Browsing Category

ଓଡିଶା

ବିଚ୍‌ ରାସ୍ତାରୁ ଯୁବତୀଙ୍କୁ କାରରେ ଉଠାଇ ନେଲେ ୫ ଦୁର୍ବୃତ୍ତ

କଟକ: ମଝି ରାସ୍ତାରୁ ଯୁବତୀଙ୍କୁ ଉଠାଇନେଲେ ୫ ଦୁର୍ବୃତ୍ତ। ଆଠଗଡ଼ ମଣ୍ଡଳୀ ରାସ୍ତା ଛତାବର ହୋଟେଲ ନିକଟରୁ ଜଣେ ଯୁବତୀଙ୍କୁ ୫ ଜଣ ଯୁବକ ଅପହରଣ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ସକାଳୁ ଯୁବତୀ ଜଣଙ୍କ ସ୍କୁଟିରେ ଯାଉଥିବା ବେଳେ ଯୁବକମାନେ ବିଚ୍ ରାସ୍ତାରୁ ଯୁବତୀଙ୍କୁ କାରରେ

ପ୍ରଶ୍ନପତ୍ର ପ୍ରଘଟ ମାମଲା, ମାଷ୍ଟରମାଇଣ୍ଡକୁ ଖୋଜିବାକୁ ୨ ରାଜ୍ୟକୁ ଗଲା ପୋଲିସ ଟିମ୍

ବାଲେଶ୍ୱର: ରାଜ୍ୟ ବାହାରକୁ ଗଲା ୫ଟି ପୋଲିସ ଟିମ୍ । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ ଦ୍ୱାରା ପରିଚାଳିତ ଜେଇ (ସିଭିଲ୍) ମେନ୍ ପ୍ରଶ୍ନପତ୍ର ପ୍ରଘଟ ମାମଲାର ମାଷ୍ଟରମାଇଣ୍ଡକୁ ଧରିବା ଲାଗି ଓଡ଼ିଶା ପୋଲିସର ୫ଟି ଟିମ୍ ୨ଟି ରାଜ୍ୟକୁ ଯାଇଛନ୍ତି । ପ୍ରଶ୍ନପତ୍ର ଲିକ୍ ରାକେଟରେ ସମ୍ପୃକ୍ତ

ସ୍ୱଚ୍ଛ ସର୍ବେକ୍ଷଣ ତାଲିକାରେ ଭୁବନେଶ୍ୱରକୁ ଶୀର୍ଷରେ ରଖିବା ପାଇଁ ଅପିଲ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱଚ୍ଛ ସର୍ବେକ୍ଷଣ-୨୦୨୩ରେ ଭୁବନେଶ୍ୱର ସହର ଭାଗ ନେଇଛି । ଏହି ସର୍ବେକ୍ଷଣରେ ସମସ୍ତେ ସିଟିଜେନ ଫିଡବ୍ୟାକ ଦେଇ ଭୁବନେଶ୍ୱରକୁ  ୧ ନମ୍ବର କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ଭିଡିଓ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ସମସ୍ତ ଭୁବନେଶ୍ୱରବାସୀଙ୍କୁ

ଓଡିଶା ସିଭିଲ ସର୍ଭିସ ୨୦୨୧ର ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ, ସେପ୍ଟେମ୍ବରରେ ପରବର୍ତ୍ତୀ ଶୁଣାଣି

କଟକ: ଓଡିଶା ସିଭିଲ ସର୍ଭିସ ୨୦୨୧ ର ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ। ହାଇକୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ନକରିବାକୁ ନିର୍ଦ୍ଦେଶ। ଓଡ଼ିଶା ଲୋକସେବା ଆୟୋଗକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ ଆବେଦନକୁ ଗ୍ରହଣ କରି

ରାଜ୍ୟରେ କମୁଛି ମୁଣ୍ଡପିଛା ଋଣବୋଝ: ଓଡିଶାର ଶୃଙ୍ଖଳିତ ବିତ୍ତୀୟ ପରିଚାଳନାକୁ କେନ୍ଦ୍ରର ପ୍ରଶଂସା

ଭୁବନେଶ୍ୱର: କମୁଛି ମୁଣ୍ଡପିଛା ଋଣବୋଝ । ଓଡିଶାର ଶୃଙ୍ଖଳିତ ବିତ୍ତୀୟ ପରିଚାଳନାକୁ କେନ୍ଦ୍ରର ସ୍ବୀକୃତି । ରାଜ୍ୟ ସରକାରଙ୍କ ଶୃଙ୍ଖଳିତ ବିତ୍ତୀୟ ପରିଚାଳନା ଲଗାତାର ଭାବେ ଜାତୀୟସ୍ତରରେ ଚର୍ଚ୍ଚିତ ହୋଇଛି । ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ହେଉଛି ମୁଣ୍ଡପିଛା ଋଣଭାର ହ୍ରାସ କ୍ଷେତ୍ରରେ ଓଡି଼ଶା

ସାପ କାମୁଡାରେ ୪ଛାତ୍ରଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପ୍ରଶାସନ : ଯାଞ୍ଚ ହେବ ସମସ୍ତ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ…

କେନ୍ଦୁଝର: କେନ୍ଦୁଝରରେ ୭ଦିନ ମଧ୍ୟରେ ସାପ କାମୁଡାରେ ୪ଛାତ୍ରଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପ୍ରଶାସନ । ପ୍ରତି ତହସିଲଦାରଙ୍କ ନେତୃତ୍ୱରେ ଭିତ୍ତିଭୂମି ଯାଞ୍ଚ ପାଇଁ ଗଠନ ହେଲା ଟିମ୍ । ୨ଟି ଭିନ୍ନ ଭିନ୍ନ ଘଟଣାରେ ୪ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଓ ୨ଜଣ ଗୁରୁତର ହୋଇଛନ୍ତି । ଆଗକୁ ଏପରି

ବିଜେପିର ‘ଡେଙ୍ଗୁ’ ପ୍ରତିବାଦ, ବିଏମସି ଅଫିସ୍ ସମ୍ମୁଖ ରାସ୍ତା ଉପରେ ମଶାରୀ ଟାଣିଲେ

ଭୁବନେଶ୍ୱର: ଡେଙ୍ଗୁ ଜରରେ କମ୍ପୁଛି ଭୁବନେଶ୍ୱର । ଗଲାଣି ୨ ଜୀବନ । ରାଜଧାନୀରେ ଡେଙ୍ଗୁ କାୟା ବିସ୍ତା କରି ଚାଲିଥିବା ବେଳେ ପ୍ରଶାସନର ଅପାରଗତାକୁ ନେଇ ପ୍ରତିବାଦ କରିଛି ବିଜେପି । ମଙ୍ଗଳବାର ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଥିଲେ, ଗତବର୍ଷ ତୁଳନାରେ ଏ ବର୍ଷ

ଆଉ ୪ଟି ଗେଟ ଖୋଲିଲା ହୀରାକୁଦ, ମୋଟ୍‌ ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି

ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଫୁଲିଛି ମହାନଦୀ । ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌। ଏବେ ମୋଟ୍‌ ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ଗେଟ୍‌ ଦେଇ ଜଳ ନିଷ୍କାସିତ ହେଉଛି। ପୂର୍ବରୁ ୮ଟି

ସାପ ନେଇଗଲା ଦୁଇ ପୁଅଙ୍କ ଜୀବନ

ଦେବଗଡ: ଖାଇପିଇ ରାତିରେ ଶୋଇବାକୁ ଯାଇଥିଲେ ଦୁଇଭାଇ । ହେଲେ କିଏ ଜାଣିଥିଲା ଏ ରାତି ତାଙ୍କ ଜୀବନର ଶେଷ ରାତି ଥିଲା ବୋଲି ? କେତେ ଦୁଃଖସୁଖ ହୋଇ ଶୋଇଥିବେ..ସକାଳ ପାଇଁ କେତେ କଥା ଭାବିଥିବେ..ହେଲେ ସକାଳକୁ ଆଉ କିଛି ନ ଥିଲା । ଦୁଇ ଭାଇ ଶୋଇ ଯାଇଥିଲେ ସବୁଦିନ ପାଇଁ । ରାତିରେ ସାପ

ଆମେରିକାର ସିଲିକନ୍ ଭ୍ୟାଲିରେ ପ୍ରତିଷ୍ଠା ହେବ ଗ୍ରାଣ୍ଡ ଶ୍ରୀଜଗନ୍ନାଥ ମନ୍ଦିର କମ୍ପ୍ଲେକ୍ସ

ଭୁବନେଶ୍ୱର: ଆମେରିକାର ସିଲିକନ୍ ଭ୍ୟାଲିରେ ପ୍ରତିଷ୍ଠା ହେବ ଶ୍ରୀଜଗନ୍ନାଥ ମନ୍ଦିର। ବିଦେଶରେ ଆହୁରି ପରିବ୍ୟାପ୍ତ ହେବ ଜଗନ୍ନାଥ ସଂସ୍କୃତି। ସିଲିକନ୍ ଭ୍ୟାଲିରେ ଗ୍ରାଣ୍ଡ ଜଗନ୍ନାଥ ମନ୍ଦିର କମ୍ପ୍ଲେକ୍ସ ଓ ସାଂସ୍କୃତିକ କେନ୍ଦ୍ରର ପ୍ରତିଷ୍ଠା କରାଯିବ। ବିଶ୍ୱର ଆଇଟି ହବ ଭାବେ ପରିଚିତ