Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦିବ୍ୟାଙ୍ଗ ଭାଣିଜୀକୁ ଦୁଷ୍କର୍ମ କଲା ମାମୁ
ବାରିପଦା: ସଂପର୍କରେ ଲାଗିଲା କଳଙ୍କର ଛିଟା । ହଜିଗଲା ମାନବିକତା । ଯାହାକୁ ଭରସା କରିଥିଲା ସେ ସାଜିଲା ସୈତାନ । ଅସହାୟ ଝିଅର କରୁଣ ଚିତ୍କାର ତା ହୃଦୟକୁ ତରଳାଇ ପାରିଲାନି । ଶେଷରେ ପୁରୁଷର କାମନା ଜ୍ୱାଳାରେ ଜଳିଗଲା ଦିବ୍ୟାଙ୍ଗ ଝିଅଟିର ସବୁକିଛି । ଯାହାକୁ ମାମୁ ବୋଲି ଭାବି ଭରସା!-->…
ଖଡଗପୁର- ଭଦ୍ରକ ପାସେଞ୍ଜର ଟ୍ରେନ ଇଞ୍ଜିନରେ ନିଆଁ
ଖଡଗପୁର- ଭଦ୍ରକ ପାସେଞ୍ଜର ଟ୍ରେନ ଇଞ୍ଜିନରେ ନିଆଁ। ଇଞ୍ଜିନ୍ ତଳୁ ଧୁଆଁ ବାହାରିବା ଦେଖି ଭୟରେ ଟ୍ରେନରୁ ଓହ୍ଲାଇଲେ ଯାତ୍ରୀ। ବାଲେଶ୍ୱର ଲକ୍ଷ୍ମଣନାଥ ରୋଡ ଷ୍ଟେସନରେ ପାସେଞ୍ଜର ଟ୍ରେନରେ ନିଆଁ ଦେଖାଯାଇଥିଲା। ଧୁଆଁ ଦେଖି ଟ୍ରେନର ଯାତ୍ରୀମାନେ ଚିତ୍କାର କରି ପାଇଲଟ୍କୁ ଇସାରା ଦେଇଥିଲେ।
!-->!-->…
ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ
ଭୁବନେଶ୍ୱର: ଯୁକ୍ତ ୩ରେ ନାମ ଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ ଅଫ ମାର୍କ ପ୍ରକାଶ ପାଇଛି | ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଆଜି ତାଲିକା ପ୍ରକାଶ ପାଇଥିବାବେଳେ ଇନଟିଗ୍ରେଟେଡ଼ ବିଏଡ଼ ଥିବା କଲେଜରେ କଟଅଫ ଆଗରେ ରହିଛି | କଳା ଓ ବିଜ୍ଞାନରେ ବିଜେବି ଓ ରେଭେନ୍ସାକୁ ଅନ୍ୟ କଲେଜ ଟପିଥିବାବେଳେ!-->…
୫ଟି ସଚିବଙ୍କ କାର୍ଯ୍ୟକ୍ରମକୁ ନେଇ ପ୍ରଶ୍ନ ଉଠାଇଲେ ବିଜୟ ପଟ୍ଟନାୟକ
ଭୁବନେଶ୍ୱର: ବିରୋଧୀ ଦଳ ଟାର୍ଗେଟରେ ୫ଟି ସଚିବ । ବିଜେପି ପରେ କଂଗ୍ରେସ ମାରୁଛି ତୀର । ସାମ୍ବାଦିକ ସମ୍ମିଳନୀ କରି ୫ଟି ସଚିବଙ୍କ କାର୍ଯ୍ୟକ୍ରମକୁ ନେଇ ପ୍ରଶ୍ନ କରିଛନ୍ତି କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ।
ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ନେତା ବିଜୟ!-->!-->!-->…
ସୋସିଆଲ ମିଡିଆରେ ସକ୍ରିୟ ରୁହ, ବିରୋଧୀଙ୍କ ବିଭ୍ରାନ୍ତକର ତଥ୍ୟକୁ ପ୍ରତିରୋଧ କର: ନବୀନ ପଟ୍ଟନାୟକ
ଭୁବନେଶ୍ୱର: ଅଧିକରୁ ଅଧିକ ଛାତ୍ର ବିଜେଡି ସଦସ୍ୟ ସୋସିଆଲ ମିଡିଆରେ ସକ୍ରିୟ ହୁଅନ୍ତୁ । ବିରୋଧୀଙ୍କ ବିଭ୍ରାନ୍ତିକର ତଥ୍ୟକୁ ପ୍ରତିରୋଧ କରନ୍ତୁ । ଲୋକଙ୍କୁ ବିଭ୍ରାନ୍ତ କରିବା ପାଇଁ ବିରୋଧୀ ମିଛ କାହାଣୀରେ ବିଶ୍ବାସ କରନ୍ତି । କିନ୍ତୁ ଆମେ ପ୍ରକୃତ ତଥ୍ୟ ସହିତ ବିରୋଧୀଙ୍କ ସାମ୍ନା କରିବା!-->…
କ୍ରାଇମବ୍ରାଞ୍ଚ ଚାର୍ଜସିଟ ଏକ ରଦ୍ଦି କାଗଜ: ସୁରେଶ ପୂଜାରୀ
ସମ୍ବଲପୁର: ନବ ଦାସ ହତ୍ୟା ମାମଲାରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ଗୋପାଳ ଦାସକୁ ମୁଖ୍ୟ ଅଭିଯୁକ୍ତ ବୋଲି ସାବ୍ୟସ୍ତ କରି ସେହିଠାରେ ହିଁ ତଦନ୍ତ ସାରି ଦେଇଛି କ୍ରାଇମବ୍ରାଞ୍ଚ । ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ୫୦୦ ପୃଷ୍ଠାର ଚାର୍ଜସିଟକୁ ନେଇ ଏମିତି ପ୍ରତିକ୍ରିୟା ରଖିଛି!-->…
ନବ ଦାସଙ୍କୁ ହତ୍ୟା କରବା ପାଇଁ ସମଲେଇଙ୍କ ପାଖେ ଶପଥ ନେଇଥିଲା ଗୋପାଳ ଦାସ
ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲା ଚାର୍ଜସିଟରେ କାହାଣୀ ଶୁଣାଇଛି କ୍ରାଇମବ୍ରାଞ୍ଚ । ନବ ହତ୍ୟା ମାମଲାରେ ୫୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କୋର୍ଟରେ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ଏହି ଚାର୍ଜସିଟରେ ବେଶ ଗପ ଶୁଣାଇଛି । ନବଙ୍କୁ ହତ୍ୟା ପାଇଁ ଗାେପାଳ ଦାସ ଶପଥ ନେଇଥିଲା ।!-->…
ମାମଲା ଫଇସଲା କରିବାରେ ଓଡ଼ିଶା ହାଇକୋର୍ଟଙ୍କ ରେକର୍ଡ
କଟକ: ମାମଲା ଫଇସଲା କରିବାରେ ଓଡ଼ିଶା ହାଇକୋର୍ଟଙ୍କ ରେକର୍ଡ । ୨୦୨୧ ଓ ୨୦୨୨ ତୁଳନାରେ ଚଳିତବର୍ଷ ଅଧିକ ମାମଲାର ଫଇସଲା କରିଛନ୍ତି ହାଇକୋର୍ଟ । ଜାନୁଆରୀରୁ ଜୁନ ମାସର ତଥ୍ୟ ଅନୁସାରେ ମାମଲା ଫଇସଲା ହାର ବୃଦ୍ଧି ହୋଇଥିବା ଜଣାପଡ଼ିଛି । ୨୦୨୧ର ପ୍ରଥମ ୬ ମାସରେ ୪୨ ହଜାର ୨୭୮ଟି ମାମଲା ରୁଜୁ!-->…
ବାହାନଗା ଟ୍ରେନ ଟ୍ରାଜେଡି: ଆଉ ୧୦ ରେଳବାଇ କର୍ମଚାରୀଙ୍କୁ ସମନ
ଭୁବନେଶ୍ୱର: ବାହାନଗା ଟ୍ରେନ ଦୁର୍ଘଟଣା ମାମଲାରେ ଜେରା ଜୋରଦାର କରିଛି ସିବିଆଇ । ୩ ଜଣ କର୍ମଚାରୀଙ୍କୁ ଗିରଫ କରି ଦୁଇ ଦୁଇଥର ରିମାଣ୍ଡରେ ନେଇ ଘନଘନ ଜେରା କରୁଛି ସିବିଆଇ । ଏବେ ଆହୁରି ୧୦ ରେଳବାଇ କର୍ମଚାରୀଙ୍କୁ ସମନ କରାଯାଇଛି । ଖୁବଶୀଘ୍ର ସେମାନେ ହାଜର ହୋଇ ନିଜର ପକ୍ଷ ରଖିବେ ।!-->…
ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ
ପୁରୀ : ଭଙ୍ଗାଯାଉଛି ୩ ରଥ। ଆଜିଠାରୁ ତିନି ରଥ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଥିଲା ଭଙ୍ଗା କାମ । ତାପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା ଭଙ୍ଗା ଯାଇଛି । ଏହା ପରେ ସବୁ ଅଂଶକୁ ଭଙ୍ଗା ଯିବ। ପ୍ରଥମେ ଦେବୀ!-->…