Browsing Category

ଓଡିଶା

ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବ୍ରହ୍ମପୁର: ଭଞ୍ଜନଗର ସବ ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ମୃତକ ବେଲଗୁଣ୍ଠାର ହୋଇଥିବା ବେଳେ ୫ ଦିନ ତଳେ ତାଙ୍କୁ ଏକ ଚୋରି ମାମଲାରେ ଗିରଫ କରିଥିଲା ପୋଲିସ । ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ପିଟିପିଟି ମାରି ଦେଇଥିବା ପରିବାର ଲୋକ

ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳରୁ ନିଲମ୍ବିତ କଲା କଂଗ୍ରେସ

ଭୁବନେଶ୍ୱର: କାରଣ ଦର୍ଶାଅ ନୋଟିସ୍ ପରେ ନିଲମ୍ବନ । କଂଗ୍ରେସରୁ ନିଲମ୍ବିତ ହେଲେ ବିଧାୟକ ମହମ୍ମଦ ମୋକିମ୍ ଓ ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ । ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ଏଆଇସିସି ଉଭୟଙ୍କୁ ଦଳରୁ ସସପେଣ୍ଡ କରିଛି । ମେ ମାସ

ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ରେଟ୍ ଚାର୍ଟ

ପୁରୀ: ଦୁର୍ମୂଲ୍ୟ ହେବନି ମହାପ୍ରସାଦ । ସୁଲଭ ମୂଲ୍ୟରେ ଆନନ୍ଦବଜାରରେ ଅବଢା ଖାଇବେ ଭକ୍ତ । ଶ୍ରୀମନ୍ଦିରରେ ଠକେଇର ଶିକାର ହେବନି ଶ୍ରଦ୍ଧାଳୁ । ଏଣିକି ଆନନ୍ଦ ବଜାରରେ ଲାଗିବ ମହାପ୍ରସାଦ ଦରର ଚାର୍ଟ । ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ଶୃଙ୍ଖଳା କମିଟି ବୈଠକରେ ଏପରି

ଏଥର ରାଷ୍ଟ୍ରପତିଙ୍କ କଟକ ଗସ୍ତ ବେଳେ କଟିବନି ଲାଇନ; ପ୍ରତିଶ୍ରୁତି ଦେଲେ ଟାଟା ପାୱାର CEO

କଟକ: ଏଥର କଟିବନି ଲାଇନ। ଅନ୍ଧାର ଦେଖିବେନି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାରିପଦା ଅବ୍ୟବସ୍ଥାର ପୁନରାବୃତ୍ତି ଏଠାରେ ହେବନି । ରାଷ୍ଟ୍ରପତି ଙ୍କ ତିନି ଦିନିଆ ଓଡିଶା ଗସ୍ତ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ଏ ନେଇ TPCODL ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରଯାଇଛି ।

ଜୁଲାଇ ୧୩ ଚନ୍ଦ୍ରଭାନୁ ଶତପଥୀ ଦିବସ ଭାବେ ଘୋଷଣା

ଭୁବନେଶ୍ୱର: ବିଶ୍ୱବ୍ୟାପୀ ମାନବ ଜୀବନର କଲ୍ୟାଣ ସାଧନା ତଥା ତାଙ୍କର ପ୍ରସିଦ୍ଧ କାବ୍ୟକୃତି ଶ୍ରୀଗୁରୁ ଭାଗବତ ନିମନ୍ତେ ଗୁରୁଜୀ ଡଃ ଚନ୍ଦ୍ରଭାନୁ ଶତପଥୀଙ୍କୁ ଯୁକ୍ତରାଷ୍ଟ୍ର ଆମେରିକା ସରକାରଙ୍କ ପକ୍ଷରୁ ଏକ ବିରଳ ସମ୍ମାନରେ ସମ୍ମାନିତ କରାଯାଇଛି । ଏକକାଳୀନ ଆମେରିକାର ତିନୋଟି ସ୍ଥାନୀୟ

ରୋବୋଟିକ ସର୍ଜରୀ କ୍ଷେତ୍ରରେ ଆମ୍ରି ହସ୍ପିଟାଲର ତିଆରି କରିଛି ଏକ ମାଇଲଖୁଣ୍ଟ

ଭୁବନେଶ୍ୱର: ପୂର୍ବାଞ୍ଚଳ ଭାରତ ପାଇଁ ପ୍ରଥମ ପ୍ରକାରର ସଫଳତାରେ ଆମ୍ରି ହସ୍ପିଟାଲ ଭୁବନେଶ୍ୱର ୪ମାସ ମଧ୍ୟରେ ୧୦୦ଟି ରୋବୋଟିକ ଆଣ୍ଠୁ ପ୍ର୍ରତିରୋପଣ କରିବାରେ ସଫଳ ହୋଇ ପାରିଛି । ଆମ୍ରିର କ୍ଲିନିକାଲ ଉତ୍କର୍ଷତା ଓ ବୈଷୟିକ ଉନ୍ନତି, ଅସ୍ଥିଶଲ୍ୟ ଏବଂ ମିଳିତ ପ୍ରତିସ୍ଥାପନ

ଜାଲ୍ ନୋଟ୍ ବଦଳ ବେଳେ ଭୁବନେଶ୍ୱର ଆରବିଆଇରୁ ଯୁବକ ଗିରଫ

ଭୁବନେଶ୍ୱର: ନକଲି ନୋଟ୍ ବଦଳ ତାହା ପୁଣି ରିଜର୍ଭ ବ୍ୟାଙ୍କରେ । ଏଭଳି ଉଦ୍ୟମ କରି ଗିରଫ ହୋଇଛନ୍ତି ଜଣେ ଯୁବକ । କମିଶନରେଟ ପୋଲିସ ଶୁକ୍ରବାର ଯୁବକ ଜଣଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ଶହେଟି ନକଲି ୫୦୦ ଟଙ୍କିଆ ନୋଟ୍ ଜବତ କରିଛି । ସୂଚନା ଅନୁସାରେ, ଖୋର୍ଦ୍ଧା ଅଞ୍ଚଳର ବିକାଶ

ପଶ୍ଚିମ ଓଡିଶାରେ ‘ମୁଖ୍ୟମନ୍ତ୍ରୀ ସଭାଗୃହ’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୧୨୫ କୋଟି, ୨୦୦୦ ସଭାଗୃହ ୩୩ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିସ୍ଥାପନ ପଶ୍ଚିମ ଓଡିଶାର ବିକାଶରେ WODC ମୁଖ୍ୟ ଭୂମିକା ଗ୍ରହଣ କରିଛି ପଶ୍ଚିମ ଓଡିଶା ପାଇଁ ମୋର ସବୁ ବେଳେ ସ୍ୱତନ୍ତ୍ର ଧ୍ୟାନ ରହିଛି – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ

ରାଜଧାନୀରେ ତିଆରି ହେବ ଆହୁରି ଦୁଇଟି ଫୁଟ ଓଭର ବ୍ରିଜ

ଭୁବନେଶ୍ୱର: ରାଜଧାନୀରେ ଖୁବଶୀଘ୍ର ଆଉ ଦୁଇଟି ନୂଆ ଫୁଟ୍ ଓଭର ବ୍ରିଜ୍ ପାଇବ। ଗୋଟିଏ ସତସଙ୍ଗ ବିହାର ଓ ଅନ୍ୟଟି ପଳାଶୁଣୀରେ ନିର୍ମାଣ କରାଯିବ। ପଳାଶୁଣୀଠାରେ ଥିବା ଫ୍ଲାଏ ଓଭର ବ୍ରିଜ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ଏବଂ ସତସଙ୍ଗ ବିହାରଠାରେ ଥିବା ଫ୍ଲାଏ ଓଭର ବ୍ରିଜ ନିର୍ମାଣ କାମ

ଯୁକ୍ତ ଦୁଇ ପିଲାଙ୍କ ଲାପଟପ୍ ଡିବିଟି ଯୋଜନା ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର: ଦ୍ୱାଦଶ ଶ୍ରେଣୀରେ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଲାପଟପ୍ କିଣିବାକୁ ସହୟତା ରାଶି ଦେଉଛନ୍ତି ରାଜ୍ୟ ସରକାର । ଏହି ଲାପଟପ୍ ଡିବିଟି ଯୋଜନାରେ ୧୫ହଜାର ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଦିଆଯାଉଛି । ଏଥିପାଇଁ ଛାତ୍ରଛାତ୍ରୀମାନେ ଅନ୍ଲାଇନ୍ ମାଧ୍ୟମରେ ଆବେଦନ