Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବେଆଇନ ବାଣ ତିଆରି କାରଖାନାରେ ପୁଲିସର ଚଢଉ
କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଧିନସ୍ଥ ବୁରୋମାଲ ପଂଚାୟତ ଅଧିନସ୍ଥ ପଖନମୁଣ୍ଡା ଗାଁରେ ଜିଲ୍ଲା ପୁଲିସ ଦ୍ୱାରା ବେଆଇନ ବାଣ ତିଆରି କାରଖାନାରେ ଚଢଉ କରିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ ବେଆଇନ ବାଣ ତିଆରିକୁ ନେଇ ବଲାଙ୍ଗିର ପୁଲିସ ଅଧିକ୍ଷକ ଋଷିକେଶ!-->…
ସିଂହବାହିନୀ ବସକୁ ୪ ଲକ୍ଷ ୯୮ ହଜାର ଜରିମନା
ତାଳଚେର: ଘରୋଇ ବସବୁ ୪ ଲକ୍ଷ ୯୮ ହଜାର ଜରିମନା । ଦୀର୍ଘଦିନ ଧରି ବିନା ପରମିଟ୍ ନ ଥାଇ ଗାଡ଼ି ଚଳାଇବା ଓ ଟ୍ୟାକ୍ସ ଖିଲାପ କରି ଗାଡ଼ି ଚଳାଇବା ଆଦି ନିୟମ ଉଲ୍ଲଂଘନ ଅଭିଯୋଗରେ ଏହି ଜରିମାନା କରିଛନ୍ତି ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ।
ତାଳଚେର ଆରଟିଓ ନିଖିଳ କୁମାର ପଟ୍ଟନାୟକ!-->!-->!-->…
ଦଳ ବିରୋଧୀ ମନ୍ତବ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ ଚିରଞ୍ଜୀବଙ୍କ ସମର୍ଥକ
ଭୁବନେଶ୍ୱର: କଂଗ୍ରେସରୁ ବହିଷ୍କୃତ ହେଲେ ପିସିସି ସାଧାରଣ ସମ୍ପାଦକ ନାରାୟଣ ଜେନା। ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ କଂଗ୍ରେସ ତାଙ୍କୁ ବହିଷ୍କାର କରିଛି। ଆଜି ଶୃଙ୍ଖଳା କମିଟିର ବୈଠକ ବସିଥିଲା। ଏହି ବୈଠକର ଅଧ୍ୟକ୍ଷ ଏବଂ ଅନ୍ୟ ସଦସ୍ୟଙ୍କ ଉପସ୍ଥିତିରେ ନାରାୟଣ ଜେନାଙ୍କୁ ଦଳରୁ ବହିଷ୍କାର!-->…
ରାଜ୍ୟ କ୍ୟାବିନେଟରେ ୧୭ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ୧୭ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମିଶନ ଶକ୍ତି,!-->…
ସ୍ପେଶାଲ ଓଜେଇଇ ରେଜଲ୍ଟ ପ୍ରକାଶିତ
ଭୁବନେଶ୍ବର: ସ୍ପେଶାଲ ଓଜେଇଇ ରେଜଲ୍ଟ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଉଚ୍ଚଶିକ୍ଷା ପାଇଁ ଆଶାୟୀ ଛାତ୍ରଛାତ୍ରୀମାନେ ସେମାନଙ୍କର ରାଙ୍କ କାର୍ଡ ଓଜେଇଇ ୱେବସାଇଟ୍ www.ojee.nic ରୁ ଡାଉନ୍ଲୋଡ କରିପାରିବେ। ଏହି ପରୀକ୍ଷାର ବିଟେକ୍ରେ ୮,୬୫୫ ଜଣଙ୍କୁ ରାଙ୍କ କାର୍ଡ ମିଳିଛି।!-->…
ବାଲି ବୋଝେଇ ଟ୍ରକ୍ ଛାଡ଼ିବାକୁ ଲକ୍ଷେ ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ IIC
ବୌଦ୍ଧ: ଭିଜିଲାନ୍ସ ଜାଲରେ ଆଉ ଜଣେ ପୋଲିସ ଅଧିକାରୀ । ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଆଇଆଇସି ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ହରଭଙ୍ଗା ଥାନା ଆଇଆଇଲି ପୁଷ୍ପଲତା ରାଉତରାୟଙ୍କୁ ଲାଞ୍ଚ ଟଙ୍କା ସହ କାବୁ କରି ନେଇଛି ଭିଜିଲାନ୍ସ ।
!-->!-->…
୩୧ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡ଼ିଲେ ସମଗ୍ର ଶିକ୍ଷା ପ୍ରକଳ୍ପ କୋ-ଅର୍ଡିନେଟର୍
ବଲାଙ୍ଗିର:ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗିର ଡିପିସି ଅଫିସର ଜେଣ୍ଡର କୋଅର୍ଡିନେଟର ପୁଷ୍ପାଙ୍ଗିନୀ ଯୋଶୀ। ୩୧ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଭିଜିଲାନ୍ସ ପୁଷ୍ପାଙ୍ଗିନୀ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଗିରଫ କରିଛି।
ପାଟଣାଗଡ଼!-->!-->!-->…
ଜେଲରେ ନିଘୋଡ଼ ନିଦରେ ଶୋଇଥିଲେ ୨ ୱାର୍ଡର, ଫଟୋ ଭାଇରାଲ ପରେ ହେଲେ ସସପେଣ୍ଡ
ଅନୁଗୁଳ: ଜେଲ୍ରେ ରହିଛନ୍ତି ବହୁ ମୋଷ୍ଟ ୱାଣ୍ଟେଡ ଅପରାଧୀ। ଘଟାଇ ସାରିଛନ୍ତି ବହୁ ବଡ଼ ବଡ଼ ଅପରାଧ । ହେଲେ ସେମାନଙ୍କୁ ଜଗିବାକୁ ନିୟୋଜିତ ହୋଇଥିବା ୨ ଜେଲ୍ କର୍ମଚାରୀ ଚେଇଁବା ବଦଳରେ ଅଚିନ୍ତା ନିଦରେ ଶୋଇ ପଡ଼ିଛନ୍ତି। ଅନୁଗୁଳ ଜିଲ୍ଲା ତାଳଚେର ଉପଖଣ୍ଡ କାରାଗାରରେ ଜେଲ ୱାର୍ଡର ଶୋଇବାର!-->…
ମୋକିମ୍ ଓ ଚିରଞ୍ଜୀବଙ୍କ ନିଲମ୍ବନକୁ ବିରୋଧ, କଂଗ୍ରେସ ଭବନ ଆଗରେ ସମର୍ଥକଙ୍କ ଆନ୍ଦୋଳନ
ଭୁବନେଶ୍ୱର: ନିଲମ୍ବନକୁ ନେଇ ବଢ଼ୁଛି ଅଡ଼ୁଆ, ବଢ଼ୁଛି ବିବାଦ । ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଏଆଇସିସି ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ନିଲମ୍ବିତ କରିଥିଲା । ଆଉ ନିଲମ୍ବନ ନିଆଁ ଏବେ କର୍ମୀଙ୍କ ମଧ୍ୟରେ ଆକ୍ରୋଶ ହୋଇ ବ୍ୟାପିବାରେ ଲାଗିଛି ।
ମହମ୍ମଦ ମୋକିମ୍ ଓ!-->!-->!-->…
କ୍ୟାଣ୍ଟନମେଣ୍ଟ ଥାନା ଭିତରୁ ଅଭିଯୁକ୍ତ ଫେରାର୍
କଟକ : ଥାନା ଭିତରୁ ଚମ୍ପଟ ମାରିଲା ଅଭିଯୁକ୍ତ । କଟକ କ୍ୟାଂଟନମେଂଟ ଥାନାରୁ ଫେରାର୍ ମାରିଲା ଚୋରୀ ଘଟଣାର ଅଭିଯୁକ୍ତ ବବଲୁ ବେହେରା । ମୋବାଇଲ ଚୋରି ଅଭିଯୋଗରେ ବବୁଲକୁ ପଚରାଉଚରା ପାଇଁ ଆଣିଥିଲା ପୁଲିସ । ଥାନା ଭିତରେ ପୋଲିସ ସାମ୍ନାରେ ଅଭିଯୁକ୍ତ ଫେରାର ହେବା ନେଇ ପ୍ରଶ୍ନ ଉଠିଛି ।
!-->!-->!-->…