Browsing Category

ଓଡିଶା

ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଳିଗଲେ ଡ୍ରାଇଭର

ସମ୍ବଲପୁର :ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥ ବଡକୁଣ୍ଡେସରା ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାପରେ ଗୋଟିଏ ଟ୍ରକ୍‌ରେ ଲାଗିଗଲା ନିଆଁ। ଉକ୍ତ ଟ୍ରକ୍ ସହ ଜଳିଗଲେ ଡ୍ରାଇଭର। 

ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବରେ ତ୍ୱରିତ ନ୍ୟାୟ ଉପରେ ଗୁରୁତ୍ୱ ଦେଲେ ରାଷ୍ଟ୍ରପତି

କଟକ:ବିଳମ୍ବିତ ନ୍ୟାୟ ଯୋଗୁ ଅନେକ ଲୋକ ଅସୁବିଧାରେ ପଡୁଛନ୍ତି । ବିଳମ୍ବିତ ନ୍ୟାୟ ଯୋଗୁ ଅନେକ ନିର୍ଦ୍ଦୋଷ ଜେଲରେ ଜୀବନ କାଟୁଛନ୍ତି । ଏପରିକି ନ୍ୟାୟ ବିଳମ୍ବ ପାଇଁ ପୀଡିତ ମଧ୍ୟ ହତାଶ ହୋଇପଡୁଛନ୍ତି  । ତେଣୁ ତ୍ୱରିତ ନ୍ୟାୟ ବ୍ୟବସ୍ଥା ଉପରେ ଗୁରୁତ୍ୱାରୋପ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ

ଲାଞ୍ଚ ନେଉଥିଲେ ଏଏସ୍ଆଇ, ମାଡ଼ି ବସିଲା ଭିଜିଲାନ୍ସ

ବ୍ରହ୍ମପୁର// ବୌଦ୍ଧ : ଭିଜିଲାନ୍ସ ଜାଲରେ ପଡିଲେ ପୋଲିସ । ଲାଞ୍ଚ ନେବେବେଳେ ରେଡ ହାଣ୍ଡରେ ପୋଲିସକୁ ଧରିଛି ଭିଜିଲାନ୍ସ  ।  ଅନୁଗୁଳ ଜିଲ୍ଲା କିଆକଟା ଥାନା ଏଏସଆଇ ପଡିଛନ୍ତି ଭିଜିଲାନ୍ସ ଜାଲରେ । ଏଏସଆଇ ନବୀନ କୁମାର ଶତପଥୀ ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ  ତାଙ୍କୁ

ଓଡିଶା ହାଇକୋର୍ଟରେ ପ୍ରଥମ ଘଟଣା: ଓଡ଼ିଆରେ ରାୟ ପ୍ରଦାନ କଲେ ଜଷ୍ଟିସ ଡ଼.ସଞ୍ଜୀବ କୁମାର ପାଣିଗ୍ରାହୀ

କଟକ: ଓଡ଼ିଶା ହାଇକୋର୍ଟ ଆଜି ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଥିବାବେଳେ ଏପଟେ ହାଇକୋର୍ଟର ସଫଳତାରେ ଯୋଡି ହୋଇଛି ଆଉ ଏକ ଫର୍ଦ୍ଦ । ଓଡ଼ିଆ ଭାଷାରେ ପ୍ରକାଶ ପାଇଛି ହାଇକୋର୍ଟଙ୍କ ପ୍ରଥମ ରାୟ । ବିଚାରପତି ଡକ୍ଟର ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଆ

କଟକ ଚଣ୍ଡିଙ୍କ ଦର୍ଶନ କଲେ, ନେତାଜୀ ସଂଗ୍ରହାଳୟ ବୁଲି ଦେଖିଲେ ରାଷ୍ଟ୍ରପତି

କଟକ: ମଙ୍ଗଳବାରଠାରୁ ତିନି ଦିନିଆ ଓଡ଼ଶା ଗସ୍ତରେ ଆସି ଆଜି କଟକରେ ପହଞ୍ଚିଛନ୍ତି ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ସଡ଼କ ପଥରେ ଆଜି କଟକ ଯାଇଛନ୍ତି ରାଷ୍ଟ୍ରପତି । କଟକରେ ପହଞ୍ଚି ପ୍ରଥମେ  ଚଣ୍ଡୀ ମନ୍ଦିର ଯାଇଥିଲେ । ସେଠାରେ ପାଖାପାଖି ୧୫ ମିନିଟ୍ ରହି ମା’ଙ୍କ

ଭିଜିଲାନ୍ସ ଜାଲରେ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ

ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ। କଳାହାଣ୍ଡି ଆୟକର ବିଭାଗ ପକ୍ଷରୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀଙ୍କ ଘରେ ଚଢ଼ାଉ। ଭବାନୀପାଟଣା ସରକାରୀ ଜଳ ଯୋଗାଣ ବିଭାଗର ଜିପିଏସ ସେକ୍ସନ ଅତିରିକ୍ତ ଯନ୍ତ୍ରୀ କୃଷ୍ଣ

୨୪ତମ କାରଗିଲ୍ (କାର୍ଗିଲ୍) ବିଜୟ ଦିବସ ପାଳିତ

ଛତ୍ରପୁର : ତା.୨୬.୦୭.୨୩ ଗୋପାଳପୁର ମିଲିଟାରୀ ଷ୍ଟେସନ ଠାରେ ୨୪ତମ କାର୍ଗିଲ ବିଜୟ ଦିବସ ବୁଧବାର ଦିନ ପାଳିତ ହୋଇ ଯାଇଛି । ଆର୍ମି ଡିଫେନ୍ସ ପକ୍ଷରୁ ଅନୁଷ୍ଠିତ ଏହି କାର୍ଗିଲ ବିଜୟ ଦିବସ ପାଳନ ଅବସରରେ ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ଶ୍ରବଣ କୁମାର ଏବଂ ଅତିରିକ୍ତ ଜିଲ୍ଲାପାଳ ଲୀନା

ମଦ ମାଫିଆ ଓ ପ୍ରଶାସନ ମଧ୍ୟରେ ଫିକ୍ସିଂଙ୍ଗ..! : ବୁଦ୍ଧିଜୀବୀ ଙ୍କ ଅଭିଯୋଗ ଶୁଣିବ କିଏ..?

ଗଞ୍ଜାମ ଜିଲ୍ଲାରେ ଅପମିଶ୍ରଣ ମଦର ବନ୍ୟା ନିଘୋଡ଼ ନିଦରେ ପ୍ରଶାସନ...!! ଲୋକଙ୍କ ଜୀବନ କୁ ନେଇ ଚାଲିଛି ବ୍ୟବସାୟ...!!ବ୍ରହ୍ମପୁର:୨୬-୭ ଗଞ୍ଜାମ ଜିଲ୍ଲାରେ ଥିବା ଅଧିକାଂଶ ସରକାରୀ ଦେଶୀ ମଦଭାଟି ରେ ମହୁଲ ରେ ପୋଚ ପ୍ରସ୍ତୁତ ନ କରି ୟୁରିଆ ଓ ଇଷ୍ଟ ପୋଚ ରେ ବ୍ୟବହାର କରି ସ୍ୱଳ୍ପ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ସଂଧ୍ୟା ୫ଟା ୫୯ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବାକୁ ବିମାନନ୍ଦରରେ

ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି (ମଙ୍ଗଳବାର) ଆହୁରି ଘନୀଭୂତ ହୋଇ ପଶ୍ଚିମ- କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ