Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଟିଟୋକୁ ଗିରଫ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟାର ଟିଟୋକୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଧେଶ । ପୂର୍ବରୁ ପାଇଥିବା ଜାମିନ ରଦ୍ଦ କରି ଗିରଫ ନିର୍ଦ୍ଦେଶ ଦେଲେ କୋର୍ଟ । ଜାମିଦ ସର୍ତ୍ତ ଖିଲାପ କରିବାରୁ ଗିରଫ କରିବାକୁ ନିର୍ଦ୍ଧେଶ ଦେଲେ । ୨ଟି ମାମଲାରେ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପାଇଥିବା ଟିଟୋ ।!-->…
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପାଚେରୀ ଭୁଶୁଡ଼ିଲା; ଜଣେ ଆହତ, ଭାଙ୍ଗିଲା ୩ଟି ବାଇକ୍
ନବରଂଗପୁର: ସୋମବାର ଅପରାହ୍ଣରେ ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପାଚେରୀ ଭୁଶୁଡ଼ିପଡ଼ିଛି। ଏହି ଅପ୍ରୀତିକର ଘଟଣା ଯୋଗୁଁ ଜଣେ ବ୍ୟକ୍ତି ଆହତ ହୋଇଥିବା ବେଳେ ୩ଟି ବାଇକ୍ ଭାଙ୍ଗିଯାଇଛି। ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି!-->…
ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ ଗେଟ୍, ମୋଟ୍ ୮ ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଫୁଲିଛି ମହାନଦୀ । ହୀରାକୁଦରେ ବଢିଛି ଜଳସ୍ତର । ଖୋଲିଲା ଆଉ ୩ଟି ଗେଟ୍ । ଏବେ ମୋଟ୍ ୮ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମ ପାର୍ଶ୍ୱର ୬ଟି ଓ ଡାହାଣ ପାର୍ଶ୍ୱର ୨ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି ।ଗତକାଲି
!-->!-->!-->…
୨ ଦିନରେ ୨ ଜଣଙ୍କ ଜୀବନ ନେଲାଣି ଡେଙ୍ଗୁ
ଭୁବନେଶ୍ୱର: ରାଜ୍ୟରେ ଡେଙ୍ଗୁ ନେଲା ଆଉ ଜଣଙ୍କ ଜୀବନ । ଦୁଇ ଦିନ ଭିତରେ ଡେଙ୍ଗୁରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । କ୍ୟାପିଟାଲ ହସ୍ପିଟାଲରେ ଜଣେ ୬୨ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି । ତେବେ ମହିଳାଙ୍କ ମୃତ୍ୟୁ ଡେଙ୍ଗୁଜନିତ ନୁହେଁ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ!-->…
ନିୟମ ଉଲ୍ଲଘଂନ କରୁଛି ବେଦାନ୍ତ କମ୍ପାନୀ… !
ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲାର ହେମଗିରି ବ୍ଲକ ମଧ୍ୟରେ ଥିବା ଜାମକାନି ଅଞ୍ଚଳରେ ବ୍ୟାପକ ଭାବେ କୋଇଲା ଖନନ ହେଉଛି । ଏହି କୋଇଲା ଖଣିର ଆବଣ୍ଟନ ସଠିକ ନିୟମରେ ହୋଇନଥିବାର ଅଭିଯୋଗ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ ପଟ୍ଟନାୟକ!-->…
ହାଇସ୍କୁଲ ପରିସରରେ ତିନୋଟି ଭାଲୁ, ଛାତ୍ରଛାତ୍ରୀ ଭୟଭୀତ
ନବରଙ୍ଗପୁର : ସ୍କୁଲ ପରିସରରେ ଭାଲୁ ଆତଙ୍କ ଦେଖାଯାଇଛି। ନବରଂଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଦହଣା ସଦାଶିବ ହାଇସ୍କୁଲ ପରିସରରେ ତିନୋଟି ଭାଲୁକୁ ଦେଖି ଛାତ୍ରଛାତ୍ରୀ ଭୟଭୀତ ହୋଇଛନ୍ତି । ମା ସହିତ ଦୁଇଟି ଛୁଆ ରହିଛନ୍ତି। ସ୍କୁଲର ଦୁଇ ପାଇଖାନା ମଝିରେ ଭାଲୁ ରହିଥିବା!-->…
କେମିତି ହେଲା ଜେଇ ସିଭିଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ? ମୁଣ୍ଡିଆ ମାରି ଚାକିରି ଆଶାୟୀଙ୍କ ପ୍ରତିବାଦ
ଭୁବନେଶ୍ୱର: ତେଜୁଛି ଜେଇ ସିଭିଲ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ବିବାଦ । ଷ୍ଟାଫ ସିଲେକ୍ସନ କମିଶନଙ୍କ କାର୍ଯ୍ୟାଳୟ ଘେରି ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ଚାକିରି ଆଶାୟୀ । ହେଲେ ଭେଟିଲେନି ଅଧ୍ୟକ୍ଷ । ଏବେ ଆଶାୟୀ ମାନେ ଚାଲିଚାଲି ଯାଇ ମୁଖ୍ୟମନ୍ତ୍ରୀଙ୍କ!-->…
ବନବିଭାଗ ହେପାଜତରୁ ଶିକାରୀ ଫେରାର
ବାରିପଦା: ବାରିପଦା ବନଖଣ୍ଡ ଅନ୍ତର୍ଗତ ବାରିପଦା ରେଞ୍ଜରେ ଜବତ ୪କଲରାପତିରିଆ ବାଘଛାଲ ଘଟଣାରେ ରବିବାର ଗିରଫ ହୋଇଥିବା ୩ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ରୁପାଏ ମାରାଣ୍ଡି ଚିକିତ୍ସା ଅବସ୍ଥାରେ ଗତକାଲି ରାତିରେ ବାରିପଦା ପିଆରଏମ ଡ଼ାକ୍ତରଖାନାରୁ ଚମ୍ପଟ ମାରିଛି। ରୁପାଏ ଛାତିରେ ଯନ୍ତ୍ରଣା!-->…
୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ଵର: ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀମତୀ ମୁର୍ମୁ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରେ ମହାମହିମଙ୍କୁ ଗାର୍ଡଅଫ ଅନର ପ୍ରଦାନ କରାଯିବ । ପରେ ସେଠାରୁ ରାଜଭବନ!-->…
ଆସନ୍ତାକାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର
ପୁରୀ: କାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର । ଏନେଇ ଗୁରୁତ୍ବପୂର୍ଣ୍ଣ ବୈଠକରେ ହୋଇଛି ନିଷ୍ପତ୍ତି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ, ଏସପି, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ହୋଇଥିବା ବୈଠକରେ ଏହି!-->…