Browsing Category

ଓଡିଶା

ଗଞ୍ଜାମ ଜିଲ୍ଲାକୁ ଭାରତ ସରକାରଙ୍କ ଦ୍ବାରା “ଭୂମି ସମ୍ମାନ” ଜାତୀୟ ସ୍ତରରେ ପୁଣି ସମ୍ମାନିତ ହେଲା…

ବ୍ରହ୍ମପୁର :ତା ୧୮.୦୭.୨୦୨୩ ଗଞ୍ଜାମ ଜିଲ୍ଲା ସବୁବେଳେ ଉନ୍ନୟନ ମୂଳକ କାର୍ଯ୍ୟକରି ଜିଲ୍ଲା ପାଇଁ ସୁନାମ ଆଣି ଦେଉଛି । ବିଗତ ଦିନ ମାନଙ୍କରେ ଅନେକ ଜାତୀୟ ପୁରସ୍କାର ପାଇ ସାରା ରାଜ୍ୟରେ ଅଗ୍ରଣୀ ଜିଲ୍ଲା ଭାବରେ ନିଜକୁ ପ୍ରତିଷ୍ଠିତ କରାଇ ପାରିଛି । ମଙ୍ଗଳବାର ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ

ଭୁବନେଶ୍ୱରରେ ଖୋଲିଲା NCB ର ଅଫିସ

ଭୁବନେଶ୍ୱର : ଭୁବନେଶ୍ୱରରେ ଖୋଲିଲା ନାର୍କୋଟିକସ କଣ୍ଟ୍ରୋଲ ବ୍ୟୁରୋ-NCBର ଅଫିସ। ଭିଡ଼ିଓ କନଫରେନସିଂ ଜରିଆରେ ଏହାକୁ ଉଦଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରାଜ୍ୟରେ ଡ୍ରଗସ୍ କାରବାର ଓ ଗଞ୍ଜେଇ ଚାଷ ନିୟନ୍ତ୍ରଣ ପାଇଁ ଏହା ସହାୟକ ହେବ ବୋଲି ଆଶା କରାଯାଉଛି। ଉତ୍ତର

ଓଟିପି ସେୟାରିଂ ମାମଲା: ଆସନ୍ତାକାଲିଠୁ ୫ ଦିନିଆ ରିମାଣ୍ଡରେ ଯିବ ପଠାଣିସାମନ୍ତ

ଭୁବନେଶ୍ୱର: ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲାରେ ଗିରଫ ଅଭିଯୁକ୍ତ ପଠାଣିସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ ଏସଟିଏଫ । ଆସନ୍ତାକାଲିଠାରୁ ୫ ଦିନିଆ ରିମାଣ୍ଡରେ ନେବ ଏସଟିଏଫ। ରିମାଣ୍ଡ ସରିବା ପରେ ଝାରପଡା ଜେଲରେ ପଠାଣିସାମନ୍ତକୁ ଜେରା କରିବ ଏନଆଇଏ । ସୂଚନାଯୋଗ୍ୟ,

ନିଲମ୍ବନ ପରେ ପ୍ରତିକ୍ରିୟା ରଖିଲେ ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ବାଳ

ଭୁବନେଶ୍ବର: ନିଲମ୍ବନ ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜିବ ବିଶ୍ବାଳ। ସେ କହିଛନ୍ତି ୨ ଦିନ ତଳେ ମୁଁ ନିଲମ୍ବନ ନୋଟିସ ପାଇଲି। ଦଳ ବିରୋଧୀ ପାଇଁ ମୋତେ ନିଲମ୍ବନ କରାଯାଇଛି। ମୁଁ କଂଗ୍ରେସ ପରିବାରର ଲୋକ। କଂଗ୍ରେସ ସ୍ୱାଧୀନତା

୪୮ ଘଣ୍ଟାରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ, ୫ ଦିନ ଯାଏ ବର୍ଷିବ

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି । ଅନ୍ୟପଟେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରଭାବରେ ରାଜ୍ୟରେ ମୌସୁମୀ ବର୍ଷା ଲାଗି

ଶିକ୍ଷକ ନିଯୁକ୍ତି ଦାବି କରି ୪ କିଲୋମିଟର ଚାଲି ଚାଲି ଗଲେ ଛାତ୍ରଛାତ୍ରୀ

ବାରିପଦା: ୩୦୦ ପିଲାଙ୍କ ପାଇଁ ନାହାନ୍ତି ଆବଶ୍ୟକୀୟ ଶିକ୍ଷକ ଓ କର୍ମଚାରୀ । ଯାହାର ପ୍ରତିବାଦ କରି ଛାତ୍ରଛାତ୍ରୀ ଚାଲି ଚାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ସହ ତୁରନ୍ତ ଶିକ୍ଷକ ନିଯୁକ୍ତି କରିବାକୁ ଦାବି କରିଛନ୍ତି । ସୁବର୍ଣ୍ଣରେଖା ପ୍ରକଳ୍ପ ହାଇସ୍କୁଲର

ସିସୋର ଚିଟଫଣ୍ଡ ମାମଲା, ୧୯ଟି କେସକୁ ସ୍ୱତନ୍ତ୍ର ସିବିଆଇ କୋର୍ଟକୁ ସ୍ଥାନାନ୍ତରକୁ ହାଇକୋର୍ଟଙ୍କ ନା

କଟକ: କୋଟି କୋଟି ଟଙ୍କାର ଚିଟଫଣ୍ଡ କେଳେଙ୍କାରୀର ଅନେକ ମାମଲା ରାଜ୍ୟର ବିଭିନ୍ନ କୋର୍ଟରେ ଗଡ଼ୁଛି । ଏ ସମ୍ପର୍କିତ ୧୯ଟି ଅପରାଧିକ ମାମଲାକୁ ସ୍ୱତନ୍ତ୍ର ସିବିଆଇ କୋର୍ଟକୁ ସ୍ଥାନାନ୍ତର ପାଇଁ ହୋଇଥିବା ଆବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରି ଦେଇଛନ୍ତି । ସିସୋର ସମ୍ପର୍କିତ ସମସ୍ତ

ଧରାପଡ଼ିଲେ ନକଲି ଡାକ୍ତର

ବ୍ରହ୍ମପୁର : ନିଜକୁ ଦିଲ୍ଲୀ ଏମସର ଡାକ୍ତର କହି ରୋଗୀ ଚିକିତ୍ସା କରୁଥିଲେ । ବେଶ ଦାମୀ ଡାକ୍ତର ବୋଲି ଲୋକେ ଭାବୁଥିଲେ । ୫ ମିନିଟ ଦେଖିବାକୁ ନେଉଥିଲେ ୩୦୦ ଟଙ୍କା । ହେଲେ ଖୋଲିଗଲା ସବୁ ଗୁମର । ନକଲି ରୋଗୀ ଖୋଲିଦେଲେ ନକଲି ଡାକ୍ତରଙ୍କ କଳାକାରନାମା । ନକଲି ଡାକ୍ତରଙ୍କୁ ଧରିବା ପାଇଁ

ମାର୍କେଟ ବିଲ୍ଡିଂ ବନ୍ଦ ନେଇ ସମୟ ମାଗିଲେ ବିଏମସି କମିଶନର : ଉଭୟ ପକ୍ଷରୁ ସହଯୋଗ କରିବାକୁ କଲେ ଅନୁରୋଧ

ଭୁବନେଶ୍ୱର:ମାର୍କେଟ୍ ବିଲ୍ଡିଂ ବନ୍ଦ ପ୍ରସଙ୍ଗରେ ସମୟ ମାଗିଲେ ବିଏମସି କମିଶନର । ଉଭୟ ପକ୍ଷଙ୍କୁ ସହଯୋଗ କରିବାକୁ ଅନୁରୋଧ କଲେ କମିଶନର୍ ବିଜୟ ଅମୃତଲାଲ କୁଲାଙ୍ଗେ । ପୂର୍ବରୁ ୨ ଥର ମାର୍କେଟ୍ ବିଲ୍ଡିଂ କର୍ମକର୍ତାଙ୍କ ସହ ବୈଠକ ହୋଇଛି । ସେଠାରେ କିଛି ଆଇନଗତ ସମସ୍ୟା ଥିବାରୁ ଟିକେ ସମୟ

ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡ କୁ ସ୍କଚ୍‌-୨୦୨୩ ପୁରସ୍କାର

ଭୁବନେଶ୍ୱର: ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡକୁ ସ୍କଚ୍‌-୨୦୨୩ ପୁରସ୍କାର ମିଳିଛି I କୃଷିରେ ରୌପ୍ୟ ବର୍ଗରେ ଇ-ନାମ୍ ନିମନ୍ତେ ଏହି ପୁରସ୍କାର ପ୍ରଦାନ କରାଯାଇଛି I ଓଡିଶା ସରକାରଙ୍କ ସମବାୟ ବିଭାଗର ପ୍ରଶାସନିକ ନିୟନ୍ତ୍ରଣରେ ଥିବା ଓଡିଶା ରାଜ୍ୟ କୃଷି ବିପ୍ପଣନ ବୋର୍ଡ (ଓଏସ୍ଏଏମ୍