Browsing Category

ଓଡିଶା

କଟକରେ ମୁକୁଳା ଡ୍ରେନ୍ ନେଲା ଜୀବନ, ୨୧ ବର୍ଷର ଯୁବକ ମୃତ

କଟକ: ପୁଣି ମୁକୁଳା ଡ୍ରେନ୍ ନେଲା ଜୀବନ । କଟକର ଝୋଳା ସାହିରେ ଶନିବାର ରାତିରେ ମୁକୁଳା ଡ୍ରେନରେ ଖସି ପଡ଼ି ୨୧ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ନାଁ ରାହୁଲ । ଘର ରାଜସ୍ଥାନରେ ହୋଇଥିବା ବେଳେ ସେ କଟକର ଝୋଲାସାହିରେ ସମ୍ପର୍କୀୟଙ୍କ ସହ ରହୁଥିଲେ । ଗତକାଲି ପ୍ରବଳ

ମାଛଗାଁ କେନାଲ ବନ୍ଧରେ ଦୁଇଟି ଘାଇ, ଜଗତସିଂହପୁର-କଟକ ମୁଖ୍ୟ ରାସ୍ତାରେ ପାଣି

ଜଗତସିଂହପୁର ଜିଲ୍ଲାରେ ଦୁଇଟି ବଡ଼ ଘାଇ ହୋଇଥିବା ଯୋଗୁଁ ଜିଲ୍ଲାରେ ବିଭିନ୍ନ ଅଞ୍ଚଳରେ ପାଣି ପଶିଯାଇଛି। । ଫଳରେ ଜଗତସିଂହପୁର କଟକ ମୁଖ୍ୟ ରାସ୍ତାରେ ଅଣ୍ଟାଏ ଉଞ୍ଚରେ ପାଣି ଲହଡ଼ି ଭାଙ୍ଗୁଛି । ଏହାକୁ ନେଇ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ତରିକୁନ୍ଦ ବଜାରର ଅଧିକାଂଶ ଦୋକାନରେ

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମପୀଠର ବିକାଶ ଲାଗି ୬ କୋଟି ୪୧ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ସହ, ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତୀ ଅନୁମୋଦନ କରିଛନ୍ତି।

୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା, ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି

ଭୁବନେଶ୍ୱର: ଓଡ଼ିଶାରେ ୧୫ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ପରେ ସ୍ବତନ୍ତ୍ର ରିଲିଫ୍ କମିସନର ଜିଲ୍ଲାପାଳ ଓ ପୌର କମିସନରମାନଙ୍କୁ ବର୍ଷା ସତର୍କତାନେଇ ଚିଠି ଲେଖିଛନ୍ତି। ଏଥିରେ

ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୩ଶହ ପାର୍

ଭୁବନେଶ୍ବର : ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୩ଶହ ପାର୍ କରିଛି। ଗତକାଲି ସୁଦ୍ଧା ରାଜ୍ୟରେ ୩୦୭ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏବେ ଧୀରେ ଧୀରେ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗକୁ ଏହି ସଂଖ୍ୟା ଅହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଜୁଲାଇ ମାସ ସୁଦ୍ଧା

ମାଟି ତଳୁ ନାବାଳକର ମୃତଦେହ ଉଦ୍ଧାର, ଦୁଇ ଦିନ ଆଗରୁ ପୋତିଥିଲା ଜିଆରପି

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳରେ ଶନିବାର ଜଣେ ନାବାଳକର ମୃତଦେହ ମାତିତଳୁ ଉଦ୍ଧାର କରା ଯାଇଛି। ନାବାଳକ ଜଣକ ହେଲେ କଣ୍ଟାବାଞ୍ଜିର ଲଳିତ ଜୈନ (୧୩)। ସୂଚନା ଅନୁସାରେ ଲଳିତ ଗତ ଗୁରୁବାର ସକାଳୁ ଘରୁ କୁଆଠେ ଚାଲିଯାଇଥିଲେ। ହେଲେ ପରିବାର ବର୍ଗ ବହୁତ

ଅଜଣା ଜନ୍ତୁ ଆକ୍ରମଣରେ ୪୦ ମେଣ୍ଡା ମୃତ

ଢେଙ୍କାନାଳ : ଢେଙ୍କାନାଳ ସଦର ବ୍ଳକ ଚାଉଳିଆ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆରଦା ଗ୍ରାମରେ ଗତକାଲି ବିଳମ୍ବିତ ରାତିରେ ଏକ ଅଜଣା ଜନ୍ତୁ ଆକ୍ରମଣରେ ସାଧୁ ଚରଣ ରାଉତଙ୍କର ୪୨ଟି ମେଣ୍ଡାଙ୍କ ମୃତୁ ହୋଇଛି। ମେଣ୍ଢାମାନଙ୍କର ମୁଣ୍ଡ ଓ ବେକରେ କ୍ଷତ ଚିହ୍ନ ଥିବା ବେଳେ କୈାଣହି ଏକ ଅଜଣା

ଏକତରଫା ପ୍ରେମ ନିବେଦନ କଲେ ବିବାହିତ ଯୁବକ, ନିର୍ଧୁମ ଛେଚିଲେ ଲୋକେ

ବାଙ୍କୀ଼ : ଏକତରଫା ପ୍ରେମ ନିବେଦନ କରିବା ପଡିଲା ମହଙ୍ଗା । ଅଙ୍ଗନୱାଡି କର୍ମୀଙ୍କୁ ପ୍ରେମ ନିବେଦନ କରି କାନ ଧରି ଉଠ୍ ବସ୍ ହେଲେ ଜଣେ ବିବାହିତ ଯୁବକ । ଖାଲି ସେତିକି ନୁହେଁ ତାସହିତ ଗ୍ରାମବାସୀଙ୍କଠାରୁ ନିର୍ଧୁମ ଛେଚା ବି ଖାଇବାକୁ ପଡିଛି ତାଙ୍କୁ । ଘଟଣାଟି ଘଟିଛି ବାଙ୍କୀ ଥାନା

ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍‌ଯନ୍ତ୍ର ନାହିଁ, କ୍ରାଇମବ୍ରାଞ୍ଚ ରିପୋର୍ଟ

ବହୁଚର୍ଚ୍ଚିତ ନବ ଦାସଙ୍କୁ ହତ୍ୟା ପଛରେ ଷଡ୍‌ଯନ୍ତ୍ର ନାହିଁ । ଜୀବନ ପ୍ରତି ବିପଦ ଥିବାରୁ ପୂର୍ବତନ ମନ୍ତ୍ରୀଙ୍କୁ ହତ୍ୟା କଲା ଗୋପାଳ ଦାସ । ସେ ହିଁ ହତ୍ୟାକାରୀ । ଗୋପାଳ ବ୍ୟତୀତ ହତ୍ୟାରେ ଆଉ କାହାର ସଂପୃକ୍ତି ନାହିଁ । କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ୫୪୩ ପ୍ରାଥମିକ ଚାର୍ଜସିଟ୍‌ରେ

ପ୍ରଚଣ୍ଡ ଘଡଘଡି ଓ ବିଜୁଳି ଶବ୍ଦରେ ଖସି ପଡିଲା ରାମେଶ୍ୱର ମନ୍ଦିରର ଦଧିନଉତି

ଭୁବନେଶ୍ୱର:ପ୍ରଚଣ୍ଡ ଘଡଘଡି ଓ ବିଜୁଳିରେ ଭାଙ୍ଗିଲା ମନ୍ଦିର । ଖସିପଡିଲା ଦଧିନଉତି । ଭୁବନେଶ୍ୱର ମାଉସୀମା’ ଛକ ନିକଟରେ ଥିବା ରାମେଶ୍ୱର ମନ୍ଦିରର ଦଧିନଉତି ଆଜି ଖସି ପଡିଛି । ୬୦ ଫୁଟ ଏହି ମନ୍ଦିରର ଦଧିନଉତି ଖସି ମନ୍ଦିର ପ୍ରାଙ୍ଗଣରେ ପଡ଼ିଛି । ମନ୍ଦିର ଭିତରେ ବ୍ରାହ୍ମଣ ପୂଜା