Browsing Category

ଓଡିଶା

ଘର ଦେବା ନାଁରେ ୧୫ କୋଟି ଠକେଇ, ରିଅଲ୍ ଇଷ୍ଟେଟ କମ୍ପାନୀର ଅତିରିକ୍ତ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର: ଗୁରୁବାର ଅର୍ଥନୈତିକ ଅପରାଧ ଶାଖା (EOW) ମିଶ୍ର କ୍ରିଏସନ୍ ପ୍ରାଇଭେଟ୍ ଲିମିଟେଡର ଅତିରିକ୍ତ ନିର୍ଦ୍ଦେଶକଙ୍କୁ ଗିରଫ କରିଛି । ଏକାଧିକ ବ୍ୟକ୍ତିଙ୍କ ଠାରୁ ଘର ଦେବା ନାଁରେ ୧୫ କୋଟି ଟଙ୍କା ଠକେଇ ଅଭିଯୋଗରେ ଗିରଫ କରିଛି ଇଓଡବ୍ଲୁ । ଗିରଫ ଜଣଙ୍କ ହେଉଛନ୍ତି

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟ ହେଲେ ସାଂସଦ ସୁଲତା ଦେଓ

ଭୁବନେଶ୍ୱର : ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟ ହେଲେ ସୁଲତା ଦେଓ। ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି। ସୁଲତା ଦେଓଙ୍କୁ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟ ଭାବେ ରାଜ୍ୟସଭା ଅଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି। ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲା

ମହିଳା ସଶକ୍ତିକରଣ ଉପରେ ପ୍ରଶ୍ନ ଉଠାଇଲା କଂଗ୍ରେସ

ଭୁବନେଶ୍ୱର- ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସର ମୁଖପାତ୍ର ଶ୍ରୀମତୀ ରଶ୍ମି ମହାପାତ୍ର ସାମ୍ବାଦିକ ମାନଙ୍କୁ ସମ୍ବୋଦ୍ଧିତ କରି କହିଲେ ଯେ ଦୀର୍ଘ ୨୪ ବର୍ଷର ବିଜେଡ଼ି ସରକାର ନିରନ୍ତର ଶାସନ ବ୍ୟବସ୍ଥାରେ ରହିଲାପରେ ମଧ୍ୟ ଆଜି ଓଡ଼ିଶାର

ରକ୍ତହୀନତା ଦୂରୀକରଣ ନୁହେଁ, ଭୋଟ୍ ଲକ୍ଷ୍ୟରେ ରାଜ୍ୟ ସରକାର : ଡ.ଲେଖାଶ୍ରୀ

ଭୁବନେଶ୍ୱର : ମା’ ଓ ଶିଶୁ ରକ୍ତହୀନତାର ଶିକାର ହେଲେ ସେ କେବେହେଲେ ସବଳ ହେବ ନାହିଁ କି ମାନସିକ ସ୍ତରରେ ମଧ୍ୟ ବୃଦ୍ଧି ଘଟିବ ନାହିଁ । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସଂପର୍କିତ ସଦ୍ୟ ପ୍ରକାଶିତ ‘ଆନେମିଆ ମୁକ୍ତ ଲକ୍ଷ୍ୟ ଅଭିଯାନ (ଅମ୍ଲାନ)’ ରିପୋର୍ଟ ଅତ୍ୟନ୍ତ ଚିନ୍ତାଜନକ । ରାଜ୍ୟର ମହିଳା

ବାପାଙ୍କ ମୃତ୍ୟୁର ବର୍ଷେ ପରେ ସମାନ ସ୍ଥାନରେ ପୁଅକୁ ହତ୍ୟା

ବରଗଡ଼: ୫ ଦିନ ମଧ୍ୟରେ ଦ୍ୱିତୀୟ ହତ୍ୟାକାଣ୍ଡ । ପୁଣି ବରଗଡ଼ରେ ଚାଞ୍ଚଲ୍ୟ । ମାତ୍ର ସପ୍ତାହକ ଭିତରେ ବରଗଡ଼ ସହରରେ ଗଡ଼ିଲାଣି ଦୁଇ ଦୁଇଟି ମୁଣ୍ଡ । ଗତ ୧୫ ତାରିଖରେ ୧୧ ନମ୍ବର ୱାର୍ଡରୁ ଜଣଙ୍କ ରକ୍ତାକ୍ତ ମୃତଦେହ ମିଳିଥିବା ବେଳେ ଆଜି ପୁଣି ୧ ନମ୍ବର ୱାର୍ଡରୁ ମିଳିଛି କ୍ଷତ ବିକ୍ଷତ

କେନ୍ଦୁପତ୍ର ଶ୍ରମିକଙ୍କୁ ପ୍ରତାରଣା କରୁଛନ୍ତି ରାଜ୍ୟ ସରକାର : ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତାଦଳ ଗତ ୫ଥର ବିଧାନସଭାକୁ ନିର୍ବାଚିତ ହୋଇ ଆସିବା ପଛରେ ଓଡିଶାର କେନ୍ଦୁପତ୍ର ଶ୍ରମିକମାନଙ୍କ ମଧ୍ୟ ଏକ ବଡ ଯୋଗଦାନ ଅଛି । ନବୀନ ବାବୁଙ୍କ ସରକାର ବିଭିନ୍ନ ସମୟରେ କେନ୍ଦୁପତ୍ର ଶ୍ରମିକମାନଙ୍କୁ ଯେଉଁ ପ୍ରତିଶୃତି

୨୩ରେ ଛଡାଯିବ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ, ସତର୍କ ସୂଚନା ଜାରି

ସମ୍ବଲପୁର: ହୀରାକୁଦ ଛାଡ଼ିବ ବର୍ଷର ପ୍ରଥମ ବନ୍ୟାଜଳ । ଆସନ୍ତା ୨୩ ତାରିଖରେ ଖୋଲାଯିବ ହୀରାକୁଦ ଡ୍ୟାମ୍‌ । ସକାଳ ୯ଟା ସମୟରେ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ସୂଚନା ଦେଇଛନ୍ତି ଡ୍ୟାମ୍‌ କର୍ତ୍ତୃପକ୍ଷ । ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର ବଢ଼ୁଛି । ତେଣୁ ବନ୍ୟାଜଳ

କଂଗ୍ରେସର ଆହ୍ୱାନ କ୍ରମେ ଅଣ ବିଜେପି ଓ ଅଣ ବିଜେଡି ଦଳକୁ ନେଇ ବୈଠକ

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସର ଆହ୍ୱାନ କ୍ରମେ ଅଣ ବିଜେପି ଓ ଅଣ ବିଜେଡି ଦଳକୁ ନେଇ ଆଜି ଏକ ବୈଠକ ବସିଛି। ଏହି ବୈଠକରେ ପିସିସି ସଭାପତି ଶରତ ପଟ୍ଟନାୟକ ନେତୃତ୍ୱ ନେଇଥିଲେ। ରାଜ୍ୟର ୯ ଟି ଅଣ ବିଜେପି ଓ ଅଣ ବିଜେଡି ରାଜନୈତିକ ଦଳର ନେତୃବୃନ୍ଦ ଏହି ବୈଠକରେ ଯୋଗ ଦେଇଥିଲେ।

ଅସଦାଚରଣ ଅଭିଯୋଗରେ ଗିରଫ ହେଲେ ଭୂଗୋଳ ଶିକ୍ଷକ

ଭୁବନେଶ୍ୱର: ଅସଦାଚରଣ ଅଭିଯୋଗରେ ଗିରଫ ହେଲେ ଭୂଗୋଳ ଶିକ୍ଷକ । ଭରତପୁର ଥାନାରେ ଛାତ୍ରୀଙ୍କ ପରିବାରର ଲିଖିତ ଅଭିଯୋଗ ପରେ ଶିକ୍ଷକ ଗିରଫ । ଭୂଗୋଳ ଶିକ୍ଷକ କାଳୁଚରଣ ବଡଜେନାଙ୍କୁ ଗିରଫ କଲା ଭରତପୁର ଥାନା ପୋଲିସ । ଆଜି ଭୂଗୋଳ ଶିକ୍ଷକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆସିଥିଲା । ସ୍କୁଲ

ଟ୍ରାକ୍ଟର ଭର୍ତ୍ତି ଅଳିଆ ହୋଟେଲ୍ ଆଗରେ ଢାଳି ଦେଲା ବିଏମସି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରକୁ ଡଷ୍ଟବିନ୍ ଓ ଆବର୍ଜନା ମୁକ୍ତ ପାଇଁ ବିଏମସି ପଦକ୍ଷେପ ନେଇଛି । ସ୍ୱତନ୍ତ୍ର ଅଳିଆ ଗାଡ଼ି ଆସି ଅଳିଆ ନେଉଛି । ତଥାପି କିଛି ଲୋକ ରାସ୍ତା ଉପରେ ଅଳିଆ ଫିଙ୍ଗି ଦେଉଛନ୍ତି । କଳ୍ପନା ଅଞ୍ଚଳର ଏକ ହୋଟେଲ୍ ରାସ୍ତା ଉପରେ ଅଳିଆ ପକାଇଥିବାରୁ ବିଏମସି