : ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ବ୍ରତ। କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ବାର୍ଷିକ ଉତ୍ସବରେ ଯୋଗ ଦେଇ ଏହା କହିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ସେ କହିଛନ୍ତି, କଟକକୁ ବିଶ୍ୱପ୍ରସିଦ୍ଧ କରିବା ପାଇଁ ଏସ୍ସିବିର ମହତ୍ତ୍ୱପୂର୍ଣ୍ଣ!-->!-->!-->…
ନବ ଦାସ ହତ୍ୟା ମାମଲା, ଅଭିଯୁକ୍ତ ଗୋପାଳ ଅପରାଧ ସ୍ୱୀକାର କରିବାକୁ ରାଜି
ଝାରସୁଗୁଡା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ବହିଷ୍କୃତ ପୁଲିସ ଅଧିକାରୀ ଗୋପାଳ ଦାସ ଅପରାଧ ସ୍ବୀକାର କରିବାକୁ ରାଜି ଅଛି ବୋଲି କହିଛନ୍ତି। ବୁଧବାର ଝାରସୁଗୁଡ଼ା ଜିଲ୍ଲା ଜଜ୍ କୋର୍ଟରେ ଆଜି ତାଙ୍କୁ ହାଜର କରାଯିବା ପରେ ଅପରାଧ ସ୍ବୀକାର କରିବାକୁ ରାଜି ଅଛନ୍ତି!-->…
ନନ୍ଦନକାନନକୁ ଆସିଲେ ନୂଆ ଅତିଥି : ଇଟାନଗରରୁ ଅଣାଯାଇଛି ହୁଲକ୍ ଗିବନ ଓ ଚିତା ବିରାଡ଼ି
ଭୁବନେଶ୍ୱର: ୪୦ ବର୍ଷରେ ନନ୍ଦନକାନକୁ ଆସିଛନ୍ତି ଏକ ହଳ ହୁଲକ୍ ଗିବନ ଓ ଏକ ହଳ ଚିତା ବିରାଡି । ମିଜୋରାମର ଇଟାନଗରରୁ ଏହି ବିରଳ ପ୍ରାଣୀଙ୍କୁ ଅଣାଯାଇଛି । ହୁଲକ୍ ଗିବନ ଓ ଚିତା ବିରାଡିଙ୍କୁ ଅଣିବା ପାଇଁ ବାଘ ସେହିନି ଓ ରକିଙ୍କୁ ତାଙ୍କୁ ଦିଆଯାଇଛି । ଏହି ଦୁଇ ବିରଳ ପ୍ରାଣିଙ୍କୁ ଆଣିବା!-->…